Monthly Archives

February 2023

ଭବାନୀପାଟଣା ଠାରେ ତୃତୀୟ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗତକାଲି ତୃତୀୟ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଧର୍ମଗଡ ବିଧାୟକ ମୌଶଧି ବାଗ, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର
Read More...

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରାଜ୍ୟରେ କୃଷି ଓ କୃଷକଙ୍କୁ ଶସକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରତି ଜିଲ୍ଲାରେ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ କରିବା ଉପରେ ପଦକ୍ଷେପ ନେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ସହରର ରୟାଲ ପଡିଆଠାରେ ଜିଲ୍ଲା କୃଷି ବିଭାଗ
Read More...

ସଂଜୟ କୁମାର ମିଶ୍ରଙ୍କ କୋଶଲୀ କଥାନି ‘ମିଛ ବାଗିର ସତ କଥାନି’ ଉନ୍ମୋଚିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କୋଶଲୀ ଭାଷାରେ ଲୌକିକ ଶବ୍ଦରାଜିର ପ୍ରୟୋଗରେ ସଂଜୟ କୁମାର ମିଶ୍ରଙ୍କ ଗଳ୍ପ ସବୁ ବେଶ୍‌ ଚମତ୍କାର ହୋଇଛି । ଏହା କୋଶଲୀ ଭାଷା ସାହିତ୍ୟ ଜଗତକୁ ଋଦ୍ଧିମନ୍ତ କରିବ ବୋଲି ଆଜି ସଂଜୟ କୁମାର ମିଶ୍ରଙ୍କ କୋଶଲୀ କଥାନି 'ମିଛ ବାଗିର ସତ କଥାନି'ର ଉନ୍ମୋଚନ ଅବସରରେ
Read More...

ବରଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ବିଜେତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ବ୍ଲକସ୍ତରୀୟ ବିଜେତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ, ବରଗଡ଼ ଶ୍ରୀମତୀ ସେବାଶ୍ରୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ ଅତିରିକ୍ତ ଜିଲ୍ଲା ଶିକ୍ଷା
Read More...

ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲର ସ୍ତ୍ରୀ ଓ ପ୍ରସୂତୀ ବିଭାଗ ଫାଟକରେ ତାଲା

ଭିତରକୁ ଯାଇପାରିଲାନି ଆମ୍ବୁଲାନ୍ସଷ୍ଟ୍ରେଚରରେ ବୁହା ହେଲେ ପ୍ରସୂତୀ ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଭିନ୍ନ ସମୟରେ ଅବ୍ୟବସ୍ଥାକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍‌ପିଟାଲ ବିରୋଧରେ ଆଜି ଆଉ ଏକ ଗୁରୁତର ଅଭିଯୋଗ ଆସିଛି । ଡାକ୍ତରଖାନାର
Read More...

ସିମନବାଡ଼ି-ସିକକେତା ରାସ୍ତା ସଂପ୍ରସାରଣ କାର୍ଯ୍ୟ ବିଳମ୍ବ ଅଭିଯୋଗ : ବିଭାଗ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର ସିମନବାଡ଼ିଠାରୁ ସିକକେତା ପର୍ଯ୍ୟନ୍ତ ପ୍ରାୟ ୧୫ କି.ମି. ରାସ୍ତା ସଂପ୍ରସାରଣ କାର୍ଯ୍ୟ ଚାଲିଛି । ତେବେ କଚ୍ଛପ ଗତିରେ ଏହି କାର୍ଯ୍ୟ ହେଉଥିବା ବେଳେ ଉକ୍ତ ରାସ୍ତା ଦେଇ
Read More...

ଲାୟନ୍ସ ଭୋକେସନାଲ୍‌ ପବ୍ଲିକ ସ୍କୁଲରେ ବାର୍ଷିକ କ୍ରୀଡା ଉତ୍ସବ

ପାଟଣାଗଡ଼, (ସଦାଶିବ ସରାଫ) : ପାଟଣାଗଡ଼ ସ୍ଥିତ ସର୍ବପୁରାତନ ଘରୋଇ ସ୍କୁଲ ଲାୟନ୍ସ ଭୋକେସନାଲ୍‌ ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡା ଉତ୍ସବ ଦୁଇଦିନ ଧରି ଉତ୍ସାହ ଉଦ୍ଦୀପନାରେ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡା ଉତ୍ସବକୁ ପ୍ରଥମ ଦିନରେ ସ୍କୁଲର ସଭାପତି ତଥା ଲାୟନ୍ସ କ୍ଲବର
Read More...

ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ଓଲଟିଲା ବସ୍

ବୌଦ୍ଧ : ବୌଦ୍ଧ ଜିଲ୍ଲା ଚାରିଛକ ନିକଟସ୍ଥ ମାର୍ଡିଙ୍ଗ ଠାରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ଓଲଟିଲା ବସ୍ । ବିବାହ ପାଇଁ କନ୍ୟା ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ତେବେ ଦୁର୍ଘଟଣାରେ କନ୍ୟା ସମେତ ୨୫ ଜଣ ଯାତ୍ରୀ ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୨ ମୃତ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ୫୩ ନମ୍ବର ଜାତୀୟ ରାଜପଥର ମୁଣ୍ଡେଇଲ ଗ୍ରାମ ଛକ ନିକଟରେ ବାଇକ୍‌-ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ପରଜଙ୍ଗ ଥାନା କନ୍ତୋର ଗ୍ରାମର ମାମୁଦ ସାହୁ ଓ ଅନ୍ୟ
Read More...

ମାଲପଡା ନାଗରିକ କମିଟିର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ନାଗରିକ କମିଟିର ମାସକିଆ ବୈଠକ ମାଲପଡାଠାରେ ସଭାପତି ଯୁଧିଷ୍ଠିର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ମାଲପଡାର ବିଭିନ୍ନ ସମସ୍ୟା ଓ ଉନ୍ନତିକରଣ ସମ୍ବନ୍ଧରେ ଆଗତ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା । ଆଲୋଚିତ ବିଷୟଗୁଡିକ
Read More...