Monthly Archives

February 2023

ଲାଞ୍ଚ ନେବା ବେଳେ ଆଡିସିନାଲ ପୋଷ୍ଟମାଷ୍ଟର ବିଶ୍ଵରଞ୍ଜନ ବେହେରାଙ୍କୁ ଗିରଫ କଲା ସିବିଆଇ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଞ୍ଚ ନେବା ବେଳେ ଆଡିସିନାଲ ପୋଷ୍ଟମାଷ୍ଟର ବିଶ୍ଵରଞ୍ଜନ ବେହେରାଙ୍କୁ ଗିରଫ କରିଛି ସିବିଆଇ । ସେ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ତାଙ୍କୁ ସିବିଆଇ ଗିରଫ କରିଥିବା ଜଣାପଡିଛି । ରାଉରକେଲା ମୁଖ୍ୟ ଡାକଘରେ ସିବିଆଇର ୧୦ ଜଣିଆ ଟିମ୍‌ର ଚଢ଼ାଉ ଚାଲିଥିବା
Read More...

ଟିଟିଲାଗଡ ଡିଏଭି ମହାବିଦ୍ୟାଳୟର ୫୫ତମ ବାର୍ଷିକୋତ୍ସବ ଓ ମୋ’ ଫେଷ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଡିଏଭି ମହାବିଦ୍ୟାଳୟର ୫୫ତମ ବାର୍ଷିକୋତ୍ସବ ସମାରୋହ ରବିବାର ଦିନ ସକାଳ ୧୧ଟା ସମୟରେ ସ୍ଥାନୀୟ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ସମ୍ମାନିତ ଅତିଥି
Read More...

ଶାନ୍ତିନିକେତନ ଉଚ୍ଚ ବିଦ୍ୟାଳୟ ବିନ୍ଧାପାଲିରେ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୁଜା ଗ୍ରାମ ପଂଚାୟତ ଶାନ୍ତିନିକେତନ ଉଚ୍ଚ ବିଦ୍ୟାଳୟ ବିନ୍ଧାପାଲିଠାରେ ୨୦୦୬ ମ୍ୟାଟ୍ରିକ ବ୍ୟାଚର ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ସଭାର ଆୟୋଜନ ହୋଇଥିଲା । ମଂଚାସୀନ ଥିଲେ
Read More...

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ଅଧ୍ୟାପକ ଓ କର୍ମଚାରୀ ନିଯୁକ୍ତି ଦାବୀରେ ଏଆଇଡିଏସ୍‌ଓ ପକ୍ଷରୁ ବିକ୍ଷୋଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ଅଧ୍ୟାପକ ଓ କର୍ମଚାରୀ ନିଯୁକ୍ତି ଦାବୀରେ ଏଆଇଡିଏସ୍‌ଓ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କମିଟି ପକ୍ଷରୁ କୁହାଯାଇଛି ଯେ, ରାଜେନ୍ଦ୍ର କଲେଜକୁ ବିଶ୍ୱ ବିଦ୍ୟାଳୟରେ ପରିଣତ କରିବାର ତିନି ବର୍ଷ ପୂର୍ତ୍ତି ହେବାକୁ
Read More...

ରାଷ୍ଟ୍ରୀୟ ସମ୍ମିଳନୀରେ ବିରଞ୍ଚି ଦାଶ ରକ୍ତନାୟକ ଭାବେ ସମ୍ବର୍ଦ୍ଧିତ

ତୁରେକେଲା, (କୈଳାସ ସଗ୍ରିଆ) : ବିଶ୍ୱ ବେସରକାରୀ ସଂଗଠନ ଦିବସ ଅବସରରେ ହରିୟାଣା ରାଜ୍ୟର କର୍ଣ୍ଣାଲର ଡ.ମଙ୍ଗଳ ସେନ ଅଡିଟୋରିୟମଠାରେ ସ୍ୱଇଚ୍ଛାରେ ରକ୍ତଦାନ ଉପରେ ନିଫା ଆନ୍ତର୍ଜାତୀୟ ସଂସ୍ଥା ଦ୍ୱାରା ଦୁଇ ଦିବସୀୟ ରାଷ୍ଟ୍ରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ନିଫା ସଂସ୍ଥା ତରଫରୁ ସାରା
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୦ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ୦୪ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ
Read More...

କୋଟଗଡ ଶିଶୁ ମଙ୍ଗଳ ସମିତିର ଭ୍ରାମ୍ୟମାଣ ଅଦାଲତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଶିଶୁ ମଙ୍ଗଳ ସମିତି, ଶିଶୁ ସୁରକ୍ଷା କମିଟି କନ୍ଧମାଳ, ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ କୋଟଗଡ ଓ ସାହାରା ସ୍ୱେଛାସେବୀ ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ କୋଟଗଡ ପଞ୍ଚାୟତ ସମିତି ସଭାଗୃହରେ ସେବା ଓ ଯନ୍ତ୍ର ଆବଶ୍ୟକ କରୁଥିବା ଶିଶୁମାନଙ୍କ
Read More...

ଆଶା କର୍ମୀ ସଂଘ ତରଫରୁ ଜିଲ୍ଲାପାଳ ଅଫିସ ଘେରାଓ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନିଖିଳ ଓଡିଶା ଆଶା କର୍ମୀ ସଂଘ ବଲାଙ୍ଗିର ଜିଲ୍ଲା ତରଫରୁ ୧୨ ଦଫା ସମ୍ବଳିତ ଦାବୀ ନେଇ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ହଜାର ହଜାର ଆଶାକର୍ମୀ ଗାନ୍ଧିନଗରପଡା ଛକଠାରୁ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କଲାପରେ ଜିଲ୍ଲାପାଳଙ୍କ
Read More...

ବାଲିଗୁଡାରେ ପଞ୍ଚୁଦଣ୍ଡ ପରିଚାଳନା କମିଟିର କର୍ମକର୍ତ୍ତା ନିର୍ବାଚନ : ଏପ୍ରିଲ ୯ରେ ତେରଶମ୍ଭୁ ମିଳନ ପାଇଁ ନିଷ୍ପତ୍ତି

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ପଞ୍ଚୁଦଣ୍ଡ ପରିଚାଳନା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କମିଟିର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି । ଏଥିରେ ସର୍ବସମ୍ମତି କ୍ରମେ ସଭାପତି ଭାବେ ରାଜ କିଶୋର ଦାସ, ଉପସଭାପତି ବଂଶୀଧର ପଣ୍ଡା,
Read More...

ବଲାଙ୍ଗିର ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂହ ଓ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ ପଂଚାୟତ ସମିତି…

ଆଗଲପୁର, (କେପିଏନ୍‌ଏସ୍‌) : ଆଜି ବିଧାୟକ ତଥା ବଲାଙ୍ଗିର ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂହ ଓ ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା ଆଗଲପୁର ବ୍ଲକ ଅନ୍ତର୍ଗତ ରୋଥରେ ଥିବା ପଂଚାୟତ ସମିତି କଲେଜ ପରିଦର୍ଶନ କରିଛନ୍ତି । ଏହି ପରିଦର୍ଶନ ସମୟରେ କଲେଜର ଉନ୍ନତିକରଣ ପାଇଁ ସରକାରୀ
Read More...