Monthly Archives

February 2023

ବଲାଙ୍ଗିର ବରିଷ୍ଠ ନାଗରିକ ମଂଚର ସ୍ୱାସ୍ଥ୍ୟ ପରୀକ୍ଷା କ୍ୟାମ୍ପ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ସ୍ୱାସ୍ଥ୍ୟ ପରୀକ୍ଷା କେନ୍ଦ୍ର ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଆଉଟଡୋର କ୍ୟାମ୍ପସରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୫୦ ଜଣ ବରିଷ୍ଠ ନାଗରିକ ମଂଚର ସଭ୍ୟଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ହୋଇଥିଲା । ଏଣୁ ମେଡିକାଲ କଲେଜର
Read More...

ସ୍ୱତନ୍ତ୍ର ଟୀକାକରଣ ଅଭିଯାନ ନିମନ୍ତେ ଟାକ୍ସ ଫୋର୍ସ କମିଟି ବୈଠକ

ଫେବୃଆରୀ ୧୦ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଟୀକାକରଣ କାର୍ଯ୍ୟକ୍ରମ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ତରଭା ବୈଠକ ପ୍ରକୋଷ୍ଠରେ ସ୍ଵତନ୍ତ୍ର ଟୀକାକରଣ ଅଭିଯାନ ଓ ଜାତୀୟ କୃମିନାଶକ ଦିବସ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ
Read More...

ପୁସ୍ତକ ମେଳାର ସପ୍ତମ ସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ପକ୍ଷରୁ ଆୟୋଜିତ ୨୮ତମ ପୁସ୍ତକ ମେଳାର ସପ୍ତମ ଦିନରେ ଗୋପବନ୍ଧୁ ପାଠାଗାର ଓ ସ୍ବସ୍ତି ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଇଂ ନବଘନ ସାହୁଙ୍କ ପୌରାହିତ୍ୟ ଓ ବିଭୁତି ଭୂଷଣ ଦାସଙ୍କ ସଂଯୋଜନାରେ
Read More...

ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ଅବସରରେ କଳସ ଶୋଭାଯାତ୍ରା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସୁଦପଡ଼ାଠାରେ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ଅବସରରେ ପାଞ୍ଚ ଶହ ମହିଳାଙ୍କ ଦ୍ୱାରା ଏକ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଅଞ୍ଜନୀପୁତ୍ର ଘଣ୍ଟପାର୍ଟି, ଦୁଇଟି ସଂକୀର୍ତ୍ତନ ମଣ୍ଡଳୀ, ବୀର ବାଦ୍ୟ ଘୁମୁରା ସହ ଏହି କଳସ ଶୋଭାଯାତ୍ରା
Read More...

ପଦୋନ୍ନତି ଅଦାଲତର ସମୀକ୍ଷା ବୈଠକ ଅନୁଷ୍ଠିତ

ପଦୋନ୍ନତ ନିୟମରେ ସରଳିକରଣ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସରକାରୀ କର୍ମଚାରୀଙ୍କୁ ସମୟୋଚିତ ପଦୋନ୍ନତି ଦେବା ନିମନ୍ତେ ଚଳିତ ମାସ ପହିଲାରୁ ତିନିଦିନ ଧରି ପଦୋନ୍ନତି ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଶୁଣାଣି ବେଳେ ମିଳିଥିବା ଆପତ୍ତି ଅଭିଯୋଗ
Read More...

ଭୃଣ ନିରୂପଣ ଉପରେ ସଜାଗ ରହିବାକୁ ଜିଲ୍ଲାପାଳଙ୍କ ତାଗିଦ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଅଦ୍ୟ ତା.୦୭.୦୨.୨୦୨୩ ଦିନ ତରଭା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବୈଠକ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନିଲ ନରୱଣେଙ୍କ ସଭାପତିତ୍ୱରେ କନ୍ୟା ଭ୍ରୁଣ ହତ୍ୟା ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଉକ୍ତ କର୍ମଶାଳାରେ ଗୋଷ୍ଠୀ
Read More...

ଛତାମଖନା ହାଇସ୍କୁଲର ବାର୍ଷିକ ଉତ୍ସବ ପାଳିତ

ଶିିକ୍ଷା ସମାଜର ମେରୁଦଣ୍ଡ ସଦୃଶ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଛତାମଖନା ବିନୋବା ହାଇସ୍କୁଲର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଉତ୍ସବର ମୁଖ୍ୟ ଅତିଥି ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ପ୍ରଥମେ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଦ୍ଵାଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ଷ୍ଟେସନ ବଜାର ଭାରତୀ ବିହାର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଦ୍ୱାଦଶତମ ବାର୍ଷିକ ଉତ୍ସବ ଶନିବାର ସନ୍ଧ୍ୟାରେ ବିଦ୍ୟା ମନ୍ଦିର ସନ୍ନିକଟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଭାରତୀ ଶିକ୍ଷା ବିକାଶ ସମିତି, ଓଡିଶା ଦ୍ଵାରା
Read More...

କବି ପ୍ରସନ୍ନ ପଟ୍ଟଶାଣୀ ଉଚ୍ଚ ବିଦ୍ୟାଳୟର ୩୪ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମଙ୍ଗଳବାର କବି ପ୍ରସନ୍ନ ପଟ୍ଟଶାଣୀ ଉଚ୍ଚ ବିଦ୍ୟାଳୟ ମୁନିନ୍ଦାର ୩୪ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟନ ହୋଇଯାଇଛି । ଏହି ଉତ୍ସବରେ ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷ୍ୟା ଶ୍ରୀମତୀ ବାସନ୍ତୀ ସାହୁ ମୁଖ୍ୟ ଅତିଥି, ଧନକେରା ପଂଚାୟତ ପ୍ରାକ୍ତନ ସରପଞ୍ଚ
Read More...

ଶ୍ରୀଅରବିନ୍ଦ ରାଉରକେଲା ସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଆସନ୍ତା ୯ରୁ

୧୨ ତାରିଖରେ ଯୋଗ ଦେବେ ମହାମହିମ ରାଜ୍ୟପାଳ ଡ ଗଣେଶୀଲାଲ ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୫ ସ୍ଥିତ ଶ୍ରୀଅରବିନ୍ଦ ରାଉରକେଲା ସ୍କୁଲର ସୁବର୍ଣ୍ଣ ଓ ୧୦ମ ଆଞ୍ଚଳିକ ସ୍ୱାସ୍ଥ୍ୟ ସମ୍ମିଳନୀ ଆସନ୍ତା ୯ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ବିଦ୍ୟାଳୟ ପରିସରରେ ପାଳିତ ହେବ ବୋଲି ଆୟୋଜିତ
Read More...