Monthly Archives

February 2023

ଇମ୍ପେରିଆଲ କ୍ଲାସିକ ୨୦୨୩ ଉଦ୍‌ଯାପିତ

ଗଞ୍ଜାମର ବ୍ରଜବନ୍ଧୁ ହେଲେ ଚମ୍ପିଆନ ଅଫ ଚମ୍ପିଆନ୍ସବଲାଙ୍ଗିରର କଲ୍ୟାଣି ହେଲେ ମିସ୍ ଇମ୍ପେରିଆଲ କ୍ଲାସିକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟାଉନ ହଲ୍‌ଠାରେ କଳିଙ୍ଗ ବଡି ବିଲ୍ଡିଂ ସଂଘ ଦ୍ୱାରା ଆୟୋଜିତ ଇମ୍ପେରିଆଲ କ୍ଲାସିକ ୨୦୨୩ ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଗଞ୍ଜାମର
Read More...

ଏକବିଂଶ ଶତାବ୍ଦୀରେ କବିତା : ବ୍ୟକ୍ତି, ଦେଶ ଓ ବିଶ୍ୱ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱସ୍ତି ସାହିତ୍ୟ ସଂସଦର ୪୨ତମ ବାର୍ଷିକ ଉତ୍ସବର ଉଦ୍‌ଘାଟନୀ ଛେଣ୍ଡ କଲୋନୀର ଚିନ୍ମୟ ବିଦ୍ୟାଳୟ ପରିସରରେ ହୋଇଯାଇଛି । ସଂସଦର ସଭାପତି ତଥା ଅବସରପ୍ରାପ୍ତ ପ୍ରଶାସକ ମହେନ୍ଦ୍ର ପଟ୍ଟନାୟକଙ୍କ ପୌରହିତ୍ୟରେ ହୋଇଥିବା ପ୍ରଥମ ପର୍ଯ୍ୟାୟରେ ସଭାରେ ମୁଖ୍ୟ
Read More...

ଓସଡମା ପକ୍ଷରୁ ଗୁଡୁପାଇଲୋ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳରେ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ପ୍ରଶାସନ ଓ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ସଂସ୍ଥା (ଓସଡମା) ମିଳିତ ଆନୁକୂଲ୍ୟରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଗୁଆଳିପଡା ଗ୍ରାମ ପଂଚାୟତରେ ଗୁଡୁପାଇଲୋ ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ପରିଚାଳନା କମିଟି ମେମ୍ବର
Read More...

ମଦନପୁର ରାମପୁର ସବ୍‌ଜେଲରୁ ବିଚାରଧୀନ କଏଦୀ ଫେରାର

ମ. ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ସବ୍‌ଜେଲରୁ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଥିବା ଜଣାପଡିଛି । ଫେରାର୍ କଏଦୀ ଜଣକ ନର୍ଲା ଥାନା ରୁପ୍ରା ରୋଡ ଅଞ୍ଚଳର ବିଶ୍ୱାମିତ୍ର ମାଝୀ ବୋଲି ଜଣାପଡିଛି । ଏକ ଘରୋଇ ଗଣ୍ଡଗୋଳ କେସରେ ନର୍ଲା ପୁଲିସ ବିଶ୍ଵାମିତ୍ରକୁ
Read More...

ରକ୍ତଦାନ ପାଇଁ ପ୍ରସ୍ତୁତି ବୈଠକ

ଭାଲେଣ୍ଟାଇନ ଡେ' ଉପଲକ୍ଷେ ରକ୍ତଦାନ ଶିବିର ଆୟୋଜିତ ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ରୋଡ଼ ନଂ ୩ ସମ୍ମୁଖରେ ଆସନ୍ତା କାଲି ଭାଲେଣ୍ଟାଇନ ଡେ' ଉପଲକ୍ଷେ ଏକ ରକ୍ତଦାନ ଶିବିର ସ୍ଥାନୀୟ ହରିଭବନଠାରେ ଆୟୋଜିତ ହେବ ବୋଲି ସୂଚନା ମିଳିଛି । ବୈଠକରେ
Read More...

ଉଦ୍‌ଘାଟିତ ହେଲା ବଲାଙ୍ଗିରର ନିଜସ୍ୱ ଏଫ୍‌ଏମ୍‌ ଚ୍ୟାନାଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିରର ପ୍ରଥମ ତଥା ନିଜସ୍ୱ ଏଫ୍‌ଏମ୍‌ ଚ୍ୟାନାଲ ଇଣ୍ଡିଆନ ଏଫ୍‌ଏମ୍‌ ଉଦ୍‌ଘାଟିତ ହୋଇଯାଇଛି । ପଦ୍ମଶ୍ରୀ ହଳଧର ନାଗ ଓ ବଲିଉଡ ଅଭିନେତା ମନୋଜ ମିଶ୍ର ବିଧିବଦ୍ଧ ଭାବେ ଚ୍ୟାନାଲର ଲୋକାର୍ପଣ କରିଛନ୍ତି । ଚ୍ୟାନାଲର ଠିକଣା ଏଫ୍‌ଏମ୍‌ ୮୯.୬ ରହିଛି ।
Read More...

ବିଲେଇସର୍ଡା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଅଲ୍‌ ଓଡିଶା ଫୁଟବଲ ଟୁର୍ଣ୍ଣାମେଣ୍ଟ ରବିବାର ଦିନ ଉଦ୍‌ଘାଟିତ ହୋଇଯାଇଛି । ପ୍ରଥମ ଦିନର ଖେଳ ବିଲେଇସର୍ଡା ଓ ଭବାନୀପାଟଣା ମଧ୍ୟରେ ହୋଇଥିଲା । ନିର୍ଦ୍ଧାରିତ ସମୟ ସୁଦ୍ଧା କେହି କାହାରିକୁ ଗୋଲ ଦେଇ ନ ପାରିବାରୁ ଟ୍ରାଇବ୍ରେକରର ସାହାଯ୍ୟ ନିଆଯାଇଥିଲା ।
Read More...

ଧନୁଯାତ୍ରା ମହୋତ୍ସବରେ ୪୭ ୟୁନିଟ୍ ରକ୍ତ ସଂଗୃହୀତ

ବରଗଡ, (ନିରୋଜ କୁମାର ପାଣୀ) : ୧୩ତମ ବିରାଟ ଧନୁଯାତ୍ରା ମହୋତ୍ସବ -୨୦୨୩ ଲେଲେହରଠାରେ ଧନୁଯାତ୍ରା ମହୋତ୍ସବ କମିଟି ଓ ନିଷ୍ଠା ପରିବାରର ମିଳିତ ଆନୁକୁଲ୍ୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଭଟଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୪୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣତୁରନ୍ତ ସମାଧାନ ହେଲା ୦୧ ଗୋଟି ଅଭିଯୋଗ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ
Read More...

ଆଦର୍ଶ ଶିକ୍ଷୟିତ୍ରୀଙ୍କ ସ୍ମୃତିଚାରଣ ସଭା ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସ୍ଥାନୀୟ ଡେଲାଙ୍ଗ କୋଠବାଡ ଗ୍ରାମ ପଞ୍ଚାୟତ ଅଧୀନ ରାମଚନ୍ଦ୍ରପୁର ଗାଁର ଦିବଂଗତ ଶିକ୍ଷକ ବାଲୁଙ୍କେଶ୍ୱର ସାମନ୍ତରାୟଙ୍କ ପତ୍ନୀ ଶିକ୍ଷୟିତ୍ରୀ ଦ୍ରୌପଦୀ ମହାପାତ୍ରଙ୍କ ଏକାଦଶାହ କାର୍ଯ୍ୟକ୍ରମ ଅବସରରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି ।
Read More...