Monthly Archives

March 2023

ଗ୍ୟାସ୍ ସିଲିଣ୍ଡର ଫାଟି ୪ ଅଗ୍ନିଶମ କର୍ମଚାରୀ ଗୁରୁତର

ସମ୍ବଲପୁର : ଚାଉଁପୁରସ୍ଥିତ ଏକ ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଗ୍ୟାସ୍ ସିଲିଣ୍ଡର ଫାଟିଯିବା ଫଳରେ ଦୋକାନରେ ନିଆଁ ଲାଗିଯାଇଥିଲା । ଖବର ପାଇ ନିଆଁକୁ ଆୟତ୍ତ କରିବା ବେଳେ ସିଲିଣ୍ଡର ବିସ୍ଫୋରଣ ହେବାରୁ ୪ ଜଣ ଅଗ୍ନିଶମ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ସୂଚନାନୁଯାୟୀ,
Read More...

ସକାଳ ୬ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଖୋଲା ରହିବ କୋଣାର୍କ ମନ୍ଦିର

କୋଣାର୍କ : ପରିବର୍ତ୍ତନ ହେଲା ସୂର୍ଯ୍ୟ ମନ୍ଦିର ପରିଦର୍ଶନ ସମୟ । ଆଜିଠୁ ସନ୍ଧ୍ୟା ସାତଟାରେ ବନ୍ଦ ହେବ କୋଣାର୍କ ମନ୍ଦିର । ପର୍ଯ୍ୟଟକଙ୍କ ପାଇଁ ମାର୍ଚ୍ଚ ୧ରୁ ସକାଳ ୬ଟାରୁ ସୂର୍ଯ୍ୟ ମନ୍ଦିର ମୁଖ୍ୟଦ୍ୱାର ଖୋଲରହି ସନ୍ଧ୍ୟା ୭ଟାରେ ବନ୍ଦ ହେବ । ପୂର୍ବରୁ ସନ୍ଧ୍ୟା ୬ ଟାରେ ସୂର୍ୟ୍ୟ ମନ୍ଦିର
Read More...

ଦିନ ୧୧ଟାରୁ ୩ଟା ଶ୍ରମିକଙ୍କ କାମ ବନ୍ଦ

ଭୁବନେଶ୍ୱର : ଏପ୍ରିଲ୍‌ ମାସରେ ରୌଦ୍ରତାପ ବୃଦ୍ଧିକୁ ଦୃଷ୍ଟିରେ ରଖି ଅଂଶୁଘାତ ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ । ଏଣୁ ଏପ୍ରିଲ୍‌ ପହିଲାରୁ ଜୁନ୍‌ ୧୫ ତାରିଖ ପର୍ଯ୍ୟନ୍ତ ସକାଳ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ ଖରାରେ କାମ କରିବେ ନାହିଁ । ଏଥିପାଇଁ ଶ୍ରମ ଓ କର୍ମଚାରୀ
Read More...

ମହାଶକ୍ତି ଫାଉଣ୍ଡେସନ ତରଫରୁ ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପ୍ରାରମ୍ଭିକ ପ୍ରଶିକ୍ଷଣ…

ଯୋଗ ଦେଲେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମ.ରାମପୁର, (ହେମନ୍ତ ସାହୁ) : ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଓ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତାରେ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ ମ.ରାମପୁର ବ୍ଲକର ଦେଢ଼ସୁଲି,
Read More...

ଆଞ୍ଚଳିକ ଓଡିଶା ଇତିହାସ କଂଗ୍ରେସ ଅଧିବେଶନ ୨୦୨୩ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ, ରାଉରକେଲାର ଇତିହାସ ବିଭାଗର ଆନୁକୂଲ୍ୟରେ ଆଞ୍ଚଳିକ ଓଡିଶା ଇତିହାସ କଂଗ୍ରେସ ଅଧିବେଶନ ୨୦୨୩ର ଓଡିଶା ଜନଜାତିଙ୍କ ସାଂସ୍କୃତିକ ଜୀବନ : ସେମାନଙ୍କ କଳା ଓ କାରିଗରି ବିଦ୍ୟା, ଏକ ଅବଲୋକନ ସଂପର୍କରେ ଆଲୋଚନାଚକ୍ର
Read More...

ମ୍ୟୁନିସିପାଲ ମହାବିଦ୍ୟାଳୟରେ ଜାତୀୟ ସଡକ ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ମ୍ୟୁନିସିପାଲ ମହାବିଦ୍ୟାଳୟରେ ଜାତୀୟ ସଡକ ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଭାରତ ସରକାରଙ୍କ ସଡକ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ସହଯୋଗରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆଦର୍ଶ ଓ ରାଜ୍ୟ ପରିବହନ କତ୍ତୃପକ୍ଷଙ୍କ ପକ୍ଷରୁ ଏହି
Read More...

ଲୁହାସିଂହା ସର୍ବୋଦୟ ନୋଡାଲ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ସର୍ବୋଦୟ ନୋଡାଲ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ସର୍ବୋଦୟ ନୋଡାଲ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରାଧାକାନ୍ତ ସୁଆରଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ବିଜ୍ଞାନ ଦିବସରେ କିଶୋର
Read More...

ଗଞ୍ଜାମ ସହରର ପ୍ରସିଦ୍ଧ ଝାମିଯାତ୍ରା ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଅବସ୍ଥିତ ଥିବା ପ୍ରସିଦ୍ଧ ମା' ଏଲାମ୍ମା ମନ୍ଦିରରେ ଚଳିତ ବର୍ଷ ଝାମିଯାତ୍ରା ମହାଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରଦ୍ଧାଳୁମାନେ ଡହ ଡହ ନିଆଁରେ ଚାଲିଥିବା ଦେଖିବାକୁ ମିଳିଥିଲା । ଏହା ଦେଖିବା ପାଇଁ ହଜାର ହଜାର
Read More...

ସାଇ ଏଡୁକେୟାର୍ ଫାଉଣ୍ଡେସନର ବିଦ୍ୟାଳୟାର ଜାତୀୟ ବିଜ୍ଞାନ ଦିବସ ପାଳିତ

ସୋହେଲା, (କେପିଏନ୍‌ଏସ୍‌) : ସୋହେଲା ବ୍ଲକ ଜାମପାଲି ସ୍ଥିତ ସାଇ ଏଡୁକେୟାର୍ ଫାଉଣ୍ଡେସନର ବିଦ୍ୟାଳୟଠାରେ ଜାତୀୟ ବିଜ୍ଞାନ ଦିବସ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ପ୍ରତିଷ୍ଠାତା ଟେକଚାନ୍ଦ ଦୁଆନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

କୁଲୁବାହାଲ ହାଇସ୍କୁଲଠାରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ଅନୁଷ୍ଠିତ

ମୁରିବାହାଲ, (କେପିଏନ୍‌ଏସ୍‌) : ମୁରିବାହାଲ ବ୍ଲକ ସ୍ଥିତ କୁଲୁବାହାଲ ହାଇସ୍କୁଲଠାରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଘୁନାଥ ଗିରି ସଭାପତିତ୍ୱ କରି ଛାତ୍ରଛାତ୍ରୀଙ୍କୁ ପୁସ୍ତକ ମନସ୍କ ହୋଇ ବାରମ୍ବାର ପୁସ୍ତକ
Read More...