Monthly Archives

February 2023

ସିଆର୍‌ପିଏଫ୍‌ ପକ୍ଷରୁ ପୁଲୱାମା ଆକ୍ରମଣରେ ଶହୀଦ ହୋଇଥିବା ଜବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ପୁଲୱାମା ଆକ୍ରମଣରେ ଶହୀଦ ହୋଇଥିବା ଜବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଏନ୍‌ଜିଓର ସମସ୍ତ ଅଧିକାରୀ, ଯବାନ ଏବଂ ସାମାଜିକ କର୍ମୀ ସ୍ୱେଚ୍ଛାକୃତ ଭାବେ ଅଂଶଗ୍ରହଣ କରିଥିଲେ
Read More...

ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଗଲା ଯାତ୍ରୀବାହୀ ବସ୍‌ : ୩୦ରୁ ଅଧିକ ଯାତ୍ରୀ ଆହତ, ୬ ଯାତ୍ରୀ ଗୁରୁତର

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଗଲା ଯାତ୍ରୀବାହୀ ବସ୍‌ । ଫଳରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ମଙ୍ଗଳବାର ଅପରାହ୍ନରେ ଏପରି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କନ୍ଧମାଳ ଜିଲ୍ଲାରେ ଘଟିଛି । ‘ସାଲୁଙ୍କି’ ନାମକ ଏକ ଘରୋଇ ଯାତ୍ରୀବାହୀ
Read More...

ସୁନାମୂଖୀ ନେଚର ଫ୍ରେସ୍‌ ଫାର୍ମର ପ୍ରଡ୍ୟୁସର କମ୍ପାନୀ ଲିମିଟେଡ଼ର କାର୍ଯ୍ୟାଳୟ ଉଦ୍‌ଘାଟିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅନ୍ତର୍ଗତ ଗୋଛାଡେଙ୍ଗେନ ପଂଚାୟତର ଧୂମାଭଟା ଠାରେ ସାକ୍ଷ୍ୟମ ଫାଉଣ୍ଡେସନ ସହାୟତାରେ ସୁନାମୂଖୀ ନେଚର ଫ୍ରେସ୍‌ ଫାର୍ମର ପ୍ରଡ୍ୟୁସର କମ୍ପାନୀ ଲିଃର କାର୍ଯ୍ୟାଳୟ ଉଦ୍‌ଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଶ୍ଚିମ
Read More...

ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ଉତ୍ସବରେ ଯୋଗଦେବେ ମହାମହିମ ରାଜ୍ୟପାଳ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ପାଇକମାଲଠାରେ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ ଦ୍ଵାରା ପ୍ରତିଷ୍ଠିତ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ଉତ୍ସବରେ ଓଡିଶାର ମହାମହିମ ରାଜ୍ୟପାଳ ମୁଖ୍ୟଅତିଥି ଭାବେ ଯୋଗଦେବା ପାଇଁ ସ୍ୱୀକୃତି ପ୍ରଦାନ
Read More...

ସମାଜସେବା ସଂକଳ୍ପ ଯୁବ ସମାଜ ପାଇଁ ଏକ ଆହ୍ୱାନ : ସଂକଳ୍ପର ତୃତୀୟ ପ୍ରତିଷ୍ଠା ଦିବସ ଓ ବଳିଦାନ ଦିବସରେ ମତ ପ୍ରକାଶ

ବରଗଡ, (ନିରୋଜ କୁମାର ପାଣୀ) : ସାମ୍ପ୍ରତିକ ସମାଜରେ ନିସ୍ୱାର୍ଥପର ସେବା ଯୁବ ସମାଜ ପାଇଁ ଆହ୍ୱାନରେ ପରିଣତ ହୋଇଥିବା ବେଳେ ସମାଜସେବା ପାଇଁ ଯୁବ ସମାଜ ଆଗେଇ ଆସିବା ଉଚିତ ବୋଲି ବରଗଡ଼ ଟାଉନ ହଲଠାରେ ମଙ୍ଗଳବାର ଅଗ୍ରଣୀ ସ୍ୱେଛାସେବୀ ଅନୁଷ୍ଠାନ ସଂକଳ୍ପର ତୃତୀୟ ପ୍ରତିଷ୍ଠା ଦିବସ ତଥା
Read More...

୧୬ ତାରିଖରେ ଅନୁଷ୍ଠିତ ହେବ ସ୍ୱାସ୍ଥ୍ୟ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆସନ୍ତା ୧୬ ତାରିଖରେ ପଦ୍ମପୁର ଟାଉନ କ୍ଲବ ଓ ମୁରଲୀ କ୍ରିଷ୍ଣା ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ପଦ୍ମପୁର ଅଞ୍ଚଳବାସୀଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ପାଇଁ ଟାଉନ କ୍ଲବଠାରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରାଯିବ ବୋଲି ସୂଚନା ମିଳିଛି ।
Read More...

ଦୟାନନ୍ଦ ପ୍ଲେ ସ୍କୁଲର ବାର୍ଷିକୋତ୍ସବ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପେଲେସ୍‌ ଲାଇନ ସ୍ଥିତ ଦୟାନନ୍ଦ ପ୍ଲେ ସ୍କୁଲର ବାର୍ଷିକୋତ୍ସବ ପ୍ରତିମା ଟେଣ୍ଟ ହାଉସଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମହିଳା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷା ସୁଷମା ମଂଜରୀ ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ସମ୍ମାନିତ
Read More...

ନିଖିଳ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ତରଫରୁ ଜିଲ୍ଲାପାଳଙ୍କ ଅଫିସ ଘେରାଉ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ମାଧ୍ୟମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ପାଚିକା ସହାୟିକାମାନେ ମଧ୍ୟାହ୍ନ ଭୋଜନ ରାନ୍ଧୁଛନ୍ତି । ତେବେ ଏମାନଙ୍କ ଆଜି ପର୍ଯ୍ୟନ୍ତ ସର୍ବନିମ୍ନ ମଜୁରୀ କିମ୍ବା ସାମାଜିକ ସୁରକ୍ଷାର ବ୍ୟବସ୍ଥା
Read More...

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ଏବେ ଅପରାଧୀଙ୍କ ଗଡ ପାଲଟିଲାଣି । ଏଠି ଦିନ୍‌ ଦାହାଡା କେତେବେଳେ ଖଣ୍ଡା ବୁଳୁଛି ତ ଆଉ କେତେବେଳେ ଜମିଜମା ମାମଲାକୁ ନେଇ ଫୁଟୁଛି ଗୁଳି । ପୁଣି କେତେବେଳେ ବିଶ୍ୱବିଦ୍ୟାଳୟ ପରିସରକୁ ପଶି ଦୁବୃର୍ତ୍ତ ଭିଆଉଛି ବିଭତ୍ସ ଆକ୍ରମଣ । ଏଥିପାଇଁ ଏବେ
Read More...

‘ମାୟାଧର ମାନସିଂହଙ୍କ କାବ୍ୟ-କବିତାରେ ପ୍ରଣୟ ଚେତନା’ ଶୀର୍ଷକରେ ଆଲୋଚନାଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : 'ମାୟାଧର ମାନସିଂହଙ୍କ କାବ୍ୟ-କବିତାରେ ପ୍ରଣୟ ଚେତନା' ଶୀର୍ଷକ ଏକ ଆଲୋଚନାଚକ୍ର ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଆଲୋଚନାଚକ୍ରରେ ମାନସିଂହଙ୍କ ବିଭିନ୍ନ କାବ୍ୟକବିତାରେ ଦେହରୁ ଦେହାତୀତ ଓ ଇହରୁ ପାରାଲୌକିକ ପ୍ରେମ ଓ
Read More...