ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା : ୨ ଗୁରୁତର
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ସ୍ଥାନୀୟ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଏକ ସଡକ ଦୁର୍ଘଟଣା ଘଟି ୨ ଜଣ ବ୍ୟକ୍ତି ଗୁରୁତର ଭାବେ ବଲାଙ୍ଗିର ଭୀମଭୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି । ଗୁରୁତର ଦୁଇ ଜଣ ବ୍ୟକ୍ତି ହେଲେ ବୌଦ୍ଧ ଜିଲ୍ଲା କଂଟାମାଲର ସଂଜୀବ ମଟାରୀ(୨୩) ଓ!-->…
Read More...
Read More...