Daily Archives

ଛତ୍ରପୁରରେ କଳିଙ୍ଗର ବରପୁତ୍ର ବିଜୁ ପଟ୍ଟନାୟକଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରବାଦ ପୁରୁଷ ବିଜୁବାବୁଙ୍କ ୧୦୮ତମ ଜନ୍ମ ଜୟନ୍ତୀ ସମାରୋହ ଛତ୍ରପୁରଠାରେ ରବିବାର ପୂର୍ବାହ୍ନରେ ବର୍ଣ୍ଣାଢ଼୍ୟ ସହକାରେ ପାଳିତ ହୋଇଯାଇଛି । ଛତ୍ରପୁର ଲୱେର ବସ୍‌ଷ୍ଟାଣ୍ଡଠାରେ ଆୟୋଜିତ ସକାଳ କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର
Read More...

ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ୍‌ ଶିକ୍ଷା ଓ ତାଲିମ ଶିିବିର ଉଦ୍‌ଯାପିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ୍‌ ଶିକ୍ଷା ଓ ତାଲିମ ଶିବିର ସଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଉଦ୍‌ଯାପିତ ହୋଇଯାଇଛି । ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ତଥା ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଂଜୁଲତା ଭୋଇଙ୍କ
Read More...

ଭାଲୁକୁନ୍ଦ ଗାଁରେ ୧୬ ପ୍ରହର ନାମଯଜ୍ଞ ପାଇଁ କଳସ ଯାତ୍ରା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଅନ୍ତର୍ଗତ ଦେଷଣ୍ଢ ପଞ୍ଚାୟତର ଭାଲୁକୁନ୍ଦ ଗାଁରେ ଅନୁଷ୍ଠିତ ହେବାକୁ ଥିବା ୧୬ ପ୍ରହର ନାମଯଜ୍ଞ ପାଇଁ ଶନିବାର ଅପରାହ୍ନରେ ସ୍ଥାନୀୟ ପୋଖରୀରୁ ଶତାଧିକ ମହିଳାଙ୍କ ଦ୍ୱାରା ପୂର୍ଣ୍ଣ କଳସ ଯାତ୍ରା ଆରମ୍ଭ ହୋଇ ପୂଜା ମଣ୍ଡପକୁ ପହଞ୍ଚିବା ପରେ
Read More...

ଦେଓଗାଁ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ସମାବର୍ତ୍ତନ ଉତ୍ସବ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ସତ୍ୟନାରାୟଣ ପୂଜନୋତ୍ସବ ତଥା ଦଶମ ଶ୍ରେଣୀର ଭାଇଭଉଣୀମାନଙ୍କ ପାଇଁ ସମାବର୍ତ୍ତନ ଉତ୍ସବ ଗତକାଲି ଅନୁଷ୍ଠିତ ହୋଇଯାଇଛି । କୁତୁର୍ଲା ପଞ୍ଚାୟତ ଅନ୍ତର୍ଗତ ଶିଆଲବାହାଲି ଗାଁର ପୂଜକ ଶିବ ନାରାୟଣ ମିଶ୍ର ପୂଜାରମ୍ଭ
Read More...

ବିଜୁ ଜନତା ଦଳ ତରଫରୁ ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଫଳ ବଣ୍ଟନ

ଲୋଇସିଂହା, (କେପିଏନ୍‌ଏସ୍‌) : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ତାଙ୍କ ଏହି ଜନ୍ମ ତିଥିରେ ଲୋଇସିଂହା ବିଜୁ ଜନତା ଦଳ ତରଫରୁ ରାଜ୍ୟ ପରିଷଦ ସଭ୍ୟ ନିହାର ବେହେରା ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଫଳ ବଣ୍ଟନ କରିଛନ୍ତି । ଏହି ଅବସରରେ ତାଙ୍କ ସହ
Read More...

ପ୍ରେମିକଙ୍କ ମଦପିଆ ଅଭ୍ୟାସ ଉଜାଡି ଦେଲା ସୁନାର ସଂସାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରେମ କରି ଦୁହେଁ ଦୁହିିଁଙ୍କ ସାତ ଜନ୍ମ ପାଇଁ ଜୀବନ ସାଥୀ ହୋଇଥିଲେ । ହେଲେ ଦୁହିଁଙ୍କ ଜାତି ଅଲଗା ହୋଇଥିବାରୁ ସେମାନଙ୍କ ପରିବାର ଲୋକେ ଏହି ସଂପର୍କକୁ ସ୍ୱୀକାର କରିନଥିଲେ । ଫଳରେ ଦୁହେଁ ଅଲଗା ରହି ନିଜ ସଂସାର ନିଜେ ଗଢିଥିଲେ । ତେବେ ପ୍ରେମିକଙ୍କ ମଦ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ବିଦାୟ ସମ୍ୱର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ଡ. ଲଳିତେନ୍ଦୁ ନାୟକଙ୍କ ସଭାପତିତ୍ଵରେ ଏକ ବିଦାୟ ସମ୍ୱର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷ ଡ଼. ନାୟକ ସଭାର ଉଦ୍ଦେଶ୍ୟ ଜ୍ଞାପନ କରି ପଦାର୍ଥ ବିଜ୍ଞାନର ଲେବ୍ ଆଟେଣ୍ଡେଣ୍ଟ
Read More...

ମହାପ୍ରଭୁଙ୍କ ବେଣ୍ଟ ନୀତି ସମ୍ପନ୍ନ

ପୁରୀ : ଫାଲଗୁନ ଶୁକ୍ଳ ଦ୍ୱାଦଶୀ ତିଥି ଅବସରରେ ଗତକାଲି ଶ୍ରୀମନ୍ଦିର ସ୍ୱତ୍ୱଲିପି ଅନୁଯାୟୀ ମହାପ୍ରଭୁଙ୍କ ଚତୁର୍ଥ ବେଣ୍ଟ ନୀତି ଶ୍ରୀଜଗନ୍ନାଥ ବଲ୍ଲଭ ପରିସରରେ ଥିବା ବେଣ୍ଟ ପୋଖରୀରେ ସମ୍ପନ୍ନ ହୋଇଯାଇଛି । ଶନିବାର ଶ୍ରୀବିଗହମାନଙ୍କର ମଙ୍ଗଳ ଆଳତି ସରିବା ପରେ ମହାଜନ ସେବକମାନେ ନୀତି
Read More...

ଇଟା ବୋଝେଇ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ, ଜଣେ ମୃତ

କାଶୀପୁର : କାଶୀପୁର ବ୍ଲକ ମାଣ୍ଡି ବିଶି ପଞ୍ଚାୟତ ଅନ୍ତର୍ଗତ କଳା ଗାଁ ରାସ୍ତାର ଧାଙ୍ଗଡ଼ିଦର ଗାଁ ନିକଟରେ ଏକ ଦୁଃଖଦ ଘଟଣା ଘଟିଛି । ଶନିବାର ସନ୍ଧ୍ୟାରେ ଏକ ଇଟା ବୋଝେଇ ଟ୍ରାକ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ଡ଼ିମିରିଭଟା ଗ୍ରାମର ଗୋବିନ୍ଦ ମାଝୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି
Read More...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀଙ୍କ ମୃତ୍ୟୁ ମାମଲା : ସରିଲା ପ୍ରୀତିମାନ ଓ ମାନସଙ୍କ ଲାଏ ଡିଟେକ୍ସନ୍‌ ଟେଷ୍ଟ୍‌

ଭୁବନେଶ୍ୱର/ବୁର୍ଲା/ବଲାଙ୍ଗିର : ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ପୁଲିସ ତଦନ୍ତକୁ ଜୋରଦାର କରିଛି । ଘଟଣାର ୬ ଦିନ ପରେ ବି ରହସ୍ୟ ଉନ୍ମୋଚନ ହୋଇପାରିନି । ପୁଲିସ ସବୁଆଡ଼ୁ ତଦନ୍ତକୁ ତ୍ୱରାନ୍ୱିତ କରିଛି । ଏକାଧିକ ଟିମ୍‌ ରାଜ୍ୟର ବିଭିନ୍ନ ସ୍ଥାନରେ
Read More...
error: Content is protected !!