Monthly Archives

February 2023

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର ତରଫରୁ ଏକଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର ତରଫରୁ କୁଳପତି ପ୍ରଫେସର ଗୀତାଞ୍ଜଳି ଦାସଙ୍କର ପ୍ରେରଣାରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଏକଦିବସୀୟ ଅଭିମୁଖୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅଧୁନା ବ୍ରହ୍ମପୁର
Read More...

ଓଏସ୍‌ସିଆଇଟି ଶିକ୍ଷା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ରାଜ୍ୟରେ ପ୍ରଥମ : କିମସ ପ୍ରେକ୍ଷାଳୟରେ ପୁରସ୍କୃତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ଅଧିନସ୍ଥ ଓକେସିଏଲର ପ୍ରଣୀତ ତଥା ଓଡିଶା ମୁକ୍ତ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରମାଣ ପତ୍ର ପ୍ରଦାନ କରାଯାଉଥିବା 'ଓଏସ୍‌ସିଆଇଟି' ଶିକ୍ଷା କ୍ଷେତ୍ରରେ ୨୦୨୨ ମସିହାରେ ଗଞ୍ଜାମ ଜିଲ୍ଲା ରାଜ୍ୟରେ
Read More...

ଡୁମାଲ ପରିଷଦ ଓଡିଶା ସହରାଞ୍ଚଳ ବଲାଙ୍ଗିରର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଦିବା ଘ.୧୦.୩୦ମି.ରେ ଜୀବନ କରନ୍‌ଙ୍କ ସଭାପତିତ୍ୱରେ ଦୁର୍ଗା ମଣ୍ଡପ ଶାନ୍ତିପଡାଠାରେ ଡୁମାଲ ପରିଷଦ ଓଡିଶା ସହରାଞ୍ଚଳ ବଲାଙ୍ଗିରର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସଂପାଦକ ମଲିଆ ଗଡୁଆ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ ।
Read More...

୬୬୨ ବର୍ଗ କଲେଜ ଅଧ୍ୟାପକ କର୍ମଚାରୀଙ୍କର ଆନ୍ଦୋଳନ ପାଇଁ ସଜବାଜ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସନ୍ଧ୍ୟା ଘ.୫ଟା ସମୟରେ ଜିଲ୍ଲା ଯାଦବ ଭବନ ବଲାଙ୍ଗିର ଠାରେ ୬୬୨ କଲେଜ ବର୍ଗର ଅଧ୍ୟାପକ, ଅଧ୍ୟକ୍ଷ ଓ କର୍ମଚାରୀ ଜିଲ୍ଲା କମିଟିର ସଭ୍ୟମାନଙ୍କୁ ନେଇ ରାଜ୍ୟ ଉପସଭାପତି ତଥା ଜିଲ୍ଲା ସଭାପତି ପ୍ରଣବ କୁଅଁରଙ୍କ ନେତୃତ୍ୱରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ
Read More...

ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଶିଷ ରଞ୍ଜନ ମହାନ୍ତି ଭିଆର୍‌ଏସ୍‌ ଓଡ଼ିଶା ରାଜ୍ୟ ସରକାରଙ୍କର କେସରେ ମାନ୍ୟବର ଓଡ଼ିଶା ହାଇକୋର୍ଟ ଗୋଟିଏ ଜନହିତକାରୀ ଓ ଲୋକାଭିମୁଖୀ ଜଜ୍‌ମେଣ୍ଟ ପାସ କରିଛନ୍ତି, ଯେଉଁଥିରେ ଥାନାମାନଙ୍କରେ ଦୀର୍ଘଦିନ ଧରି ଜବତ ହୋଇ ପଡିରହିଥିବା ଗାଡିଗୁଡିକୁ ବିଧିବଦ୍ଧ
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଫେବୃଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦ୍‌ଯାପିତ

ଆଧୁନିକ କୃଷି ଯନ୍ତ୍ରପାତି ବ୍ୟବହାର କରି ଫସଲ ଉତ୍ପାଦନ ବୃଦ୍ଧି କରିବା ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ କୋଶଳ କଳା ମଣ୍ଡଳ ପଡିଆ ବଲାଙ୍ଗିର ଠାରେ ଫେବୃଆରୀ ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ
Read More...

ଘୋରଡିଆରେ ଅଗ୍ନି ଉତ୍ସବ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକର ବିଭିନ୍ନ ସ୍ଥାନରେ ହିନ୍ଦୁ ଧର୍ମର ପରମ୍ପରା କ୍ରମେ ଓଡ଼ିଆ ଗଣପର୍ବ ଅଗ୍ନି ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ଗ୍ରାମର ଆରାଧ୍ୟ ଦେବତା ସୋମନାଥ ଦେବଙ୍କୁ ଶତାଧିକ ଭକ୍ତମାନେ ସୁସଜ୍ଜିତ ଆଲୋକମୟ
Read More...

ଭବାନୀପାଟଣା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର

କଳାହାଣ୍ଡି, (ପି.କେ.ସାହୁ) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି'ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ,
Read More...

ବନ ବିଭାଗ ପକ୍ଷରୁ କାଠ ସାମଗ୍ରୀ ଜବତ

ଦେଓଗାଁ, (କେପିଏନ୍‌ଏସ୍‌) : ଆଜି ଦେଓଗାଁ ରେଞ୍ଜର କର୍ମଚାରୀମାନେ ଦେଓଗାଁ ବିଭାଗର କନ୍ଦାମୁଣ୍ଡା ଗ୍ରାମ ନିକଟରେ ୧୬ଟି ଶାଗୁଆନ ସାଇଜ, ୬ଟି ନିମ୍ବ ସାଇଜ୍ ଏବଂ ୬ଟି ଶାଗୁଆନ ସାଇଜ୍ ଜବତ କରିଥିବା ଜଣାପଡିଛି । ଜବତ ସାମଗ୍ରୀକୁ ରେଞ୍ଜ ଅଫିସ୍ କ୍ୟାମ୍ପସକୁ ଅଣାଯାଇଥିଲା । ଏନେଇ ଅଧିକ
Read More...