Monthly Archives

February 2023

ପାରିବାରିକ କଳହର କରୁଣ ପରିଣତି : ସ୍ଵାମୀର କାତି ଚୋଟରେ ସ୍ତ୍ରୀ ଓ ଶଳା ଗୁରୁତର

ସୋର : ପାରିବାରିକ କଳହର କରୁଣ ପରିଣତି । ସ୍ଵାମୀର କାତି ଚୋଟରେ ସ୍ତ୍ରୀ ଓ ଶଳା ଗୁରୁତର । ସୂଚନାନୁଯାୟୀ, ତୁଣ୍ଡୁପଡା ଗ୍ରାମର ବସନ୍ତ ସାହୁ ଘରୋଇ କଳହକୁ କେନ୍ଦ୍ର କରି ଉତ୍ତ୍ୟକ୍ତ ହୋଇ ଏକ କାତିରେ ସ୍ତ୍ରୀ ଭାରତୀ ସାହୁ (୪୫ ବର୍ଷ) ଓ ଶଳା ଅନ୍ତର୍ଯ୍ୟାମୀ ସାହୁଙ୍କୁ ଆକ୍ରମଣ କରିଥିଲେ ।
Read More...

ଆଜିଠାରୁ ଓଜେଇଇ ଆବେଦନ

ଭୁବନେଶ୍ୱର : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୩ ପାଇଁ ଶୁକ୍ରବାରଠାରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେବ । ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ । ତେବେ ଓଜେଇଇ ପରୀକ୍ଷା ପାଇଁ ନିର୍ଦ୍ଦିଷ୍ଟ ତାରିଖ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ମେ' ପ୍ରଥମ କିମ୍ବା ୨ୟ ସପ୍ତାହ ମଧ୍ୟରେ
Read More...

ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଚିହ୍ନଟ ଶିବିର

ଦିବ୍ୟାଙ୍ଗମାନେ ସରକାରୀ ଯୋଜନାରେ ସାମିଲ ହେବାକୁ ଆହ୍ୱାନ ଖପ୍ରାଖୋଲ, (ଅଶୋକ ବାଗ) : ଦିବ୍ୟାଙ୍ଗ ସନ୍ତାନମାନଙ୍କୁ ଉପଯୁକ୍ତ ଲାଳନ ପାଳନ କରିବା ସହିତ ସେମାନଙ୍କୁ ସ୍ନେହ, ଶ୍ରଦ୍ଧା ଦେବା ଉଚିତ । ସେମାନଙ୍କ ମୁହଁରେ ହସ ଫୁଟାଇବା ସହିତ ସେମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଆମ
Read More...

ମହାଶକ୍ତି ଫାଉଣ୍ଡେସନ ତରଫରୁ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ତ୍ରି-ଦିବସୀୟ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ…

କଳାହାଣ୍ଡି, (ପି.କେ.ସାହୁ) : ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ତଥା ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ବମକ୍‌, ସାଇଦାଲଙ୍ଗା ଓ ଅଲାତରା ଗ୍ରାମ
Read More...

ଭାଗବତ ପାରାୟଣ ସପ୍ତାହ ଉଦ୍‌ଯାପିତ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ଗ୍ରାମର ଏକାଦଶୀ କମିଟି ପକ୍ଷରୁ ସ୍ଥାନୀୟ ପ୍ରହରୀ ମଣ୍ଡପଠାରେ ଗତ ସପ୍ତାହଧରି ଚାଲିଥିବା ଭାଗବତ ପାରାୟଣ ସପ୍ତାହ ଉଦ୍‌ଯାପିତ ହୋଇଯାଇଛି । ଏହି ଅବସରରେ ଅଧିବାସ ଏବଂ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା । ଏଥିରେ ଗ୍ରାମର ଶତାଧିକ ମହିଳା ସାମିଲ ହୋଇଥିଲେ
Read More...

ଜାତୀୟ ନାଟ୍ୟ ପ୍ରତିଯୋଗିତା ନିମନ୍ତେ ବ୍ରହ୍ମପୁର କଳାକାରଙ୍କ ଝାଡଖଣ୍ଡ ଗସ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଝାଡଖଣ୍ଡ ରାଜ୍ୟର ଗିରିଢ଼ିହ ଠାରେ କଳା ସଙ୍ଗମ ଅନୁଷ୍ଠାନ ଦ୍ଵାରା ଆୟୋଜିତ ଜାତୀୟସ୍ତରୀୟ ବହୁଭାଷୀ ନାଟକ ଓ ନୃତ୍ୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଶାଶ୍ଵତୀ ଅନୁଷ୍ଠାନ ବ୍ରହ୍ମପୁରର ୧୦ ଜଣ କଳାକାର ଯାତ୍ରା କରିଛନ୍ତି । ନାଟ୍ୟକାର ରବି ନାରାୟଣ
Read More...

ସାହାଜବାହାଲ କଲେଜର ନୂଆ ପରିଚାଳନା ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଦର ବ୍ଲକ ସାହାଜବାହାଲ ଜଗନ୍ନାଥ ଡିଗ୍ରି କଲେଜର ନୂତନ ପରିଚାଳନା କମଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ରାମଶରଣ ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନୂତନ ସଭ୍ୟମାନେ ଯୋଗଦେଇଥିଲେ । କଲେଜ ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ଭୋଇ କଲେଜର ବିଭିନ୍ନ
Read More...

ଆଦର୍ଶ ପାଠାଗାରର ନବମ ସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୨୮ତମ ପୁସ୍ତକ ମେଳାର ନବମ ସଂଧ୍ୟାରେ ସମ୍ବାଦ ସାହିତ୍ୟ ଘର ତରଫରୁ ସାହିତ୍ୟ ଚର୍ଚ୍ଚା ଓ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଆଲୋକ ମଲ୍ଲିକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆରଏସପିର ମହାପ୍ରବନ୍ଧକ ବିଜୟ
Read More...

ଫାଇଲେରିଆ ନିରାକରଣ ଅଭିଯାନ

ଲାଠୋର : ଲାଠୋରରେ ଫାଇଲେରିଆ ନିରାକରଣ ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଘରକୁ ଘର ବୁଲି ଆଶାକର୍ମୀମାନେ ଫାଇଲେରିଆ ନିରାକରଣ ଉପରେ ଲୋକଙ୍କୁ ସଚେତନତା କରୁଥିବା ଦେଖିବାକୁ ମିଳିଛି । ୧୦ରୁ ୧୯ ତାରିଖ ପର୍ଯ୍ୟନ୍ତ ଆଶାକର୍ମୀ ଓ ଅଙ୍ଗନୱାଡି କର୍ମୀମାନେ ସମସ୍ତଙ୍କୁ
Read More...

କବି ଶ୍ରୀମତୀ ଶୁଚିସ୍ମିତା ପଣ୍ଡାଙ୍କୁ ଓଡିଶା ରତ୍ନ ଓ ଜିଲ୍ଲା ରତ୍ନ ପୁରସ୍କାର

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଫର୍ଟିଲାଇଜର ଟାଉନସିପର ବିଶିଷ୍ଟ ନାରୀ କବି ଶ୍ରୀମତୀ ଶୁଚିସ୍ମିତା ପଣ୍ଡାଙ୍କୁ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗର ଓଡିଶା ସଂସ୍କୃତି କଳା ଏକାଡେମୀ ଓ ସଙ୍ଗୀତ ମୂର୍ଚ୍ଛନା ତରଫରୁ ଆୟୋଜିତ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା
Read More...