Daily Archives

ବଲାଙ୍ଗିର ଜିଲ୍ଲା ସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ

– ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଗୋଷ୍ଠୀ ସହଭାଗିତା ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଭୀମ ଭୋଇ ମେଡିକାଲ କଲେଜ ପ୍ରେକ୍ଷାଳୟଠାରେ ବଲାଙ୍ଗିର ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ବଲାଙ୍ଗିର ଜିଲ୍ଲାର ଜାମପଦର ଗାଁଠାରେ ଗଛର ଡାଳ ପଡି ଜଣେ ବ୍ୟକ୍ତି ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡ଼ିକାଲରେ ଭର୍ତ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଜାମପଦର ଗାଁଠାରେ ଗଛର ଡାଳ ପଡି ଜଣେ ବ୍ୟକ୍ତି ଗୁରୁତର ଅବସ୍ଥାରେ ବଲାଙ୍ଗିର ମେଡ଼ିକାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି । ଗୁରୁତର ବ୍ୟକ୍ତି ଜଣକ ହେଲେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଜାମପଦର ଗାଁର ନରହରି ହତୀ(୪୩) । ସୂଚନା
Read More...

ଦାଦନ ଖଟିବାକୁ ଯାଇ ଫେରିଲେ ଶବ ହୋଇ

କଳାହାଣ୍ଡି, (ପ୍ରଦିପ କୁମାର ସାହୁ) : ରାଜ୍ୟରେ ଦାଦନ ଶ୍ରମିକ ସମସ୍ୟା ଦିନକୁ ଦିନ ବଢି ଚାଲିଛି ସିନା ଥମିବାର ନାଁ ଧରୁନାହିଁ । କିଏ ଶବ ହୋଇ ଫେରିଛନ୍ତି ତ' ଆଉ କାହାର ଶବକୁ ଅନ୍ୟ ରାଜ୍ୟରେ ଅର୍ଥ ଅଭାବରୁ ଅନ୍ତିମ ସଂସ୍କାର କରାଯାଉଛି । ଏଭଲି ଏକ ହୃଦୟ ବିଦାରକ ଅଘଟଣ ଦେଖିବାକୁ ମିଳିଛି
Read More...

ପଖନମୁଣ୍ଡା ବିଦ୍ୟାଳୟରେ ବିଶ୍ୱ ବନ ଦିବସ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ବନାଞ୍ଚଳ ଓ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ପଖନମୁଣ୍ଡାରେ ବିଶ୍ୱ ବନ ଦିବସ ଆଜି ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକୃତିବନ୍ଧୁ ବିରଂଚି ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ
Read More...

ବିଶ୍ୱ ଜଙ୍ଗଲ ଦିବସ ଓ କବିତା ଦିବସ ପାଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମାର୍ଚ୍ଚ ୨୧ ବିଶ୍ୱ ଜଙ୍ଗଲ ଦିବସ ଓ ବିଶ୍ୱ କବିତା ଦିବସ ପାଳନ ଅବସରରେ ସବୁଜ ଡେଲାଙ୍ଗ ଟ୍ରଷ୍ଟର ଅଧ୍ୟକ୍ଷ ପ୍ରକୃତି ମିତ୍ର ଆଇନଜୀବୀ ହୃଷୀକେଶ ପାଢ଼ୀ ଓ ପୂର୍ବତନ ବ୍ୟାଙ୍କ ମ୍ୟାନେଜର ନିତ୍ୟାନନ୍ଦ ସ୍ୱାଇଁ ରେଂଜ ସ୍ଥିତ ବିଦ୍ୟୁତ ସେବାକେନ୍ଦ୍ର,
Read More...

ବରକେରା ବିଦ୍ୟାଳୟରେ ବିଶ୍ଵ ବନ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ବିଶ୍ଵ ବନ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର ପଞ୍ଚସଖାଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରାଯାଇ ପଞ୍ଚସଖାଙ୍କ
Read More...

ଅନୁଦିତ କୋସଲି କବିତା ସଂକଲନ୍‌ର ମୁକ୍‌ଲାନ ଉଛବ୍‌ ଅନୁଷ୍ଠିତ୍‌

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅନୁଦିତ କୋସଲି କବିତା ସଂକଲନର ମୁକ୍‌ଲାନ ଉଛବ୍‌ ଗଲା ୧୯ ତାରିଖ ଦିନେ ବଲାଙ୍ଗିର ସାମ୍ବାଦିକ ଭବନ ନେ ଅନୁଷ୍ଠିତ୍‌ ହେଇଯାଇଛେ । କବି ଡ. ଏନ୍‌ ଗୋପୀ, କବି କେ. ଶିବା ରେଡ୍ଡି, କବି କେରେ ଜଗ୍‌ଦିଶଙ୍କର ଚାଏର୍‌ଟା ତେଲ୍‌ଗୁ କବିତା ବହିର କୋସଲି ଅନୁବାଦ କରି
Read More...

ଜଙ୍ଗଲ ନିଆଁକୁ ରୋକିବା ପାଇଁ ବନ ବିଭାଗ ଦ୍ୱାରା ସାମିଲ୍ ହେଲେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଜଙ୍ଗଲ ନିଆଁକୁ କେମିତି ଆୟତ୍ତ କରିହେବ ଏବଂ ମୂଲ୍ୟବାନ ଗଛ ସହ ଜୀବଜନ୍ତୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ ବିଭାଗ ପକ୍ଷରୁ ସବୁ ବନଖଣ୍ଡରେ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି । ଏହାରି ଭିତରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ
Read More...

ଆମ ହସ୍ପିଟାଲ ଯୋଜନାର ତ୍ୱରିତ କାର୍ଯ୍ୟାନ୍ୱୟନ ଉପରେ ଗୁରୁତ୍ୱ

ପ୍ରକଳ୍ପର ପ୍ରଶାସନିକ ଅନୁମୋଦନ କ୍ଷମତା ଜିଲ୍ଲାପାଳଙ୍କୁ ପ୍ରଦାନକ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ୱୟନ ଓ ତଦାରଖ ପାଇଁ ଜିଲ୍ଲା କମିଟି ଗଠନ ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ୫-ଟି ନୀତି ଅନୁସାରେ ପ୍ରଣିତ ଆମ ହସ୍ପିଟାଲ ଯୋଜନା ଅନ୍ତର୍ଭୁକ୍ତ ହସ୍ପିଟାଲ ଗୁଡିକର ରୂପାନ୍ତରଣ କାର୍ଯ୍ୟ
Read More...

ଗଣ୍ତାବାହାଲିଠାରେ ମା’ ତାରିଣୀଙ୍କ ଚୈତ୍ର ପର୍ବ ପାଳିତ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଗଣ୍ତାବାହାଲି ତାରିଣୀ ପୀଠରେ ଆନନ୍ଦ ଉଲ୍ଲାସରେ ମା' ତାରିଣୀଙ୍କ ଚୈତ୍ର ପର୍ବ ପାଳିତ ହୋଇଯାଇଛି । ବହୁ ଦୂରଦୂରାନ୍ତରୁ ଭକ୍ତ ଓ ଶ୍ରଦ୍ଧାଳୁମାନେ ଆସି ମା'ଙ୍କ ପାଖରେ ପୂଜାର୍ଚ୍ଚନା କରିବା ସହ ମାନସିକ ପୂରଣ
Read More...