Daily Archives

ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ପାଇଲେ ୮ ହଜାର ସାଇକେଲ

ଆପଣମାନଙ୍କ ଭାଗିଦାରୀ ମିଶନଶକ୍ତିକୁ ଏକ ନମ୍ବର କାର୍ଯ୍ୟକ୍ରମ କରିପାରିଛି : ମୁଖ୍ୟମନ୍ତ୍ରୀସମୟ ବଞ୍ଚିବ, ଦକ୍ଷତା ବଢିବ : ମିଶନ ଶକ୍ତିର ମା' ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ
Read More...

ଓଡ଼ିଆ ମହାଭାରତର ରଚୟିତା ଧରାକୋଟ ରାଜା କୃଷ୍ଣ ସିଂହଙ୍କ ୨୯୫ତମ ଜୟନ୍ତୀ ଉତ୍ସବ ପାଳିତ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଆ ମହାଭାରତର ରଚୟିତା ଧରାକୋଟ ରାଜା କୃଷ୍ଣ ସିଂହଙ୍କ ୨୯୫ତମ ଜୟନ୍ତୀ ଉତ୍ସବ ମହାସମାରୋହରେ ଇଞ୍ଜିନିୟରିଂ ସ୍କୁଲ ଛକସ୍ଥିତ ନବୀନ ଭବନ ପରିସରରେ ପାଳିତ ହୋଇଯାଇଛି । ନବୀନର ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ରବି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ଆର୍‌ଏସ୍‌ପି ୧୯୯୩ ବ୍ୟାଚ୍‌ ଆପ୍ରେଣ୍ଟିସଙ୍କ ଭାବ ବିନିମୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ୧୯୯୩ ମସିହା ମାର୍ଚ୍ଚ ପହିଲାରେ ଆର୍‌ଏସ୍‌ପିର ଟ୍ରେଡ୍‌ ଆପ୍ରେଣ୍ଟିସ ଭାବେ ଚାକିରିରେ ଯୋଗଦାନ କରିଥିବା ସାଥୀମାନେ ୩୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ଭାବ ବିନିମୟ କାର୍ଯ୍ୟକ୍ରମ ସେକ୍ଟର ୩ ଅହିରାବନ୍ଧ (ଜଗନ୍ନାଥ) ମନ୍ଦିର ପ୍ରାଙ୍ଗଣରେ ସପରିବାର ସହ ପାଳନ
Read More...

ବିପୁଲିଙ୍ଗୀ ଗ୍ରାମରେ ମା’ ବୁଢୀଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦରମହକୁମାଠାରୁ ମାତ୍ର ୫ କିମି ଦୂର ଛତ୍ରପୁର ବ୍ଲକ ବିପୁଲିଙ୍ଗୀ ଗ୍ରାମ ନିକଟରେ ଥିବା ମା' ବୁଢୀ ଠାକୁରାଣୀଙ୍କ ଜିର୍ଣ୍ଣୋଦ୍ଧାର ତଥା ନୂତନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଘୃତଯଜ୍ଞ, ନାମଯଜ୍ଞ ଓ
Read More...

ପୋଲସରା ସହରାଞ୍ଚଳ ମିଶନଶକ୍ତି ସଦସ୍ୟାମାନଙ୍କୁ ସାଇକେଲ ବଣ୍ଟନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ଅଧୀନରେ ପଞ୍ଜିକୃତ/ ନିୟୋଜିତ ହୋଇଥିବା ମିଶନ ଶକ୍ତିର ସଦସ୍ୟାମାନଙ୍କୁ ସାଇକେଲ ବିତରଣ କରାଯାଇଛି । ଗୋଷ୍ଠୀ ସହଭାଗିତା ଉତ୍ସବ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ
Read More...

ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ' । 'ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର,
Read More...

ମୟୂରଭଞ୍ଜ ଗସ୍ତରେ ୫-ଟି ସଚିବ

ବାରିପଦା : ଆଜି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି ପହଞ୍ଚିଛନ୍ତି । ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଜିଲ୍ଲାର ଉଦଳା ଉଠଖଣ୍ଡ ଦେବକୁଣ୍ଡରେ ପହଞ୍ଚି ମା' ଅମ୍ବିକାଙ୍କ ଦର୍ଶନ କରିଥିଲେ । ଜିଲ୍ଲାପାଳ ବିନୀତ ଭରଦ୍ୱାଜ,
Read More...

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ, ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଫଗୁ ଦଶମୀ । ମହାପ୍ରଭୁଙ୍କ ଚାଚେରୀ ବେଶ ସହ ଚାଚେରୀ ଭୋଗ କରାଯାଉଛି । ଆଜି ଭକ୍ତଙ୍କୁ ଚାଚେରୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି । ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ
Read More...

ମା’ ତାରାତାରିଣୀଙ୍କ ଚୈତ୍ରପର୍ବ ଯାତ୍ରା ସକାଶେ ପ୍ରସ୍ତୁତି ବୈଠକ

ଚଳିତବର୍ଷ ଭକ୍ତମାନେ ଫ୍ରି ଦର୍ଶନ କରିବେ - ଜିଲ୍ଲାପାଳ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବିଶ୍ୱବନ୍ଦନୀୟା ଶକ୍ତି ପ୍ରଦାୟିନୀ ପୂର୍ଣ୍ଣଗିରି ଶିଖରବାସିନୀ ମା' ତାରାତାରିଣୀଙ୍କ ଚୈତ୍ରପର୍ବ ଯାତ୍ରା ସୁରୁଖୁରୁରେ ସମ୍ପାଦିତ ହେବା ସକାଶେ ଜିଲ୍ଲା ପ୍ରଶାସନର ସହଯୋଗରେ ପ୍ରସ୍ତୁତି
Read More...

କେଭି କେଲଜରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଆୟୋଜିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କେଭି କଲେଜରେ ଅଧ୍ୟକ୍ଷ ସତ୍ୟବ୍ରତ ମିଶ୍ରଙ୍କ ଅବସର ଗ୍ରହଣ ଉପଲକ୍ଷେ ବିଦାୟ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି । ବରିଷ୍ଠ ପ୍ରାଧ୍ୟାପକ ଦିନବନ୍ଧୁ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ବରିଷ୍ଠ ପ୍ରାଧ୍ୟାପକ ଦେବେନ୍ଦ୍ର କୁମାର ମେହେର, ଲୋହିତାକ୍ଷ
Read More...