Monthly Archives

February 2023

ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ରସମୁଣ୍ତା ଗ୍ରାମରେ ନୃସିଂହନାଥ ବନାଞ୍ଚଳ ବିଭାଗ ପକ୍ଷରୁ ନିଆଁ ନିରାକରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଚେତନତା ସଭାରେ ଭିଏସ୍‌ଏସ୍‌ ତଥା ଯୁବନେତା ବାଜୁବନ ନାୟକ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଦେଇଥିବା ବେଳେ ଫରେଷ୍ଟ
Read More...

ଓଡିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ବଲାଙ୍ଗିରର ମାସିକ ବୈଠକ

ବଲାଙ୍ଗିର, (ଦେବାଶିଷ ମଶ୍ର) : ନୃସିଂହ ମନ୍ଦିରଠାରେ ଓଡିଶା ଅବସରପ୍ରାପ୍ତ କର୍ମଚାରୀ ସଂଘର ମାସିକ ବେଠକ ଗୋବିନ୍ଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସାଧାରଣ ସଂପାଦକ ମଲିଆ ଗଡୁଆ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ । ତା’ପରେ ଆସନ୍ତା ମାର୍ଚ୍ଚ ମାସରେ ହେବାକୁ
Read More...

ଖଣ୍ଡଦେଉଳି ହାଇସ୍କୁଲର ୫୩ତମ ବାର୍ଷିକ ଉତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଥିବା ଖଣ୍ଡଦେଉଳି ହାଇସ୍କୁଲର ୫୩ତମ ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସ୍କୁଲର ପ୍ରଧାନ ଶିକ୍ଷକ ଶଙ୍କର ନାରାୟଣ ବେଜ ସଭାପତିତ୍ୱ କରିଥିଲେ । ଅନୁଷ୍ଠିତ ବାର୍ଷିକ ଉତ୍ସବରେ
Read More...

ଗିରିଧାରୀ ମେହେର ଏକଦିବସୀୟ ଫୁଟବଲ ପ୍ରତଯୋଗିତା : ରେଙ୍ଗାଲପାଲି ଚାମ୍ପିୟାନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ବ୍ଲକ ଅନ୍ତର୍ଗତ ନୂଆ ଗୁଡେଶିରା ଗ୍ରାମରେ ଏକ ଦିବସୀୟ ଗିରିଧାରୀ ମେହେର ଫୁଟବଲ ପ୍ରତଯୋଗିତା ଆଠଟି ଟିମ୍‌କୁ ନେଇ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ସମାଜସେବୀ ଡ଼ୋଲାମଣି ମେହେର ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ସମ୍ପାଦକ ଘନଶ୍ୟାମ ସାହୁ ଯୋଗ
Read More...

ମୋହନଗିରି ଧବଳେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକର ସୀମାନ୍ତବର୍ତ୍ତୀ ପଂଚାୟତ ମୋହନଗିରୀସ୍ଥିତ ଧବଳେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ବିଭୂ ପୟର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ
Read More...

ଅଜଣା ବାଇକ୍ ଧକ୍କାରେ ୪ ବର୍ଷର ଶିଶୁ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଜଣା ବାଇକ୍ ଧକ୍କାରେ ୪ ବର୍ଷର ଶିଶୁ ଗୁରୁତର ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଧବଲପଡା ଗାଁରେ ମିଲନ ମହାକୁର(୪) ନାମକ ଜଣେ ଶିଶୁ ନିଜ ଘର ସମ୍ମୁଖରେ ଖେଳୁଥିବା ସମୟରେ ଏକ ଅଜଣା ବାଇକ୍ ମିଲନଙ୍କୁ ଧକ୍କା ଦେଇଥିଲା
Read More...

ବ୍ଲକ ମିଶନ ଶକ୍ତି ଭବନର ଶୁଭ ଉଦ୍‌ଘାଟନ

ମ.ରାମପୁର, (ହେମନ୍ତ ସାହୁ) : ଆଜି କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକର ନୂତନ ଭାବେ ନିର୍ମାଣଧୀନ ମିଶନ ଶକ୍ତି ଭବନ ଗୃହର ଆଜି ଉଦ୍‌ଘାଟନ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...

ବଲାଙ୍ଗିର ଜିଲ୍ଲାରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୧୦ ଗୋଟି ବ୍ଲକ ଓ ୪ ଗୋଟି ସହରାଞ୍ଚଳରେ ଚଳିତ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ କରାଯିବ । ଆଜି ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ
Read More...

ମା’ ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ : ବୋର୍ଡି ଚାମ୍ପିୟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭୁର୍ଷାଗୁଡା ପଞ୍ଚାୟତ ଗଞ୍ଜିଆପଡା ଗାଁରେ ଚାଲିଥିବା ମା' ମାଉଳି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି ଦଳ ଭାଗ ନେଇଥିବା ବେଳେ ବୋର୍ଡି ଓ ଗନ୍ଧର୍ଲା ଦଳ ଫାଇନାଲ୍
Read More...

ମହାଶକ୍ତି ଫାଉଣ୍ଡେସନ ତରଫରୁ ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ତ୍ରି-ଦିବସୀୟ ପ୍ରାରମ୍ଭିକ…

ମ.ରାମପୁର, (ହେମନ୍ତ ସାହୁ) : ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ତଥା ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ସାଇଦଲଙ୍ଗା, ବମକ ଓ ଆଲାତରା ଗ୍ରାମ
Read More...