Daily Archives

ବରପାଲିପଡାରେ ଯୁବକଙ୍କୁ ଛୁରୀ ଭୁସିବା ଘଟଣାରେ ଜେଲ୍‌ ଗଲା ଅଭିଯୁକ୍ତ ସଦାନନ୍ଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ଅର୍ନ୍ତଗତ ବରପାଲିପଡା ଠାରେ ଗତ ୨୫ ତାରିଖ ଦିନ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ମାନେ ଛୁରୀ ଭୁସି ଘଟଣାସ୍ଥଳରୁ ଫେରାର୍‌ ମାରିଥିଲେ । ଫଳରେ ଗୁରୁତର ଅବସ୍ଥାରେ ଯୁବକ ଜଣକ ପ୍ରଥମେ ବଲାଙ୍ଗିର ଭୀମ ଭୋଇ ମେଡିକାଲ ଓ ପରେ ବୁର୍ଲାକୁ
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଷଷ୍ଠ ସଂଧ୍ୟା : ଭଲ ବହି ଭଲ ମଣିଷ ତିଆରି କରିବାର କ୍ଷମତା ବହନ କରିଥାଏ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଆନୁକୂଲ୍ୟରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଦ୍ୱାରା ଆୟୋଜିତ ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଷଷ୍ଠ ସଂଧ୍ୟାରେ ମଂଚାସୀନ ଅତିଥିମାନେ ଭଲ ବହି ଭଲ ମଣିଷ ତିଆରି କରିବାର କ୍ଷମତା ବହନ କରିଥାଏ ବୋଲି
Read More...

ସ୍ଥାୟୀ ଜୀବନଶୈଳୀ ଓ ଶକ୍ତି ସଂରକ୍ଷଣ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ସେକ୍ଟର ୬ ସରକାରୀ ଉତ୍କୃଷ୍ଟ ଉଚ୍ଚ ବିଦ୍ୟାଳୟଠାରେ ସ୍ଥାୟୀ ଜୀବନଶୈଳୀ ଓ ଶକ୍ତି ସଂରକ୍ଷଣ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁସ୍ମିତା
Read More...

ଡେଲାଙ୍ଗରେ ଓଡ଼ିଶା ଆଦିବାସୀ ମହୋତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ଆକ୍ସନ ଆନୁକୂଲ୍ୟରେ ଓ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ସହାୟତାରେ ବୁଧବାର ଶ୍ରୀପୁରୁଷୋତ୍ତମ ହାଇସ୍କୁଲ୍‌ ପରିସରରେ ଓଡିଶା ଆଦିବାସୀ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ମହୋତ୍ସବରେ ପ୍ରଧାନ ଶିକ୍ଷକ
Read More...

ଶାରଳା ସାଂସ୍କୃତିକ ପରିଷଦର ୫୨ତମ ବାର୍ଷିକୋତ୍ସବ ଓ ଆଲୋଚନାଚକ୍ର

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୬ ଶାରଳା ସାଂସ୍କୃତିକ ପରିଷଦର ୫୨ତମ ବାର୍ଷିକୋତ୍ସବ ଓ ଆଦିକବି ସାରଳା ଦାସ, ଶାରଳା ସାହିତ୍ୟ ଓ ଶାରଳା ଠାକୁରାଣୀଙ୍କ ସଂପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଆର୍ତ୍ତ ଭଞ୍ଜନ ମଲ୍ଲିକଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ
Read More...

ଗାଈବାହାଲରେ ନବାହ ରାମାୟଣ ପାରାୟଣ ପାଇଁ କଳସ ଯାତ୍ରା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଗାଈବାହାଲରେ ଗୁରୁବାର ଦିନରୁ ହେବାକୁ ଥିବା ଶ୍ରୀରାମ ନବମୀ ଉପଲକ୍ଷେ ନବାହ ପାରାୟଣ ପାଇଁ ବୁଧବାର ସନ୍ଧ୍ୟାରେ କଳସ ଯାତ୍ର ଏବଂ ଅଧିବାର ଅନୁଷ୍ଠିତ ହୋଇଯାଇଛି । ଗୁରୁବାର ଦିନରୁ ୯ ଦିନ ଧରି ୭ ତାରିଖ ପର୍ଯ୍ୟନ୍ତ ଶ୍ରୀ ତୁଳସୀ ଦାସ କୃତ ଏବଂ
Read More...

କଂଟାବାଂଜି ଅତିରିକ୍ତ ଜିଲ୍ଲା ଦୌରାଜଜ୍‌ଙ୍କ ରାୟ : ନାବାଳକ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ଥାନା କମେଇମୁଣ୍ଡା ପଂଚାୟତ ପଣ୍ଡରେନ ଗ୍ରାମର ଜଣେ ନାବାଳକକୁ ସେହି ଗାଁର ଜିତେନ ପୋଢ ଗତ ୨୦୨୧ ମସିହାରେ ଜାମକି ରାସ୍ତାର ପୋଖରୀ ନିକଟରେ ଗୋଡେଇ ଗୋଡେଇ ହତ୍ୟା କରିଥିଲେ । ଏହି ହତ୍ୟା ପରେ ଅଭିଯୁକ୍ତ କଂଟାବାଂଜି ଉପକାରାଗାରରେ
Read More...

ରେନବୋ କ୍ୟାମ୍ପରେ ବଲାଙ୍ଗିରର କୃତିତ୍ୱ : ୨ ସ୍ୱର୍ଣ୍ଣ ଓ ୨ ରୋପ୍ୟ ହାସଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭୁବନେଶ୍ୱର ସ୍ଥିତ ଭାରତ ସ୍କାଉଟ ଗାଇଡ୍ ଭବନରେ ରାଜ୍ୟସ୍ତରୀୟ ରେନବୋ କ୍ୟାମ୍ପ ଇନ୍ଦ୍ରଧନୁ ଶିବିରରେ ଗାଇଡ୍ କ୍ୟାପନେଟ୍ କସ୍ତୁରୀ ରଥ ଏବଂ ସ୍କାଉଟ ମାଷ୍ଟର ବିନୋଦ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ବଲାଙ୍ଗିର ଜିଲ୍ଲାର ୧୭ ସ୍କାଉଟ ଓ ଗାଇଡ୍ୟୋଗ ଦେଇଥିଲେ ।
Read More...

ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଜୋରିମାନା

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ଶୁଣାଇଛନ୍ତି ଦଣ୍ଡବିଧାନ । ବୁଧବାର ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ମାମଲାର ଅଭିଯୁକ୍ତ ବଶିଷ୍ଠ ଦିଗାଲ(୩୫)ଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ସଶ୍ରମ କାରାଦଣ୍ଡ ସହ
Read More...

ମଦନପୁରଠାରେ ଦିନିକିଆ ସମବାୟ ବ୍ୟାଙ୍କିଙ୍ଗ ଓ ଋଣ କର୍ମଶାଳା ଅନୁଷ୍ଠିତ

କଳାହାଣ୍ଡି, (ପ୍ରଦିପ କୁମାର ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକଠାରେ ଆଜି ପେସ୍କ ସଭାପତି ହରି ମହନନ୍ଦଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ
Read More...