Monthly Archives

February 2023

ବରପାଲିପଡାର କଫସିରଫ ବେପାରୀକୁ ଗିରଫ କଲା ବଲାଙ୍ଗିର ଟାଉନ ପୋଲିସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦିନକୁ ଦିନ ବଲାଙ୍ଗିର ସହରରେ କଫସିରଫ ଚୋରା ଚାଲାଣ ମାମଲା ବଢି ବଢି ଚାଲିଥିବା ବେଳେ ବଲାଙ୍ଗିର ଟାଉନ ପୋଲିସ ସହରର ବରପାଲିପଡା ଠାରେ ଚଢାଉ କରି ଦଫା-୨୭୪/୨୭୫ ଭା.ଦ.ଆରେ ଜଣେ ଯୁବକଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ୨୬ଟି ସିଲ ଥିବା ଏସକଫ କଫସିରଫ ବୋତଲ ଓ
Read More...

ଖପ୍ରାଖୋଲରେ ବୁଥ୍‌ ଲେଭେଲ୍‌ ଅଫିସରଙ୍କୁ ନେଇ ବ୍ଲକସ୍ତରୀୟ ବୈଠକ

ଆନ୍ତରିକତା ସହ କର୍ତ୍ତବ୍ୟ କରିବାକୁ ଆହ୍ୱାନ ଖପ୍ରାଖୋଲ, (ଅଶୋକ ବାଗ) : ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟର ନୂତନ ସଭାଗୃହଠାରେ ବୁଥ୍‌ ଲେଭେଲ୍‌ ଅଫିସରଙ୍କୁ ନେଇ ଏକ ବ୍ଲକସ୍ତରୀୟ ବୈଠକ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ବିକାଶ ବାର୍ଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ
Read More...

ୟୁନିଟି ଇନ୍ କ୍ରିଏଟିଭିଟିର ଗ୍ରାଣ୍ଡ ଫିନାଲେରେ ସମ୍ମାନିତ ହେଲେ ଶିଶିର କୁମାର ପାଣିଗ୍ରାହୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ୟୁନିଟି ଇନ୍ କ୍ରିଏଟିଭିଟିର ଗ୍ରାଣ୍ଡ ଫିନାଲେରେ ରାଜ୍ୟ ତଥା ଜାତୀୟ ସ୍ତରରେ ସମ୍ମାନିତ ହୋଇଛନ୍ତି ବରଗଡ ଜିଲ୍ଲା ପଦ୍ମପୁର ଜମଲାର ଶିଶିର କୁମାର ପାଣିଗ୍ରାହୀ । ସୂଚନାଯୋଗ୍ୟ ଯେ, ଆଜାଦି କା ଅମୃତ
Read More...

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବୈଠକ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କରୁଆମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଅଣ୍ଡାଲପୁରି ଗାଁରେ ବିଭିନ୍‌ନ୍ନ ସମସ୍ୟାର ସମାଧାନ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗାଁ ସ୍କୁଲରେ ପିଇବା ପାଣିର ସମସ୍ୟା, ଗାଁର ନଳକୂପ ଗୁଡ଼ିକରେ ଗୋଲିଆ ପାଣି
Read More...

ଜାମସରଠାରେ ସାଇକେଲକୁ ପଛପଟୁ ଧକ୍କା ଦେଲା ବାଇକ୍‌ : ୨ ଗୁରୁତର ବଲାଙ୍ଗିର ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର-ବରଗଡ ରାସ୍ତା ଜାମସରଠାରେ ଏକ ସଡକ ଦୁର୍ଘଟଣା ଘଟି ଦୁଇ ଜଣ ଗୁରୁତର ଅବସ୍ଥାରେ ଭୀମ ଭୋଇ ମେଡିକାଲ କଲେଜ ଓ ହସପିଟାଲଠାରେ ଭର୍ତ୍ତି ହୋଇଛନ୍ତି । ସୂଚନା ଅନୁସାରେ, ଟେଭାଡୁଙ୍ଗୁରୀର ବାଇକ୍‌ ଆରୋହୀ ସୂର୍ଯ୍ୟକାନ୍ତ ବରିହା ବଲାଙ୍ଗିରରୁ ଫେରୁଥିବା
Read More...

ରାମଚଣ୍ଡୀ ମନ୍ଦିରରେ ସପ୍ତ-ମହାଯଜ୍ଞ ଓ ନବଦିନାତ୍ମକ ଯଜ୍ଞାନୁଷ୍ଠାନ ମହୋତ୍ସବ ଆରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ନିକଟରେ ଅବସ୍ଥାପିତ ପୁରାଣ ପ୍ରସିଦ୍ଧ ଶକ୍ତିପୀଠ ମା' ରାମଚଣ୍ଡୀଙ୍କ ନୂତନ ମନ୍ଦିର, ପ୍ରାସାଦ ଏବଂ ପାର୍ଶ୍ଵ ଦେବା ଦେବୀଙ୍କ ମୂର୍ତ୍ତି ପ୍ରତିଷ୍ଠା ନିମନ୍ତେ ସପ୍ତ-ମହାଯଜ୍ଞ ଓ ନବଦିନାତ୍ମକ ଯଜ୍ଞାନୁଷ୍ଠାନ ମହୋତ୍ସବ ଆରମ୍ଭ ହୋଇଯାଇଛି ।
Read More...

ପ୍ରିନ୍ସ କ୍ଲବ୍ ପକ୍ଷରୁ ୬ଷ୍ଠ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ କୁତୁର୍ଲା ପଞ୍ଚାୟତ ଅନ୍ତର୍ଗତ ମୁରସିଂ ପ୍ରିନ୍ସ କ୍ଲବ୍ ପକ୍ଷରୁ ହୋଇ ଆସୁଥିବା ୬ଷ୍ଠ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ମଙ୍ଗଳବାର ଦିନ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ବ୍ଲକ ପୂର୍ବତନ ଅଧ୍ୟକ୍ଷ ଲକ୍ଷ୍ମଣ ମେହେର
Read More...

ବସୁଧୈବ କୁଟୁମ୍ବକମ୍‌ର ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଦ୍ୱାରା ଆୟୋଜିତ ୨୮ତମ ପୁସ୍ତକ ମେଳାର ୭ମ ଦିବସରେ ପ୍ରଥମ ଅଧିବେଶନ ସହରର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମ୍ ଆୟୋଜନ କରିଥିଲା ସାହିତ୍ୟ ଆଲୋଚନା ଓ କବିତା ପାଠୋତ୍ସବ । ଏହି ଆଲୋଚନା ସଭାରେ ମୁଖ୍ୟ ଅତିଥି ଭାବେ
Read More...

ପଞ୍ଚସଖା ଜଳ ବିଭାଜିକା କମିଟି ତରଫରୁ ଚାଷୀ ସମାବେଶ ଆୟୋଜିତ

ବଲାଙ୍ଗିର, (କେପିଏନ୍ଏସ୍‌) : ଆଜି ପଞ୍ଚସଖା ଜଳ ବିଭାଜିକା କମିଟି ଭାଲୁଜୁରି, ଭାଲୁପିଟା, ରେଙ୍ଗଟାସିଲ, ମୁଦଘାଟ ଓ ମସିଣାଛାପର ତରଫରୁ ଚାଷୀମାନଙ୍କୁ ନେଇ ଏକ ଚାଷୀ ସମାବେଶ ଆୟୋଜିତ ହୋଇଯାଇଛି । ଏଥିରେ ଧୁବଲପଡା ସରପଞ୍ଚ ଶ୍ରୀମତୀ କସ୍ତୁରୀ ଭୋଇ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଚାଷୀମାନଙ୍କୁ
Read More...

ସି.କେ. ନାଇଡୁ ଟ୍ରଫି : ଓଡିଶା – ମେଘାଳୟ ମ୍ୟାଚ୍‌, ଓଡିଶା ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା କ୍ରିକେଟ ଏସୋସିଏସନ ଓ ଜିଲ୍ଲା କ୍ରୀଡା ସଂସଦ ବଲାଙ୍ଗିର ଆନୁକୂଲ୍ୟରେ ଆୟୋଜିତ ଓଡିଶା ବନାମ ମେଘାଳୟ ସି.କେ. ନାଇଡୁ ଟ୍ରଫି କ୍ରିକେଟ ମ୍ୟାଚ୍‌ ଆଜି ଉଦ୍‌ଯାପିତ ହୋଇଯାଇଛି । ସଂସଦର ସାଧାରଣ ସଂପାଦକ ହରିନାରାୟଣ ପୁଜାରୀଙ୍କ ତତ୍ତ୍ୱାବଧାନ ଓ ଉପସଭାପତି
Read More...