Monthly Archives

March 2023

ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ପରିଚିତ ଏବଂ ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ

ଭୁବନେଶ୍ୱର : ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ପରିଚିତ ଏବଂ ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ । ଡାକ୍ତରଙ୍କ ଅହରହ ଚେଷ୍ଟା, ସାଢ଼େ ୪ କୋଟି ଓଡ଼ିଆଙ୍କ ଭଲପାଇବା ଏବଂ ପ୍ରାର୍ଥନା ସତ୍ୱେ ସମସ୍ତଙ୍କୁ ଛାଡ଼ି ଚାଲି ଯାଇଛନ୍ତି ପିଣ୍ଟୁ ନନ୍ଦ । ବୁଧବାର ବିଳମ୍ବିତ ରାତି ପ୍ରାୟ ୧୧ଟା ୨୫ରେ
Read More...

ଆଞ୍ଚଳିକ ଲୋକ କଳା ଉତ୍ସବ ଓ ପ୍ରତିଧ୍ୱନି ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ

ଖୋର୍ଦ୍ଧା, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ଜିଲ୍ଲା ଜଟଣୀଠାରେ ଆଞ୍ଚଳିକ ଲୋକ କଳା ଉତ୍ସବ ଓ ପ୍ରତିଧ୍ୱନି ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଜଗଦୀଶ ପ୍ରସାଦ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅତିଥି ରୂପେ ରାଜ୍ୟ ସଭା ସାଂସଦ ମୁନା ଖାଁ, ବିଜେଡି ଜିଲ୍ଲା ସଭାପତି
Read More...

ସଡ଼କ ଦୁର୍ଘଟଣାରେ ବଲାଙ୍ଗିର ଡିଆଇପିଆର୍‌ଓ କାର୍ଯ୍ୟାଳୟ କର୍ମଚାରୀ ଆହତ

ବଲାଙ୍ଗିର, (କେପିଏନ୍‌ଏସ୍) : ସଡ଼କ ଦୁର୍ଘଟଣାରେ ବଲାଙ୍ଗିର ଡିଆଇପିଆର୍‌ଓ କାର୍ଯ୍ୟାଳୟ କର୍ମଚାରୀ ରାଜେନ୍ଦ୍ର ମେହେର ଓ ତାଙ୍କ ପତ୍ନୀ ଆହତ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଆଜି ସଂନ୍ଧ୍ୟା ସମୟରେ ଏକ ବାହାଘର କାର୍ଯ୍ୟକ୍ରମରେ ଯୋଗଦେଇ ବାଇକ୍ ଯୋଗେ ଶ୍ରୀ ମେହେର ସପତ୍ନୀକ ଫେରୁଥିବା
Read More...

ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ରାଜେଶ ମଲହୋତ୍ରା

ଭୁବନେଶ୍ୱର, (ପିଆଇବି) : ରାଜେଶ ମଲହୋତ୍ରା ଆଜି ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତକାଲି ଏହି ପଦବୀରୁ ସତ୍ୟେନ୍ଦ୍ର ପ୍ରକାଶ ଅବସର ଗ୍ରହଣ କରିବା ପରେ ଶ୍ରୀ ମଲହୋତ୍ରା ତାଙ୍କ ସ୍ଥାନରେ ଯୋଗ ଦେଇଛନ୍ତି । ୧୯୮୯ ବ୍ୟାଚର
Read More...

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ର ପ୍ରତିଷ୍ଠା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଶାନ୍ତିପଡାସ୍ଥିତ ସିଆର୍‌ପିଏଫ୍‌ର ମୁଖ୍ୟ କାର୍ଯ୍ୟାଳୟଠାରେ ମହାସମାରୋହରେ ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କମାଣ୍ଡାଣ୍ଟ ପୱନ କୁମାର ତିୱାରୀଙ୍କ ନେତୃତ୍ୱରେ କ୍ୱାର୍ଟର ଗାର୍ଡରେ ପତାକା ଉତ୍ତୋଳନ
Read More...

ମହୀମୁଣ୍ଡା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

ମହୀମୁଣ୍ଡା, (କେପିଏନ୍‌ଏସ୍‌) : ଆଜି ମହୀମୁଣ୍ଡା ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁନୀଲ କୁମାର ଭୋଇଙ୍କ ସଭାପତିତ୍ୱରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ପୁଇଁତଲା ବ୍ଲକ ଶିକ୍ଷାଧିକାରୀ ଲୋକନାଥ ସୁନା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଅଭିଭାଷଣରେ
Read More...

ରୁଗୁଡିପଡା ଦୁର୍ଗାପୂଜା ଟ୍ରଷ୍ଟର ଉପଦେଷ୍ଟା ତଥା ମାର୍ଗଦର୍ଶକ ସ୍ୱର୍ଗତ ବିଶ୍ୱଜିତ ନାୟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଶିଷ୍ଟ ସମାଜସେବୀ ପୂର୍ବତନ କ୍ରିକେଟ ଖେଳାଳୀ ରୁଗୁଡିପଡା ଦୁର୍ଗାପୂଜା ଟ୍ରଷ୍ଟର ଉପଦେଷ୍ଟା ପୂର୍ବତନ ଟାକ୍ସବାର ଆସୋସିଏସନର ସଭାପତି ସ୍ୱର୍ଗତ ବିଶ୍ୱଜିତ ନାୟକଙ୍କ ଦ୍ୱାଦଶାହରେ ବଲାଙ୍ଗିର ରୁଗୁଡିପଡା ଦୁର୍ଗାମଣ୍ଡପଠାରେ ଦୁର୍ଗାପୂଜା ଟ୍ରଷ୍ଟ ଆନୁକୂଲ୍ୟରେ
Read More...

ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ଭଟଲି ବ୍ଲକ ନୂଆପଲି ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା ସେହି ଗ୍ରାମର ସିନ୍ଧୁ ବନ୍‌ଛୋର(୭୫) ବାର୍ଦ୍ଧକ୍ୟ ଗତ କାରଣରୁ ଆଜି ଭୋରରୁ ମୃତ୍ୟୁବରଣ କରିଥିଲେ । ହେଲେ ତାଙ୍କର କେହି ନିଜ ଲୋକ ନଥିବାରୁ, ତାଙ୍କ ବାସଭବନରେ ଦୀର୍ଘ ସମୟ ଧରି
Read More...

ନେତାଜୀ ଉଚ୍ଚ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ କଟାବାହାଲ ସ୍ଥିତ ନେତାଜୀ ଉଚ୍ଚ ବିଦ୍ୟାଳୟରେ ଆଜି ସୁଦର୍ଶନ ବାରିକଙ୍କ ସଭାପତିତ୍ୱରେ ପ୍ରଧାନ ଶିକ୍ଷକ ଚନ୍ଦ୍ରଭାନୁ ବଢେଇଙ୍କ ଉଦ୍ଦେଶ୍ୟରେ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ
Read More...

ବଲାଙ୍ଗିର ସଦର ବ୍ଲକର ଜିପିଓ ଦାମୋଦର ଦାସଙ୍କୁ ଅବସର ସମର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକର ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଦାମୋଦର ଦାସଙ୍କୁ ଅବସର ସମର୍ଦ୍ଧନା ବ୍ଲକ ପରିସରରେ ଜ୍ଞାପନ କରାଯାଇଛି । ଶ୍ରୀ ଦାସ ୩୭ବର୍ଷ ନିଷ୍ଟା ସହିତ କାର୍ଯ୍ୟ ସୁଚାରୁ ରୂପେ ତୁଲାଇ ଥିଲେ । ତାଙ୍କର କାର୍ଯ୍ୟ ମୁରିବାହାଲ, ଗୁଡଭେଲା,
Read More...