Monthly Archives

February 2023

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସ୍ମୃତି ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା : ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ସ୍ମୃତି ସଭାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରସୁଗୁଡ଼ା ସରବାହାଲ ଠାରେ ଗତକାଲି ଅନୁଷ୍ଠିତ ହୋଇଥିବା ସ୍ମୃତି ସଭାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଦିବଙ୍ଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହା ସହ ନବ ଦାସଙ୍କ ପତ୍ନୀ,
Read More...

ଯାଜପୁର ଜିଲ୍ଲାରେ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଜପୁର ଜିଲ୍ଲାରେ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟନ କରିଛନ୍ତି । ଏହି ମେଳାରେ ମହିଳା କୃଷି ଉଦ୍ୟୋଗୀଙ୍କୁ ଯନ୍ତ୍ରପାତି କ୍ରୟରେ ୭୫% ପର୍ଯ୍ୟନ୍ତ ରିହାତି ମିଳିବ । ସ୍ୱଳ୍ପ ଖର୍ଚ୍ଚରେ ଅତ୍ୟାଧୁନିକ ଜ୍ଞାନ କୌଶଳ ବ୍ୟବହାର
Read More...

ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଫଟୋ ତଥା ଲାଇଭ୍ କମନ୍ ଫିଡ୍ ପ୍ରଦାନ ନିମନ୍ତେ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଫଟୋ ତଥା ଲାଇଭ୍ କମନ୍ ଫିଡ୍ ପ୍ରଦାନ ନିମନ୍ତେ ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱରରେ ୧୦ ତାରିଖ ଜ୍ଞାନପ୍ରଭା ମିଶନ କାର୍ଯ୍ୟକ୍ରମ, ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ୧୧
Read More...

ଦୁର୍ଘଟଣାରେ ପରିବାରର ୩ ଜଣଙ୍କ ମୃତ୍ୟୁ, ଜୀବନ ସହ ସଂଗ୍ରାମ କରୁଛି ୧୫ ମାସର ଶିଶୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଓଗାଁ ରାସ୍ତା ସିନ୍‌ଖମନ ଛକ ନିକଟରେ ଘଟିଥିବା ସଡକ ଦୁର୍ଘଟଣାରେ ଗୋଟିଏ ପରିବାରର ଦୁର୍ଘଟଣାରେ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜୀବନ ସହ ସଂଗ୍ରାମ କରୁଛି ୧୫ ମାସର ଶିଶୁ । ସଂପୂର୍ଣ୍ଣ ଛାରଖାର ହୋଇଗଲା ଗୋଟିଏ ପରିବାର । ଦୁର୍ଘଟଣାସ୍ଥଳରେ ହିିଁ
Read More...

ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ : ୨ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ,…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିନକୁ ଦିନ ବଲାଙ୍ଗିର ସହରରେ ଖୋଲମ୍‌ଖୋଲା ଗୁଣ୍ଡାରାଜ ବଢ଼ି ଚାଲିଥିବା ବେଳେ କ୍ରାଇମ୍‌ ଥମିବାର ନାଁ ନେଉନାହିଁ । ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ ଆଜି ସଂଧ୍ୟାରେ ଦେଖିବାକୁ ମିଳିଛି । ଯୁକ୍ତତିନି ପ୍ରଥମ
Read More...

ଯୁଗ୍ମ ପ୍ରବେଶିକା ପରୀକ୍ଷାରେ ଆଦର୍ଶ ବିଦ୍ୟାଳୟର ସଫଳତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ବର୍ଷ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ପରିଚାଳିତ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମୁଖ୍ୟ)ର ରେଜଲ୍ଟ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ହାସଲ କରିଛନ୍ତି । ଓଡିଶା ଆଦର୍ଶ
Read More...

ହରିଶଙ୍କର ରେଞ୍ଜର କର୍ମଚାରୀଙ୍କ ଦ୍ୱାରା ନାଗସାପ ଉଦ୍ଧାର

ଖପ୍ରାଖୋଲ, (ଅଶୋକ ବାଗ) : ହରିଶଙ୍କର ରେଞ୍ଜର କର୍ମଚାରୀମାନେ ଖପ୍ରାଖୋଲର ଓଏଭିଏସ୍‌ ନିକଟରେ ଏକ ଭାରତୀୟ ନାଗସାପକୁ ଉଦ୍ଧାର କରିଥିଲେ । ଏହି ସାପକୁ ୱାଇଲ୍ଡ ଲାଇଫ ପ୍ରୋଟେକ୍ସନ ସ୍କ୍ୱାଡ଼ ନୃପରାଜ ଠାକୁର, ଚାଉଲବାଞ୍ଜୀ ଭିଏସଏସର ଗ୍ରାମବାସୀଙ୍କ ସହ ଉଦ୍ଧାର କରିଥିବା ବେଳେ ଉଦ୍ଧାର ହୋଇଥିବା
Read More...

ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ଏପ୍ରିଲ ୦୧ରୁ ୦୭ ପର୍ଯ୍ୟନ୍ତ ପାଳନ ହେବ ଶୂନ ଦୁର୍ଘଟଣାଜନିତ ମୃତାହତ ସପ୍ତାହଏନ୍ଫୋର୍ସମେଣ୍ଟକୁ ଅଧିକ ଜୋର୍‌ଦାର୍‌ ତଥା କଡାକଡି କରିବା ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ
Read More...

କୋଶଳ କଳାମଣ୍ଡଳ ପଡିଆରେ ଆରମ୍ଭ ହୋଇଛି ସ୍ୱଦେଶୀ ଖଦୀ ମହୋତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର କୋଶଳ କଳାମଣ୍ଡଳ ପଡିଆରେ ଆରମ୍ଭ ହୋଇଛି ସ୍ୱଦେଶୀ ଖଦୀ ମହୋତ୍ସବ । ଏହାକୁ ଉଦ୍‌ଘାଟନ କରିଛନ୍ତି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର । ଜାତିର ଜନକ ମହାତ୍ମାଗାନ୍ଧୀଙ୍କ ସ୍ୱଦେଶୀ ଆନ୍ଦୋଳନର ମୂଳ ଥିଲା ଖଦୀ । ଲୋକଙ୍କ ଭିତରେ ସ୍ୱଦେଶୀ ବସ୍ତ୍ରକୁ ଅଧିକ
Read More...

ଓଡିଶା ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘର ସାଧାରଣ ସଭା ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ଅସ୍ଥାୟୀ କେନ୍ଦୁପତ୍ର କର୍ମଚାରୀ ସଂଘର ଏକ ସାଧାରଣ ସଭା ବଲାଙ୍ଗିର ସର୍କଲସ୍ତରୀୟ, ବଲାଙ୍ଗିର ସ୍ଥିତ ଯାଦବ ଭବନଠାରେ ଛବିଳ ସିଂ ଚିନ୍ଦା ଟିଟିଲାଗଡ ଡିଭିଜନ ସଭାପତି ଏବଂ ରବିନ୍ଦ୍ର ଦୁଆରି ବଲାଙ୍ଗିର ଡିଭିଜନ ସଭାପତିଙ୍କ ମିଳିତ ଆୟୋଜନ କ୍ରମେ
Read More...