Monthly Archives

March 2023

ପାଟଲିପଡା ଜଳେଶ୍ବର ବାବା ମନ୍ଦିରରୁ ଚୋରି ଅଭିଯୋଗ

ମନମୁଣ୍ଡା : ମନମୁଣ୍ଡା ଥାନା ପାଟଲିପଡା ଜଳେଶ୍ବର ବାବା (ଶିବ) ମନ୍ଦିରରୁ ମଙ୍ଗଳବାର ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁସାରେ ମନ୍ଦିରର ତାଲା ଭାଙ୍ଗି ପିତ୍ତଳର ହରଗୌରୀ ମୂର୍ତ୍ତି ୨ ଟା, ପିତ୍ତଳ ଗଡୁ ୩ ଟା, ପିତ୍ତଳ ଥାଳି ୪ ଟା, ଘଣ୍ଟ ୩ ଟା, ଶଙ୍ଖ ଗୋଟାଏ, ପିତ୍ତଳ ଗାମଲା
Read More...

ହରିଣ ମାଂସ ଜବତ, ୧ ଗିରଫ

ଠାକୁରମୁଣ୍ଡା : ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଅନ୍ତର୍ଗତ ଠାକୁରମୁଣ୍ଡା ବ୍ଲକ ସାତକୋଶିଆ ବନ୍ୟପ୍ରାଣୀ ବନାଞ୍ଚଳରୁ ହରିଣ ମାଂସ ଜବତ କରିବା ସହିତ ଜଣେ ଶିକାରୀକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଘଟଣାରୁ ପ୍ରକାଶ ଯେ, ସାତକୋଶିଆ ନିକଟବର୍ତ୍ତୀ ଦ୍ୱାରସୁଣୀ କଣ୍ଟିକାଣୀ ସାହିର
Read More...

ଟିପ୍ପର ଧକ୍କାରେ ୬ ମଇଁଷି ମୃତ

ମାଲକାନଗିରି : ମାଲକାନଗିରି ମୋଟୁ ୩୨୬ ନଂ ଜାତୀୟ ରାଜପଥ ଉପରେ ଟିପ୍ପର ଗାଡ଼ି ଧକ୍କାରେ ୬ ମଇଁଷି ମୃତ୍ୟୁ ଘଟିଛି । ଏଥି ସହ ୨ ମଇଁଷି ଗୁରୁତର ଆହତ ହୋଇଛି । ମାଲକାନଗିରି ସଦର ବ୍ଲକ ସିନ୍ଧ୍ରିମାଳ ପଞ୍ଚାୟତ ସୋରିଷମାଳା ଗ୍ରାମ ନିକଟ ରାଜରାସ୍ତା ଉପରେ ଟିପ୍ପର ଧକ୍କାରେ ମଇଁଷି ପଡିଥିବା
Read More...

କେନ୍ଦୁଝରର କଣ୍ଢେଇ ନାଚର ସାଧକ ମାଗୁଣି କୁଅଁର ରାଷ୍ଟ୍ରପତିଙ୍କ ହାତରୁ ଗ୍ରହଣ କଲେ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ : ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ଉତ୍ସବରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ ପଦ୍ମ
Read More...

ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀ ଗିରଫ

ଠାକୁରମୁଣ୍ଡା : ଶିମିଳିପାଳ ଅଭୟାରଣ୍ୟ ଭିତରେ ପ୍ରବେଶ କରିଥିବା ବେଳେ ଜଣେ ସନ୍ଦିଗ୍ଧ ଶିକାରୀ ରୋହିଦାସ ଟୁଡୁ (୩୫)ଙ୍କୁ ବନ୍ୟପ୍ରାଣୀ ବନ ବିଭାଗ ଗିରଫ କରିବାରେ ସକ୍ଷମ ହୋଇଛି । ୨୧ ତାରିଖ ଅପରାହ୍ଣରେ ଉପର ବାରହାକାମୁଡା ବନାଞ୍ଚଳରେ କୁକୁର ଭୋକିବା କାରଣରୁ ପେଟ୍ରୋଲିଂ କରୁଥିବା ଟିମ
Read More...

ଡ୍ରାଇଭର ଓ ହେଲପରକୁ ବାନ୍ଧି ହାଇୱା ଗାଡି ଲୁଟ୍ ଅଭିଯୋଗ

ଚମ୍ପୁଆ : ଚମ୍ପୁଆ ଥାନା ଅନ୍ତର୍ଗତ ରଘୁଆଳ ସାହି ଓଭରବ୍ରିଜ ନିକଟରୁ ମଙ୍ଗଳବାର ରାତିରେ ଏକ ହାଇୱା ଗାଡ଼ି ଲୁଟ୍ ହୋଇଥିବା ନେଇ ଗାଡ଼ିର ଡ୍ରାଇଭର ଚମ୍ପୁଆ ଥାନାରେ ଅଭିଯୋଗ କରିଛନ୍ତି । ସୂଚନା ଅନୁସାରେ ଜ୍ୟୋତିପୁର ଗ୍ରାମର ଡ୍ରାଇଭର ସନୁ ନାଏକ ପ୍ରତିଦିନ ଭଳି ମଙ୍ଗଳବାର ରାତି ପ୍ରାୟ
Read More...

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଗତକାଲି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତକାଲି ପୂର୍ବାହ୍ନରେ କଳିଙ୍ଗ ଷ୍ଟାଡିୟମ ପରିସରରେ ବିଭିନ୍ନ କ୍ରୀଡ଼ା ଶୃଙ୍ଖଳ ଛାତ୍ରୀ, ବିଭାଗର ମହିଳା କର୍ମଚାରୀ ଓ
Read More...

ମା’ ବୁଢ଼ି ଠାକୁରାଣୀ ଯାତ୍ରା ପାଇଁ ଚାଲୁ ରହିଛି ଅସ୍ଥାୟୀ ମଣ୍ଡପ ନିର୍ମାଣ କାର୍ଯ୍ୟ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡ) : ମା' ବୁଢ଼ି ଠାକୁରାଣୀଙ୍କ ଯାତ୍ରା ପାଇଁ ଅସ୍ଥାୟୀ ମଣ୍ଡପ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି । ଛାମୁଣ୍ଡିଆ ନିର୍ମାଣ ପାଇଁ କାଠ ପହଞ୍ଚିଛି । ଦେଶୀବେହେରାଙ୍କ ତରଫରୁ ଅସ୍ଥାୟୀ ମଣ୍ଡପ ଏବଂ ସମ୍ମୁଖ ଏକ ବଖରା ଛାମୁଣ୍ଡିଆ ନିର୍ମାଣ କାର୍ଯ୍ୟ ଚାଲୁ
Read More...

୨୬ରେ ମୁଖ୍ୟମନ୍ତ୍ରୀଙ୍କ ୫ ଘଣ୍ଟିଆ ଗଞ୍ଜାମ ଗସ୍ତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରାୟ ୧୦ ମାସ ବ୍ୟବଧାନରେ ଗଞ୍ଜାମ ଜିଲ୍ଲାକୁ ପୁଣି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ୨୬ ତାରିଖରେ ନିଜ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ହିଞ୍ଜିଳିକାଟୁ ସମେତ କବିସୂର୍ଯ୍ୟନଗର ଓ ଛତ୍ରପୁରଠାରେ ସେ ୩ଟି ସମାବେଶରେ ଯୋଗ ଦେବେ ।
Read More...

‘ଇ-ନାମ’ ମଣ୍ଡି ମାଧ୍ୟମରେ ଅନ୍ତଃରାଜ୍ୟ ବାଣିଜ୍ୟ

ସତ୍ୟବାଦୀ, (ଦିଲ୍ଲୀପ କୁମାର ଧାଉଡିଆ) : ଚାଷୀ ହସିଲେ ଦେଶ ହସିବ । ଏହି ଲକ୍ଷ ନେଇ ସରକାର ଚାଷୀମାନଙ୍କର ସାମଗ୍ରିକ ବିକାଶ ନିମନ୍ତେ ବିଭିନ୍ନ ଯୋଜନା ମାଧ୍ୟମରେ ରାଜ୍ୟରେ ୬୬ ଗୋଟି ଇ-ନାମ ମଣ୍ଡିରେ ୨୦୯ ପ୍ରକାରର କୃଷିଜାତ ଦ୍ରବ୍ୟ ବିକ୍ରୟ କରିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି ।
Read More...