ଆମପାଣି ଘାଟିରେ ବାଇକ୍କୁ ଧକ୍କା ଦେଲା ଟ୍ରକ : ୧ ଗୁରୁତର
କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଦେଇ ଯାଇଥିବା ଜାତୀୟ ରାଜପଥ ୨୬ ଆମପାଣି ଘାଟିର କୁସୁମଜୋର ବୁଲାଣିରେ ଆଜି ସକାଳୁ ଏକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଟ୍ରକ ଧକ୍କାରେ ବାଇକ ଚୁରମାର ହେବା ସହ ବାଇକ ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣା ପରେ ଟ୍ରକ ଛାଡି ଡ୍ରାଇଭର!-->…
Read More...
Read More...