Daily Archives

ଜିଲ୍ଲା ପରିଷଦ ସଭାଗୃହରେ ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ପାଳନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଜିଲ୍ଲା ପରିଷଦ ସଭାଗୃହରେ ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଦିବସ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି । ଦିବସ ପାଳନ ଅବସରରେ ଭାରପ୍ରାପ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଦିବସ ପାଳନର ତାତ୍ପର୍ଯ୍ୟ
Read More...

ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନରସିଂହ ମିଶ୍ରଙ୍କ ସମାଲୋଚନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ନରସିଂହ ମିଶ୍ର କଡା ସମାଲୋଚନା କରିଛନ୍ତି । ସେ କହିଛନ୍ତି ଯେ, ନିର୍ବାଚନକୁ ଆଖିରେ ରଖି ନବୀନ ରୋଡ୍ ସୋ' କରୁଛନ୍ତି । ସ୍କୁଲରେ ରଙ୍ଗ ବୋଳି ଦେଲେ, କିନ୍ତୁ ଶିକ୍ଷକ ନାହାନ୍ତି, ମେଡିକାଲରେ ଡାକ୍ତର
Read More...

ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ସମୀକ୍ଷା…

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ । ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ଅମାତ କହିଛନ୍ତି ରେଳ ପ୍ରକଳ୍ପ ଲାଇନ ଅଧିକ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଦଶପଲ୍ଲା ଏବଂ
Read More...

ବଲାଙ୍ଗିରଠାରେ ଜିଲ୍ଲାସ୍ତରୀୟ ଉଦ୍ୟୋଗୀ ସପ୍ତାହ ଉଦ୍‌ଘାଟିତ

ଆଗ୍ରହୀ ଯୁବଗୋଷ୍ଠୀଙ୍କୁ ଏମ୍‌ଏସ୍‌ଏମ୍‌ଇ ଓ ଷ୍ଟାର୍ଟ ଅପ୍‌ ସେକ୍ଟରରେ ସୁଯୋଗ ସୃଷ୍ଟି ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରବାଦ ପୁରୁଷ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜନ୍ମତିଥିକୁ ଉଦ୍ୟୋଗୀ ସପ୍ତାହ ଭାବେ ମାର୍ଚ୍ଚ ପ୍ରଥମ
Read More...

ବିଜୁ ଜନତା ଦଳ ଲୋଇସିଂହା ତରଫରୁ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜନ୍ମ ଜୟନ୍ତୀ ପାଳନ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଦ୍ୟ ବିଜୁ ଜନତା ଦଳ ଲୋଇସିଂହା ତରଫରୁ ଲୋଇସିଂହା ସ୍ଥିତ ସାପ୍ତାହିକ ବଜାର ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜନ୍ମ ଜୟନ୍ତୀ ମହାଆଡମ୍ବରରେ ପାଳନ କରାଯାଇଛି । ଏହି ସମାରୋହରେ ଲୋଇସିଂହା ବ୍ଲକ ବିଜୁ ଜନତା ଦଳ ସଭାପତି ହୃଦୟାନନ୍ଦ ବେହେରାଙ୍କ
Read More...

ବିଜୁବାବୁଙ୍କ ଜୟନ୍ତୀ ଅବସରରେ ଲୋକସେବା ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ ବାଗ) : ସ୍ଥାନୀୟ ବ୍ଲକ୍ ସଭା ଗୃହଠାରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ତଥା ପଞ୍ଚାୟତିରାଜ ଦିବସ ଅବସରରେ ବ୍ଲକ୍‌ସ୍ତରୀୟ ଲୋକସେବା ଦିବସ ରବିବାର ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବ୍ଲକ୍ ଅଧ୍ୟକ୍ଷା ନିରୁପମା ପଟେଲ, ସମ୍ମାନିତ ଅତିଥି ରୂପେ ବ୍ଲକ୍
Read More...

ଚନ୍ଦନଭାଟିରେ ୧୦୮ ପ୍ରହର ନାମଯଜ୍ଞ

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦର ବ୍ଲକ ଅର୍ନ୍ତଗତ ଚନ୍ଦନଭାଟି ନଦୀ ମୁହାଣରେ ଚନ୍ଦନଭାଟି ମେହେରପଡା ତରଫରୁ ୧୦୮ ପ୍ରହରୀ ନାମଯଜ୍ଞ ଗତ ୨୨ ତାରିଖଠାରୁ ଆରମ୍ଭ ହୋଇଯାଇଛି । ଏହି ନାମଯଜ୍ଞ ଆସନ୍ତା ୮ ତାରିଖ ପୂର୍ଣ୍ଣାହୁତି ପଡିବ ବୋଲି କମିଟି ପକ୍ଷରୁ କୁହାଯାଇଛି । ଏହି
Read More...

ଜଙ୍ଗଲରେ ଲାଗିଥିବା ନିଆଁକୁ କାବୁ କଲେ ରାଜପୁତ ବନମାଳୀ ନାଏକ

ମୁରିବାହାଲ, (କେପିଏନ୍‌ଏସ୍‌) : ଆଜି ମୁରିବାହାଲ ବ୍ଲକ ବାନ୍ଦୁମୁଣ୍ତା ନିକଟରେ ଏକ ଜଙ୍ଗଲରେ କେହି ଜଣେ ମହୁଲ ଫୁଲ ସଂଗ୍ରହ କରିବା ପାଇଁ ମହୁଲ ଗଛ ତଳେ ନିଆଁ ଲଗାଇ ଚାଲି ଯାଇଥିବା ବେଳେ ନିଆଁ ଉଗ୍ର ରୂପ ନେଇ ସବୁ ଆଡକୁ ବ୍ୟାପିବାରେ ଲାଗିଥିଲା । ଏହି ସମୟରେ ଟିକ୍ରାପଡାରୁ ମୁରିବାହାଲ ଯିବା
Read More...

ଭୟାବହ ଅଗ୍ନିକାଣ୍ଡ : ଚଣା ଓ ମୁଗ ଚାଷ ଜମି ନଷ୍ଟ, ଚାଷୀ ହତାଶ

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ଆଜି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ମହୁଲବୁରି ଓ କରଡ଼ିରେ ପ୍ରାୟ ୨ଟା ସମୟରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଚଣା ଓ ମୁଗ ଚାଷ ଜମି ନଷ୍ଟ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ଜଣେ ଅଜଣା ବ୍ୟକ୍ତି ଗାଁ ପାଖରେ ଥିବା ଏକ ପଡିଆରେ ନିଆଁ
Read More...

ପ୍ରବାଦ ପୁରୁଷ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପ୍ରବାଦ ପୁରୁଷ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ପୂର୍ବାହ୍ନରେ ବଲାଙ୍ଗିର ସହର ସ୍ଥିତ ଶିଶୁ ଉଦ୍ୟାନ ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ
Read More...