Monthly Archives

February 2023

ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷରେ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟଗୁଡିକର ପ୍ରଧାନ ଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ…

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ବୌଦ୍ଧ ଜିଲ୍ଲାର ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟକ୍ରମର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଦିନ ୧୧ ଘଣ୍ଟା ସମୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।…
Read More...

ଆଗ ଥଇଥାନ ପରେ ଉଚ୍ଛେଦକୁ ପାଳନ କଲା ବଲାଙ୍ଗିର ପୌର ପରିଷଦ

ଜାଗା ମିଶନ ଜରିଆରେ ୧୬ଟି ପରିବାରଙ୍କୁ ପଟ୍ଟା ବଣ୍ଟନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋକଙ୍କୁ ବାସହୀନ, ଆଶ୍ରାହୀନ ଓ ଅସହାୟ କରି ଛାଡିଦେଇ ଧ୍ୱଂସସ୍ତୁପ ଉପରେ ବିକାଶ ଆମର ଲକ୍ଷ ନୁହେଁ । ବଲାଙ୍ଗିରର ସବୁ ବର୍ଗର ଲୋକଙ୍କୁ ନେଇ ବିସ୍ଥାପନ ପୂର୍ବରୁ ଉଚିତ ଥଇଥାନ କରି ବିକାଶ କରିବା…
Read More...

ଧର୍ମ ପରାୟଣା ମହିଳାଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରାମଜୀପଡ଼ା ନିବାସୀ ଅଚ୍ୟୁତାନନ୍ଦ ଗୁରୁଙ୍କ ଧର୍ମପତ୍ନୀ ନନ୍ଦିନୀ ଦେବୀ ଗୁରୁଙ୍କ ତା.୧୦.୦୨.୨୦୨୩ ସକାଳେ ୭୮ବର୍ଷ ବୟସରେ ପରଲୋକ ହୋଇଯାଇଛି । ମୃତ୍ୟୁ ସମୟରେ ତାଙ୍କ ନିକଟରେ ପୁଅ ଏସଡ଼ିପିଓ ବୌଦ୍ଧ ଆନନ୍ଦ ଗୁରୁ, ବୋହୂ ମଞ୍ଜୁ ଗୁରୁ, ୨ ଝିଅ ଆରତୀ…
Read More...

ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ କୁଡାସିଂହା ଗ୍ରାମରେ ବୁଢାଡଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଡାସିଂହାରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ବିଦାଳୟର ଅଧ୍ୟକ୍ଷ ଛବିଳ ବଗର୍ତ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ ସଭାରେ ବଲାଙ୍ଗିର ବ୍ଲକ…
Read More...

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ତରଭା ବ୍ଲକ ଅତାସିଂହା ସ୍ଥିତ କସ୍ତୁରବା ଗାନ୍ଧୀ ଆବାସିକ ବିଦ୍ୟାଳୟରେ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଆନ୍ତର୍ଜାତୀୟ କରାଟେ ସ୍ୱର୍ଣ୍ଣ ପଦକ ବିଜେତା ତଥା ସେଲ୍ଫ ଡିଫେନ୍ସ ଏକ୍ସପାର୍ଟ ଅସୀମ କୁମାର ଭୋଇ…
Read More...

ଜୁରାବନ୍ଧରେ ବସ୍ତ୍ରେନ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଯୁରାବନ୍ଧ ଚାମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜୁରାବନ୍ଧ ପଞ୍ଚାୟତ ସଦରଠାରେ ଥିବା ଖେଳ ପଡିଆ ଠାରେ ୮ତମ ଷ୍ଟାର ସ୍ପୋର୍ଟସ ଏସୋସିଏସନ୍‌ ପକ୍ଷରୁ ମା' ବସ୍ତ୍ରେନ ଫୁଟବଲ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି…
Read More...

କୁଡାସିଂହାରେ ସୁନ୍ଦରାକାଣ୍ଡ ପାରାୟଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ କୁଡାସିଂହା ଗ୍ରାମରେ ଆଦିତ୍ୟ ବାହିନୀ ଓ ଆନନ୍ଦ ବାହିନୀ ଆନୁକୂଲ୍ୟରେ ତୁଳସୀ ରାମାୟଣର ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ବିଭୁଷିତ ପୂଜ୍ୟପାଦ ଶଙ୍କରାଚାର୍ଯ୍ୟ ପୁରୀ ଗୋବର୍ଦ୍ଧନ ପୀଠାଧିଶ୍ୱର ଶ୍ରୀ ଶ୍ରୀ…
Read More...

ରେଡକ୍ରସ୍‌ ପରାମର୍ଶଦାତା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଠଗାଁ ହାଇସ୍କୁଲ ଠାରେ ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ୍‌ ପରାମର୍ଶଦାତାମାନଙ୍କ ତ୍ରିଦିବସୀୟ ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନ…
Read More...

ଖପ୍ରାଖୋଲରେ ବାତଜ୍ଵର ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ନିଜେ ଔଷଧ ଖାଇ ଆରମ୍ଭ କଲେ ମେଡିକାଲ ଅଫିସର ଖପ୍ରାଖୋଲ, (ଅଶୋକ ବାଗ) : ସରକାର ସାରା ରାଜ୍ୟରେ ବାତଜ୍ଵର ବା ଫାଇଲେରିଆ ନିରାକରଣ ପାଇଁ ଅଭିଯାନ ଆରମ୍ଭ କରିଛନ୍ତି । ଏହି ଅବସରରେ ଖପ୍ରାଖୋଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଠାରେ ବାତଜ୍ଵର ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି…
Read More...

ବଲାଙ୍ଗିରରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ବଲାଙ୍ଗିର ଜିଲ୍ଲା ଆଇନ ସେବା ପ୍ରାଧିକରଣର ଭାରପ୍ରାପ୍ତ ଅଧ୍ୟକ୍ଷ ତଥା ନ୍ୟାୟାଧିଶ ଭିଜିଲାନ୍ସ ନ୍ୟାୟାଳୟ, ବଲାଙ୍ଗିର ଆନନ୍ଦ ନାରାୟଣ ମହାରଣାଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର ଜିଲ୍ଲା ସମେତ ଜିଲ୍ଲାରେ ଥିବା ସମସ୍ତ…
Read More...