ଘାଟିରେ ଓଲଟିଲା ଅଣ୍ଡା ବୋଝେଇ ଟ୍ରକ
ଖଲ୍ଲିକୋଟ : ଖଲ୍ଲିକୋଟ ବଡ଼ ଘାଟି ରାସ୍ତାରେ ଗୁରୁବାର ସନ୍ଧ୍ୟାରେ ଏକ ଅଣ୍ଡା ବୋଝେଇ ଟ୍ରକ ଓଲଟି ପଡିଛି । ଆନ୍ଧ୍ରପ୍ରଦେଶରୁ ଏକ ଟ୍ରକ (ନଂ ଏପି ୧୬ ଟିକେ ୦୫୪୯) ଅଣ୍ଡା ବୋଝେଇ କରି ଭୁବନେଶ୍ୱର ଯାଉଥିଲା । ଖଲ୍ଲିକୋଟ ବଡ଼ ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଡ୍ରାଇଭର!-->…
Read More...
Read More...