Monthly Archives

March 2023

ମାର୍ଚ୍ଚ ୩୧ ଯାଏ ବଢ଼ିଲା ଓଜେଇଇ ଆବେଦନ

ଭୁବନେଶ୍ୱର : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇର ଅନ୍‌ଲାଇନ ଆବେଦନର ଶେଷ ତାରିଖ ମାର୍ଚ୍ଚ ୨୦ ତାରିଖ ଥିଲା । ହେଲେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ଅନ୍‌ଲାଇନ୍‌ ଆବେଦନ ଗ୍ରହଣ କରିବାକୁ ସମୟସୀମା ବୃଦ୍ଧି କରାଯାଇଛି । ଯାହା ମାର୍ଚ୍ଚ ୩୧ ତାରିଖ ଦିନ ୧୧ଟା ଯାଏ ରହିଛି । ଏ
Read More...

ରୋଷେଇ କରୁଥିବା ବେଳେ ସିଲିଣ୍ଡର ଫାଟି ନବଜାତ ଶିଶୁ ମୃତ, ୪ ଗୁରୁତର

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ନିକଟସ୍ଥ ମିର୍ଜାପୁରଠାରେ ମଙ୍ଗଳବାର ସନ୍ଧ୍ୟାରେ ସିଲିଣ୍ଡର ବିସ୍ଫୋରଣରେ ଜଣେ ୪୦ ଦିନର ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଶେଖ ଭାଲୁ ନାମକ ଜଣେ ବ୍ୟକ୍ତିଙ୍କ ଘରେ ଏହି ଅଘଟଣ ଘଟିଛି । ସୂଚନା
Read More...

ବଜାର ଭିତରେ ମହୁମାଛି ଆକ୍ରମଣ : ୫୦ରୁ ଅଧିକ ଆହତ

ନୂଆପଡା, (ନିରାକାର ମେହେର) : ଖରିଆର ବ୍ଲକ ଅନ୍ତର୍ଗତ ଦୋହେଲାପଡା ଗାଁରେ ମହୁମାଛି ଆକ୍ରମଣରେ ୫୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁୟାୟୀ, ସାପ୍ତାହିକ ହାଟରେ ଗହଳି ଲାଗିଥିବା ବେଳେ ମହୁମାଛିମାନେ ସେଠାରେ ଉପସ୍ଥିତ ଥିବା ଲୋକଙ୍କୁ ଆକ୍ରମଣ କରିବା ଆରମ୍ଭ କରିଦେଇଥିଲେ ।
Read More...

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହି
Read More...

ମ୍ୟୁଜିକ ସର୍କଲ, ରାଉରକେଲାର ପଞ୍ଚ ଦିବସୀୟ ବସନ୍ତ ସମାରୋହର ଚତୁର୍ଥ ସଂଧ୍ୟା

ବାଉଲ ଗୀତରେ ଝୁମିଲେ ଦର୍ଶକ ରାଉରକେଲା, (ସସ୍ମିତା ପ୍ରଧାନ) : ମ୍ୟୁଜିକ ସର୍କଲ, ରାଉରକେଲାର ପଞ୍ଚ ଦିବସୀୟ ବସନ୍ତ ସମାରୋହର ଚତୁର୍ଥ ସଂଧ୍ୟାକୁ ମୁଖ୍ୟ ଅତିଥି ରାଉରକେଲା ମହାନଗର ନିଗମର ଉପାୟୁକ୍ତ ସୁଧାଂଶୁ ଶେଖର ଭୋଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦ୍‌ଘାଟନ କରିଥିଲେ । ଅନୁଷ୍ଠାନର
Read More...

ଦ୍ୱିତୀୟ ପାଳିରେ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ନିକଟସ୍ଥ ପୂଣ୍ୟତ୍ତୋୟା ଋଷିକୂଲ୍ୟା ତୀରେ ଦକ୍ଷିଣ ଦିଗରେ ପୂର୍ଣ୍ଣଗିରି ଶୀର୍ଷରେ ବିଦ୍ୟମାନ ବିଶ୍ୱବନ୍ଦନୀୟା ସ୍ତନପୀଠରେ ପୂଜିତା ଆଦ୍ୟାଶକ୍ତି ମା’ ତାରାତାରିଣୀଙ୍କ ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ
Read More...

ବ୍ରହ୍ମପୁର ମହାନଗରରେ ବର୍ଦ୍ଧିତ ଗୃହ ଟିକସକୁ ନେଇ ବଢ଼ୁଛି ଅସନ୍ତୋଷ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରେଶମନଗରୀ ବ୍ରହ୍ମପୁର ସହରରେ ହୋଲଡିଂ ଟେକ୍ସ ବୃଦ୍ଧିକୁ ନେଇ ଜନସାଧାରଣଙ୍କ ମହଲରେ ଉତ୍ତେଜନା ବୃଦ୍ଧି ପାଇଛି । ସହରବାସୀ ପ୍ରଶାସନ ନିକଟରେ ଜନଆନ୍ଦୋଳନ ପାଇଁ ଚେତାବନୀ ଦେଇଛନ୍ତି । ବ୍ରହ୍ମପୁର ମହାନଗରବାସୀଙ୍କ ଭିତରେ ଦାନା ବାନ୍ଧୁଛି ଆନ୍ଦୋଳନ,
Read More...

ସୁଶିଳାବତୀ ସରକାରୀ ମହିଳା ମହାବିଦ୍ୟାଳୟରେ ବିଭିନ୍ନ ବିଭାଗରେ ନୂତନ ପାଠ୍ୟକ୍ରମ ଆରମ୍ଭ ନିମନ୍ତେ ଅନୁମତି

ରାଉରକେଲା, (ସସ୍ମିତା ପ୍ରଧାନ) : ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଉରକେଲା ସହରର ଅନ୍ୟତମ ପ୍ରତିଷ୍ଠିତ ମହାବିଦ୍ୟାଳୟ ସୁଶିଳାବତୀ ସରକାରୀ ମହିଳା ମହାବିଦ୍ୟାଳୟରେ ବିଭିନ୍ନ ନୂତନ ପାଠ୍ୟକ୍ରମ ଆରମ୍ଭ ନିମନ୍ତେ ଅନୁମତି ଦିଆଯାଇଛି । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଦତ୍ତ ଚିଠି ସଂଖ୍ୟା
Read More...

ମୋଦୀ ସରକାରଙ୍କ ଜନ ବିରୋଧୀ ନୀତି ବିରୁଦ୍ଧରେ ୫ ଅପ୍ରେଲ ଦିଲ୍ଲୀ ଅଭିଯାନକୁ ସଫଳ କରିବା ପାଇଁ ମିଳିତ କନ୍‌ଭେନ୍‌ସନ୍‌

ରାଉରକେଲା, (ସସ୍ମିତା ପ୍ରଧାନ) : କେନ୍ଦ୍ର ବିଜେପି ନେତୃତ୍ଵାଧୀନ ମୋଦୀ ସରକାରଙ୍କ ଜନ ବିରୋଧୀ, ଶ୍ରମିକ, କୃଷକ ତଥା ଦେଶ ବିରୋଧୀ ନୀତି ବିରୁଦ୍ଧରେ ସିଆଇଟିୟୁ, ଅଖିଳ ଭାରତ କୃଷକ ସଭା, ଅଖିଳ ଭାରତ କ୍ଷେତ ମଜଦୁର ୟୁନିୟନ ଡାକରାରେ ୫ ଅପ୍ରେଲ ଦିଲ୍ଲୀ ଅଭିଯାନ ସଫଳ କରିବା ସହିତ ଦେଶର
Read More...

ଏକତା ଗୃପର ଆନ୍ତର୍ଜାତିକ ମହିଳା ଦିବସ ଓ ସ୍ୱାସ୍ଥ୍ୟସେବା ଶିବିର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିଳା ସଂଗଠନ ଏକତା ଗୃପ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ଓ ମହିଳାଙ୍କ ଗର୍ଭାଶୟ ଜନିତ ଚିକିତ୍ସା ଶିବିର ଝିରପାଣି ସ୍ଥିତ ସାଇନିଂ କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଏକତା ଗୃପର ସଭାପତି ବସୁମତି ମହାନ୍ତିଙ୍କ ସଭାପତିତ୍ବ ଓ ସଂପାଦିକା ଅଂଶୁପା ଦଳେଇଙ୍କ
Read More...