Monthly Archives

February 2023

ବରକେରା ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଚଳିତ ଶିକ୍ଷାବର୍ଷ ୨୦୨୨-୨୦୨୪ରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାର ପବିତ୍ର ପ୍ରାଙ୍ଗଣରେ ବାର୍ଷିକ
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆର୍‌ଡିଏ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ
Read More...

ତୁରେକେଲାରେ ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଚିହ୍ନଟ ଶିବିର ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଅନୁସନ୍ଧାନ କେନ୍ଦ୍ର ଓ ସମଗ୍ର ଶିକ୍ଷା ବଲାଙ୍ଗିରଙ୍କ ମିଳିତ ଆନୁକୂଲ୍ୟରେ ଦବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କୁ
Read More...

ପାଟଣାଗଡ଼ରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବିଜେପି ପକ୍ଷରୁ ଥାନା ଘେରାଉ : ପ୍ରଚଣ୍ଡ ଖରାରେ ବସିଲେ କନକବର୍ଦ୍ଧନ

ପାଟଣାଗଡ଼, (ସଦାଶିବ ସରାଫ) : ପାଟଣାଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡିଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପୋଲିସର ଭୂମିକାକୁ ନେଇ ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଏହାର ଜ୍ୱଳନ୍ତ
Read More...

କାର‌ ଧକ୍କାରେ ମତ୍ସ୍ୟଜୀବୀ ଗୁରୁତର, ଡ୍ରାଇଭର ଅଟକ

ଭୋଗରାଇ : ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ତାଳସାରି ମେରାଇନ ଥାନା ଅନ୍ତର୍ଗତ ଉଦୟପୁର ବେଳାଭୂମି ରାସ୍ତାରେ ଏକ କାର ଧକ୍କାରେ ଚାଲି ଚାଲି ଯାଉଥିବା ଜନୈକ ମତ୍ସ୍ୟଜୀବୀଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଥିବା ଜଣାପଡିଛି । ଗୁରୁତର ମତ୍ସ୍ୟଜୀବୀକୁ ପଡ଼ୋଶୀ ପଶ୍ଚିମବଙ୍ଗର ଦୀଘା ଷ୍ଟେଟ ଜେନେରାଲ
Read More...

୭୯ କିଲୋ ଗଞ୍ଜେଇ ସହ ଅଟୋ ଜବତ, ଜଣେ ଗିରଫ

ମାଲକାନଗିରି : ଏକ ଅଟୋରେ ସ୍ୱତନ୍ତ୍ର ଚ୍ୟାମ୍ବର କରି ଅଭିନବ ଉପାୟରେ ଚିତ୍ରକୋଣ୍ଡାରୁ ତେଲାଙ୍ଗନାକୁ ଚୋରା ଗଞ୍ଜେଇ ଚାଲାଣ କରୁଥିବା ବେଳେ ଅବକାରୀ ବିଭାଗ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିଥିବା ଜଣାପଡିଛି । ଅବକାରୀ ବିଭାଗ ଅଟୋ ସହିତ ୭୯ କିଲୋ ଗଞ୍ଜେଇ ଜବତ କରିଥିବା ଜଣାପଡିଛି । ଗିରଫ
Read More...

ବ୍ରେକ ଡାଉନ୍ ଟ୍ରକକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ୬ ଗୁରୁତର

ଭଦ୍ରକ : ଭଣ୍ଡାରିପୋଖରୀ ନିକଟସ୍ଥ ଆଖୁଆପଦା ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା । ଖରାପ ହୋଇ ରାସ୍ତା କଡରେ ଛିଡା ହୋଇଥିବା ଏକ ଟ୍ରକକୁ ଆମ୍ବୁଲାନ୍ସ ଧକ୍କା ଦେଇଛି । ଫଳରେ ୬ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ତିନି ଜଣ ଭଦ୍ରକ ଓ ଅନ୍ୟ ତିନି ଜଣଙ୍କୁ ଯାଜପୁର
Read More...

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପାଇବେ ସୂର୍ଯ୍ୟଦତ୍ତ ଜାତୀୟ ପୁରସ୍କାର

ପୁରୀ : ସୂର୍ଯ୍ୟଦତ୍ତ ଜାତୀୟ ପୁରସ୍କାର ପାଇଁ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମନୋନୀତ ହୋଇଛନ୍ତି । ଏ ନେଇ ଶ୍ରୀ ପଟ୍ଟନାୟକ ରବିବାର ସୂଚନା ଦେଇଛନ୍ତି । କଳା ଓ ସଂସ୍କୃତି କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର ମିଳିବ । ପୁଣେର
Read More...

ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ବୋମାମାଡ଼, ଜଣେ ଅଟକ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ବୋମାମାଡ଼ । ହୋଟେଲ୍‌ରେ ଖାଇବା ବେଳେ ବଚସାକୁ ନେଇ ବୋମାମାଡ଼ ହୋଇଥିବା ସୂଚନା ମିଳିଛି । ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ରବିବାର ବିଳମ୍ଵିତ ରାତିରେ ବରମୁଣ୍ଡା ବସ୍‌ଷ୍ଟାଣ୍ଡ
Read More...

ଓଡ଼ିଶା ମହିଳା ଦଳ ଚାମ୍ପିୟନ୍‌

ଭୁବନେଶ୍ୱର : ୧୫ତମ ଜାତୀୟ ରଗ୍‌ବୀ ଚାମ୍ପିୟନସିପ୍‌ରେ ଚାମ୍ପିୟନ୍‌ ହୋଇଛି ଓଡ଼ିଶା ମହିଳା ଦଳ । କିଟ୍‌ ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡରେ ଖେଳା ଯାଇଥିବା ଟୁର୍ଣ୍ଣାମେଣ୍ଟର ଫାଇନାଲ୍‌ରେ ଓଡ଼ିଶା ୪୭-୭ ପଏଣ୍ଟରେ ବିହାରକୁ ପରାସ୍ତ କରିଥିଲା । ଦିଲ୍ଲୀ ମହିଳା ଦଳ ବ୍ରୋଞ୍ଜ ପଦକ ହାସଲ କରିଥିଲା ।
Read More...