Monthly Archives

February 2023

ଗାଈଖାଇ ଜଳ ପ୍ରକଳ୍ପରେ ଇକୋଟୁରିଜିମର ଶିଳାନ୍ୟାସ

ପରିବେଶ ପର୍ଯ୍ୟଟନର ବିକାଶରେ ଅଞ୍ଚଳର ବିକାଶ ହେବ - ବିଧାୟକ ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ମୁଖ୍ୟତଃ ପରିବେଶ ପର୍ଯ୍ୟଟନର ଯଥେଷ୍ଟ ସୁବିଧା ରହିଛି । ଏହାର ବିକାଶରେ ଜିଲ୍ଲାରେ ପର୍ଯ୍ୟଟକଙ୍କ ଭିଡ ଜମିବ ଓ ଲୋକଙ୍କ ଅର୍ଥନୈତିକ
Read More...

ଛତାପିପଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଭାଗିରଥି ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ପୁଇଁନ୍ତଲା ପଞ୍ଚାୟତ ସମିତି ଅଧ୍ୟକ୍ଷ ସରୋଜ କୁମାର ପ୍ରଧାନ, ମୁଖ୍ୟ ଅତିଥି ଓ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ବାପ, ପୁଅ ମୃତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ଲଖନା ଥାନା କୁସଦହନା ସ୍ଥିତ ବିଜୁ ଏକ୍ସପ୍ରେସୱେ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାପା ଓ ପୁଅଙ୍କ ଜୀବନ ଚାଲିଯାଇଥିବା ଜଣାପଡିଛି । ମୃତକମାନେ କୋମନା ଥାନା ମିଛାପାଲି ଗାଁର କମଳ ପାଟକିନାରା (୩୫) ଓ ତାଙ୍କ ପୁଅ ଦୀପକ୍ ପାଟକିନାରା
Read More...

କେନ୍ଦ୍ର ସରକାରଙ୍କ ବିରୋଧରେ ବିଜେଡିର ବିକ୍ଷୋଭ

ଖପ୍ରାଖୋଲ, (ଅଶୋକ ବାଗ) : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟର ଗରିବ ପରିବାରକୁ ମୁଣ୍ଡ ପିଛା ପାଞ୍ଚ କିଲୋ ଚାଉଳ ଯୋଗାଣରୁ ବଞ୍ଚିତ କରିଥିବା କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ବିରୋଧରେ ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକରେ ଗୁରୁବାର ଦିନ ପଞ୍ଚାୟତ ସମିତି କାର୍ଯ୍ୟାଳୟ
Read More...

ପଦ୍ମପୁର ଟାଉନ କ୍ଲବରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ମୂରଲୀକ୍ରିଷ୍ଣା ଫାଉଣ୍ଡେସନ ଓ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ବରଗଡ଼ ଏବଂ ଟାଉନ କ୍ଲବ ପଦ୍ମପୁରର ମିଳିତ ସହଯୋଗରେ ଟାଉନ କ୍ଲବ ପରିସରରେ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି । ବିକାଶ ମଲ୍ଟି ସ୍ପେସିଆଲିଟି
Read More...

ଟିଟିଲାଗଡଠାରେ ଜିଲ୍ଲାସ୍ତରୀୟ ମିଶନ ଶକ୍ତି ଋଣ ମେଳା ଅନୁଷ୍ଠିତ

୧୭୮୮ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀକୁ ୪୧.୨୬ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଟିଟିଲାଗଡ ବାଳକ ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ଜିଲ୍ଲାସ୍ତରୀୟ ମିଶନ ଶକ୍ତି ଋଣ ମେଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାସ୍ତରୀୟ ମିଶନ ଶକ୍ତି ଋଣ ମେଳା ଅବସରରେ ଅନୁଷ୍ଠିତ
Read More...

ତିନି ଦିନିଆ ଜାତୀୟ କର୍ମଶାଳା

ପ୍ରସଙ୍ଗଗତ ଆଭିମୁଖ୍ୟ ଗ୍ରହଣ ମାଧ୍ୟମରେ ଗ୍ରାମ ପଞ୍ଚାୟତରେ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟର ସ୍ଥାନୀୟକରଣ ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ଏବଂ ଓଡିଶା ସରକାରଙ୍କ ମିଳିତ ସହଭାଗୀତାରେ ଆସନ୍ତା ୧୭ ଫେବୃଆରୀରୁ ୧୯ ଫେବୃଆରୀ, ୨୦୨୩ ପର୍ଯ୍ୟନ୍ତ
Read More...

ଜାତୀୟ ବ୍ୟାଡମିଣ୍ଟନ ଶିବିର ପରିଦର୍ଶନ କଲେ ବିଧାୟକ ନରସିଂହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ପିଆର ହାଇସ୍କୁଲ ଇନଡୋର ଷ୍ଟାଡିଅମରେ ଆଗାମୀ ଜାତୀୟ ବ୍ୟାଡମିଣ୍ଟନ ଚମ୍ପିଆନସିପ୍‌ ପାଇଁ ରାଜ୍ୟ ଚୟନ ତଥା ପ୍ରଶିକ୍ଷଣ ଶିବିରକୁ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ପରିଦର୍ଶନ କରିଛନ୍ତି । ସପ୍ତାହ ବ୍ୟାପି ହେବାକୁ ଥିବା ଏହି ଶିବିରର ଆଜି
Read More...

ନୃସିଂହନାଥ ଝରଣା ନିକଟରେ ଜଣେ ଯୁବତୀଙ୍କୁ ହତ୍ୟା ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ନିକଟସ୍ଥ ଜର୍ଜଗଡ ଗ୍ରାମରେ ଜଣେ ଯୁବତୀଙ୍କୁ ହତ୍ୟା କରାଯାଇଥିବା ଖବର ମିଳିଛି । ସୂଚନା ଅନୁସାରେ ଗ୍ରାମର ଦୁଇ ଜଣ ଭଉଣୀ ନିକଟସ୍ଥ ଝରଣାକୁ ଗାଧୋଇବାକୁ ଯାଇଥିଲେ । ବଡ଼ ଭଉଣୀ ଶୌଚ ପାଇଁ ଦୂରକୁ ଯାଇଥିବା ବେଳେ କେହି ଅଜଣା ଯୁବକ
Read More...

ଶ୍ରୀ ଶ୍ରୀ ଶିବକାଳୀ ଦଣ୍ଡନୃତ୍ୟ ରାଜ୍ୟର ବିଭିନ୍ନ ମଞ୍ଚରେ ପାଇଛି ଲୋକପ୍ରିୟତା

ଆଜି ଶତ ବାର୍ଷିକୀ ଉତ୍ସବରେ ହେବ ମଞ୍ଚସ୍ଥ ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକରେ କାମନା ଦଣ୍ଡର ଶତ ବାର୍ଷିକୀ ଅବସରରେ ଆଜି ଆରମ୍ଭ ହୋଇଛି ଦୁଇ ଦିନିଆ ମହୋତ୍ସବ । ଏହି ଅବସରରେ ଆଜି ସାଂସ୍କୃତିକ କାର୍ଯ୍ୟକ୍ରମ ପର୍ଯ୍ୟାୟରେ ଢେଙ୍କାନାଳ ଜିଲ୍ଲାର
Read More...