Monthly Archives

February 2023

ରାମଜୀ ଯୁବକ ସଙ୍ଘ ତରଫରୁ ଜରୁରୀକାଳୀନ ବୈଠକ ଅନୁଷ୍ଠିତ

ଆଗଲପୁର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ନଅଗାଁ (ଖ) ଗ୍ରାମରେ ଗତକାଲି ସନ୍ଧ୍ୟା ସମୟରେ ରାମଜୀ ଯୁବକ ସଙ୍ଘ ତରଫରୁ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗ୍ରାମର ଆବାଳ ବୃଦ୍ଧବନୀତା ଉପସ୍ଥିତ ରହି କିପରି ପାରମ୍ପାରିକ ଭାବେ ଶ୍ରୀରାମ ଲୀଳାର
Read More...

ସଡ଼କ ଦୁର୍ଘଟଣାରେ ଜଣେ ଗୁରୁତର, ଜଣେ ଆହତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ଗଞ୍ଜାମ ବ୍ରିଜ୍‌ ନିକଟ ୧୬ ନଂ ଜାତୀୟ ରାଜପଥରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି । ଖବର ନେବାରେ ଜଣାପଡିଛି, ୨ ଜଣ ଯୁବକ ଏକ ବାଇକ୍‌ ଯୋଗେ ଗଞ୍ଜାମରୁ
Read More...

ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ପରିବାରର ସତସଙ୍ଗ ଦକ୍ଷିଣ ରାଉରକେଲାରେ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦକ୍ଷିଣ ରାଉରକେଲାର ସେକ୍ଟର-୨୨ର ପରିସରରେ ସୁନ୍ଦରଗଡ଼ ଜିଲ୍ଲା ପତଞ୍ଜଳି ଯୋଗ ସମିତିର ସତସଙ୍ଗ ରାଜ୍ୟ ସହ ପ୍ରଭାରୀ ଅକ୍ରୁର ମାର୍ଥାଙ୍କ ମାର୍ଗ ଦର୍ଶନରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଶ୍ରୀ ମାର୍ଥା ଆନୁଷ୍ଠାନିକ ଭାବେ ଦୀପ ପ୍ରଜ୍ୱଳନ କରି
Read More...

ଖପ୍ରାଖୋଲ ପୋଲିସ ଜବତ କଲା ନକଲି ନୋଟ୍‌, ଜଣେ ଗିରଫ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ପୋଲିସ ଜଣକୁ ନକଲି ନୋଟ୍‌ କାରବାରରେ ଗିରଫ କରିବା ସହ ତାଙ୍କ ପାଖରୁ ନକଲି ନୋଟ୍‌ ବରାମଦ କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଲାଠୋର ଥାନା ଅନ୍ତର୍ଗତ ପିପଲବାହାଲ ଗ୍ରାମ ହନୁମାନ ମନ୍ଦିରପଡାର ବ୍ରହ୍ମା ମେହେର(୩୨) ଏକ ସ୍ପ୍ଲେଣ୍ଡର ପ୍ଲସ୍‌ ବାଇକ୍‌
Read More...

ଯୁଗଳ କିଶୋର ପଟ୍ଟନାୟକଙ୍କୁ ମ୍ୟାନ୍ ଅଫ୍ ମିଶନ୍ ସମ୍ମାନ

ମ. ରାମପୁର, (ହେମନ୍ତ ସାହୁ) : ଓଡିଶା ରାଜ୍ୟରେ ଥିବା ପଛୁଆ, ନିଷ୍ପେସିତ, ଅବହେଳିତ ତଥା ସାଧାରଣ ଲୋକଙ୍କ ଜୀବନରେ ଉନ୍ନତି ତଥା ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ଆଣିବା ଦିଗରେ ଦୀର୍ଘ ତିନି ଦଶନ୍ଧି ଧରି ନିଷ୍ଠାପର ଭାବେ କର୍ତ୍ତବ୍ୟରତ ମହାଶକ୍ତି ଫାଉଣ୍ଡେସନର ପ୍ରତିଷ୍ଠାତା ଯୁଗଳ
Read More...

ଦକ୍ଷିଣ ପୂର୍ବ ରେଳ ଜୋନ୍‌ର ରେଳ ବ୍ୟବହାରକାରୀ ପରାମର୍ଶଦାତା କମିଟିକୁ ରେଳ ବ୍ୟବହାରକାରୀ ସଂଘ ସଭାପତି ମନୋନୀତ

ରାଉରକେଲା, (ସସ୍ମିତା ପ୍ରଧାନ) : କଲିକତା ଗାଡେନରିଚ୍ ସ୍ଥିତ ଦକ୍ଷିଣ ପୂର୍ବ ରେଳ ବ୍ୟବହାରକାରୀ ପରାମର୍ଶ କମିଟିକୁ ରେଳ ବ୍ୟବହାରକାରୀ ସଂଘ ସଭାପତି ଇଂ ଉତ୍ତମ କୁମାର ସାମଲ ଦୁଇ ବର୍ଷ ପାଇଁ ତା.୧/ ୨/ ୨୩ରୁ ତା.୩୧/ ୧/୨୫ ପର୍ଯ୍ୟନ୍ତ ମନୋନୀତ ହୋଇଛନ୍ତି । ଏହି ସମୟ ମଧ୍ୟରେ ରାଉରକେଲା ରେଳ
Read More...

ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି

ଭୁବନେଶ୍ୱର : ଆଇଏଏସ୍‌ ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ମାର୍ଚ୍ଚ ପହିଲାରୁ ଆଇଏଏସ୍ ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ବିଜ୍ଞପ୍ତି ପ୍ରକାଶ
Read More...

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ନିଯୁକ୍ତି

ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ଭାବେ ଅବସର ନେବେ ଆଇଏଏସ୍ ସୁରେଶ ଚନ୍ଦ୍ର ମହାପାତ୍ର । ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଅବସର ନେଉଥିବା ବେଳେ ସରକାର ତାଙ୍କୁ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ଶକ୍ତି
Read More...

ମୁଖ୍ୟ ଶାସନ ସଚିବଙ୍କ ଦେଓମାଳି ଓ କୋଟିଆ ଗସ୍ତ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କୋରାପୁଟ ଜିଲ୍ଲାର ଦେଓମାଳି ଓ କୋଟିଆ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଦେଓମାଳୀଠାରେ ଇକୋ ଟୁରିଜିମ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ ଚାରା ରୋପଣ କରିଥିଲେ । ସେହିଭଳି କୋଟିଆରେ ସରକାରଙ୍କ
Read More...

ଆସନ୍ତା ମହିଳା ଦିବସ ଉପଲକ୍ଷେ ଲେଡିଲାୟନର ଖେଳ ପ୍ରତିଯୋଗିତା

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ମହିଳା ଦିବସ ଉପଲକ୍ଷେ ମହିଳା ସଂଗଠନ ଲେଡିଲାୟନ ତରଫରୁ ଝିରପାଣି ସ୍ଥିତ ସାଇନିଂ ପଡିଆ ଠାରେ ବିଭିନ୍ନ ପ୍ରକାର ଖେଳ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବନ୍ଦିତା ମାହତୋ, ଉପସଭାପତି ଚିଲିକା ସାହୁ ଓ ସାଧାରଣ ସଂପାଦିକା ଗୌରୀ
Read More...