Daily Archives

ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏହା ଏକ ବାସ୍ତବତା : ମୁଖ୍ୟମନ୍ତ୍ରୀଇନୋଭେସନ ଓ ଟେକ୍‌ନୋଲୋଜି ଦ୍ବାରା ଲିଙ୍ଗଗତ ବିଭେଦ ଦୂର କରାଯାଇ ସମାଜରେ ପରିବର୍ତ୍ତନ ଆସିପାରିବକିଶୋର କିଶୋରୀମାନଙ୍କ ପାଇଁ ମାସ୍କଟ ‘କୁନି’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀଆଉ ପଛକୁ ନୁହେଁ, ଏଣିକି
Read More...

‘ଚାଲ ପଡା କେ ବୁଲି ଜିମା’ କାର୍ଯ୍ୟକ୍ରମରେ ଯୋଗଦେଲେ ମନ୍ତ୍ରୀ ଟୁକୁନୀ ସାହୁ

ଟିଟିଲାଗଡ଼, (କେପିଏନ୍‌ଏସ୍‌) : ଆଜି ଟିଟିଲାଗଡ଼ ପୌର ପରିଷଦ ଅଞ୍ଚଳରେ 'ଚାଲ ପଡା କେ ବୁଲି ଜିମା' କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଟୁକୁନୀ ସାହୁ ଯୋଗ ଦେଇଥିଲେ । ଶ୍ରୀମତୀ ସାହୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସରକାର ଦ୍ୱାରା ପରିଚାଳିତ ସରକାରୀ
Read More...

ସମରା ଗ୍ରାମରେ ନିଶୁଳ୍କ ସ୍ୱାସ୍ଥ୍ୟ ଶିବିରର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ମାଇଲ ଫର୍‌ ଅଲ୍‌ ଫାଉଣ୍ଡେସନ ଓ ଥ୍ରୀ-ଏମ୍‌ର ମିଳିତ ଉଦ୍ୟମରେ ଗୁଡଭେଲା ବ୍ଲକ ସ୍ଥିତ ସମରା ଗ୍ରାମରେ ଏକ ନିଶୁଳ୍କ ସ୍ୱାସ୍ଥ୍ୟ ଶିବିରର ଆୟୋଜନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ଜନ ସମୂହଙ୍କ ସବିଶେଷ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଡା ମହମ୍ମଦ
Read More...

ବେଲପଡା ଅଞ୍ଚଳକୁ ନିଶାମୁକ୍ତ କରିବା ପାଇଁ ଥାନରେ ଧାରଣା

ବେଲପଡା, (ଭୋଜରାଜ ଦଣ୍ଡସେନା) : ବେଲପଡା ବ୍ଲକ ତଥା ଆଖପାଖ ଅଞ୍ଚଳରେ ନିଶା ସେବନ ଦିନକୁ ଦିନ ଅତ୍ୟଧିକ ମାତ୍ରାରେ ବ୍ୟାପୀ ଚାଲିଛି । ମଦ୍ୟପମାନେ ମଦ୍ୟପାନ କରି ଅଶାନ୍ତ ପରିବେଶ ସୃଷ୍ଟି କରୁଥିବା ବେଳେ ବେଲପଡା ପୋଲିସ କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇପଡିଛି ବୋଲି କହି ଅଞ୍ଚଳବାସୀ କ୍ଷୋଭ
Read More...

ଗଞ୍ଜେଇ ଚୋରା ଚାଲାଣ : ୬ ଗିରଫ

ଅନୁଗୁଳ : ଅନୁଗୁଳ ଅବକାରୀ ବିଭାଗକୁ ବଡ଼ ସଫଳତା । ଦୁଇଟି ପୃଥକ ସ୍ଥାନରେ ଚଢାଉ କରି ମୋଟ ୧୦୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରାଯାଇଥିବା ଜଣାପଡିଛି । ଚୋରା ଚାଲାଣରେ ବ୍ୟବହୃତ ଏକ କାର୍‌ ଓ ବୋଲେରୋକୁ ଜବତ କରିବା ସହ ୬ ଜଣ ଅଭିଯୁକ୍ତ ବନ୍ଧା ହୋଇଛନ୍ତି । ସୂଚନା ଅନୁଯାୟୀ ଅଭିଯୁକ୍ତମାନେ
Read More...

ଦ୍ୱିତୀୟ ଦିନରେ ୫ଟି ସଚିବଙ୍କ ମୟୂରଭଞ୍ଜ ଗସ୍ତ

ବାରିପଦା : ଦୁଇ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିଥିବା ୫ଟି ସଚିବ ଭି.କେ ପାଣ୍ଡିଆନ ଜିଲ୍ଲାର ବିଭିନ୍ନ ସ୍ଥାନ ପରିଦର୍ଶନ କରିଛନ୍ତି । ଏହା ସହିତ ବୁଦ୍ଧିଜୀବୀ ଛାତ୍ର ଓ ଜନସାଧାରଣଙ୍କ ସହ ଜିଲ୍ଲାର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି । ଦ୍ଵିତୀୟ ଦିନରେ ପାଣ୍ଡିଆନ ବାଙ୍ଗିରିପୋଷି
Read More...

ବସ୍ ଧକ୍କାରେ ବାଇକ୍ ଆରୋହୀ ମୃତ

ଟାଙ୍ଗୀ : କଟକ ଟାଙ୍ଗୀ ସ୍ଥିତ ପୁରୁଣା ଟୋଲ ଗେଟ୍ ନିକଟରେ ବସ୍ ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ଜଣକ ଢେଙ୍କାନାଳ ଜିଲ୍ଲା ଭାପୁର କପିଳପ୍ରସାଦର ଇନ୍ଦ୍ରମଣି ପ୍ରଧାନ(୪୫) ବୋଲି ଜଣାପଡିଛି । ସୂଚନା ଅନୁସାରେ ଶୁକ୍ରବାର ଇନ୍ଦ୍ରମଣି ପ୍ରଧାନ କଟକରୁ ନିଜ
Read More...

ଭିଜିଲାନ୍ସ ଜାଲରେ କେବିକେର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ

ଭୁବନେଶ୍ୱର : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ । ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରିଥିବା ଜଣାପଡିଛି । ଆଜି ଅତିରିକ୍ତ
Read More...

ଚଳିତ ମାର୍ଚ୍ଚ ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ମେଳା ଆୟୋଜିତ ହେବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରବାଦପୁରୁଷ ବିଜୁବାବୁଙ୍କ ଜନ୍ମ ବାର୍ଷିକୀ ପାଳନ ଅବସରରେ ମାର୍ଚ୍ଚ ୫ ତାରିଖଠାରୁ ମାର୍ଚ୍ଚ ୯ ତାରିଖ ପର୍ଯ୍ୟନ୍ତ ବ୍ରହ୍ମପୁର ସ୍ଥିତ ଉମା ଚରଣ ପଟ୍ଟନାୟକ ଇଂଜିନିୟରିଂ ସ୍କୁଲ ପଡିଆ ଠାରେ ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ମେଳା ଅନୁଷ୍ଠିତ ହେବାକୁ ଯାଉଛି
Read More...

ସୁସ୍ଥ ହୋଇ ଫେରିଲେ କଳାହାଣ୍ଡି ମାଟିର ସ୍ନିଗ୍ଧାରାଣୀ

ଭବାନୀପାଟଣା, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲାର ଏକ ବୈଦ୍ୟୁତିକ ଗଣମାଧ୍ୟମର ସାମ୍ବାଦିକା ନିକ୍କି ସ୍ନିଗ୍ଧାରାଣୀ ସିଂ ଅସୁସ୍ଥ ହୋଇ ପ୍ରଥମେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଗତ ତା୬/୨/୨୦୨୩ରେ ଓ ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ କୈଣସି ସୁଧାର ନଆସିବାରୁ ତାଙ୍କୁ
Read More...