ଜଙ୍ଗଲ ନିଆଁ ଲିଭାଇବାକୁ ଯାଇଥିବା ବେଳେ ଜଳିଗଲା ଜିପ୍
				ସୁନ୍ଦରଗଡ଼ : ଖରା ଆରମ୍ଭ ସହ ଏବେ ରାଜ୍ୟର ଏକାଧିକ ଜଙ୍ଗଲ ଜଳୁଛି । ଜଙ୍ଗଲ ନିଆଁକୁ ଲିଭାଇବାକୁ ଯାଇଥିବା ବନ ବିଭାଗର ଗାଡ଼ି ସେହି ଜଙ୍ଗଲ ନିଆଁରେ ଜଳି ଯାଇଛି । ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲାରେ । ସୂଚନା ଅନୁସାରେ ମଙ୍ଗଳବାର ଭବାନୀପୁର ଜଙ୍ଗଲରେ ନିଆଁ ଲାଗିଥିବା ଖବର ପାଇ ସଦର!-->…					
Read More...
				Read More...