Daily Archives

ଜେସିଆଇ ବଲାଙ୍ଗିର ସିଟି ଦ୍ୱାରା ‘ଡିୟର ଜିନ୍ଦେଗୀ’ କାର୍ଯ୍ୟଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜେସିଆଇ ବଲାଙ୍ଗିର ସିଟି ଦ୍ୱାରା 'ଡିୟର ଜିନ୍ଦେଗୀ' କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି । ସୃଷ୍ଟି ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ତର୍ଜାତୀୟ ପ୍ରଶିକ୍ଷକ ଜେସି ଜାକିର ହୁସେନ୍ ତାଙ୍କ ପ୍ରଭାବଶାଳୀ ବକ୍ତବ୍ୟ ଦ୍ୱାରା ୧୦୦ରୁ
Read More...

ଏସ୍‌ପିଏଲ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜିତ

ପୁଇଁନ୍ତଲା, (କେପିଏନ୍‌ଏସ୍‌) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ସାଉନ୍ତପୁର ଗ୍ରାମରେ ଇନଫୋ ସୋଲୁସନ ଦ୍ଵାରା ଆୟୋଜିତ ହୋଇଯାଇଛି ଧମାକା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଏସ୍‌ପିଏଲ୍ । ଏହି ଟୁର୍ଣ୍ଣାମେଣ୍ଟରେ ୫ଟି ଦଳ ଅଂଶଗ୍ରହଣ କରିଥିଲେ । ରୋହିତ ସୁନାଙ୍କ ଦଳ ବ୍ଲାକ୍ ଟାଇଗର, ଉଦୟନାଥ ସୁନାଙ୍କ ଦଳ
Read More...

ଜାତୀୟ ଛାତ୍ର ଅନୁସନ୍ଧାନ ସମ୍ମିଳନୀ ୨୦୨୨-୨୩ରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ବଲାଙ୍ଗିରର ସଫଳତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ବଲାଙ୍ଗିରର କମ୍ପ୍ୟୁଟର ସାଇନ୍ସ ବିଭାଗ ଗୁଜୁରାଟର ଗଣପତି ବିଶ୍ୱବିଦ୍ୟାଳୟ ଦ୍ୱାରା ଆସୋସିଏସନ୍ ଅଫ୍ ଇଣ୍ଡିଆନ୍ ୟୁନିଭର୍ସିଟି ମିଳିତ ସହଯୋଗରେ ଆୟୋଜିତ ଇଘଠଋଝଐଇଘ-୨୦୨୨-୨୩ ଜାତୀୟ ଛାତ୍ର ଅନୁସନ୍ଧାନ ସମ୍ମିଳନୀରେ ଉଲ୍ଲେଖନୀୟ
Read More...

ଗରିବସେନା ସଂଗଠନ ପକ୍ଷରୁ ମହୁଲ ଦରଦାମ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ସୀମାନ୍ତ ଅଞ୍ଚଳରେ ଅନେକ ଆଦିବାସୀ ଲୋକେ ବସବାସ କରନ୍ତି । ଅନେକ ପରିବାର ଜଙ୍ଗଲ ଜାତ ଦ୍ରବ୍ୟ ଉପରେ ନିର୍ଭର କରନ୍ତି । ଜଙ୍ଗଲ ଜାତ ଦ୍ରବ୍ୟକୁ ବିକ୍ରି କରି ନିଜ ପରିବାରର ଭରଣ ପୋଷଣ କରିଥାନ୍ତି
Read More...

୧୪ତମ ଆଦିବାସୀ କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଦଳର ଇନ୍ଦୋର ଅଭିମୁଖେ ଯାତ୍ରା

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ନେହେରୁ ଯୁବ କେନ୍ଦ୍ର ତରଫରୁ ୧୪ତମ ଆଦିବାସୀ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ପାଇଁ କନ୍ଧମାଳରୁ ଏକ ୨୦ ଜଣିଆ ଦଳ ମଧ୍ୟପ୍ରଦେଶର ଇନ୍ଦୋର ଅଭିମୁଖେ ଯାତ୍ରା କରିଛନ୍ତି । ଏହି ଅବସରରେ ବାଲିଗୁଡା ଟାଉନ ହଲ୍
Read More...

ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା : ୨ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଏକ ସଡକ ଦୁର୍ଘଟଣା ଘଟି ୨ ଜଣ ବ୍ୟକ୍ତି ଗୁରୁତର ଭାବେ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି । ଗୁରୁତର ଦୁଇ ଜଣ ବ୍ୟକ୍ତି ହେଲେ ବୌଦ୍ଧ ଜିଲ୍ଲା କଂଟାମାଲର ସଂଜୀବ ମଟାରୀ(୨୩) ଓ
Read More...

ଭାଲୁମୁଣ୍ଡାରେ ସମବାୟ ସମିତି ପକ୍ଷରୁ ଆର୍ଥିକ ସାକ୍ଷରତା ସଚେତନା ଶିବିର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭାଲୁମୁଣ୍ଡା ଗଙ୍ଗାଧର ମେହେର ଧର୍ମଶାଳାରେ ଆଜି ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ସମିତି ବ୍ୟାଙ୍କ ତରଫରୁ ଏକ ଆର୍ଥିକ ସାକ୍ଷରତା ସଚେତନା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବଲାଙ୍ଗିର ଜିଲ୍ଲା
Read More...

ଭାରତ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟ୍‌ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତ ଫାଇନାନ୍ସ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତମାନେ ୮୦ ହଜାର ଟଙ୍କା ସହ ମୋବାଇଲ ତଥା ଟାବ୍‌ଲେଟ ଓ ବାୟୋମେଟ୍ରିକ ସ୍କେନର ଲୁଟ୍‌ କରି ନେଇଛନ୍ତି । ଏ ସର୍ମ୍ପକରେ ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନାରେ ଅଭିଯୋଗ ହୋଇଥିବା ସୂଚନା ମିଳିଛି । ଥାନାରେ ହୋଇଥିବା
Read More...

ଆସନ୍ତା ୨୨ରୁ ପଦ୍ମପୁରରେ ବାସନ୍ତିକ ନବରାତ୍ରି ଓ ନବଦୁର୍ଗା ମୂର୍ତ୍ତି ପ୍ରତିଷ୍ଠା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବଡବନ୍ଧପଡ଼ା ଠାରେ ବାସନ୍ତିକ ନବରାତ୍ରି ଦୁର୍ଗାପୂଜା ଓ ନବଦୁର୍ଗା ମୂର୍ତ୍ତି ପ୍ରତିଷ୍ଠା ଉତ୍ସବ ଚଳିତ ମାସ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ୯ ଦିନ ବ୍ୟାପି ମହାସମାରୋହରେ ଅନୁଷ୍ଠିତ ହେବ । କାର୍ଯ୍ୟସୂଚୀ ଅନୁଯାୟୀ ଚଳିତ ଚୈତ୍ର ମାସ ୨୨ ତାରିଖ
Read More...

କନ୍ଧମାଳରେ ମାଆ ପାଟ୍ଟଖଣ୍ଡାଙ୍କ ପ୍ରସିଦ୍ଧ କାନ୍ଦୁଲ ଭଜା ଯାତ୍ରା ଅନୁଷ୍ଠିତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡରେ କୃଷି ଭିତ୍ତିକ ପ୍ରସିଦ୍ଧ କାନ୍ଦୁଲ ଭଜା ଯାତ୍ରା ଯଥା ରୀତିନୀତି ଅନୁଯାଇ ଆୟୋଜିତ ହୋଇଯାଇଛି । ଏହି ଅବସରରେ ବାଲିଗୁଡାର ଆରାଧ୍ୟ୍ୟ ଦେବୀ ମା'ପାଟଖଣ୍ଡା ଓ ବରାଳଦେବୀଙ୍କ ମୁଖ୍ୟ ପର୍ବ ହେଉଛି କାନ୍ଦୁଲ
Read More...