Monthly Archives

March 2023

ବିଭିନ୍ନ ସମସ୍ୟାକୁ ନେଇ ଜମି ହିତାଧିକାରୀମାନଙ୍କ ସହିତ ଆଲୋଚନା କଲେ ଓଡିଶା ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଓଡିଶା ରାଜ୍ୟ ହାଉସିଂ ବୋର୍ଡ ତରଫରୁ ୨୦୦୬ ମସିହାରୁ ପ୍ରଦାନ କରାଯାଇଥିବା ଜମି ହିତାଧିକାରୀମାନଙ୍କ ସହିତ ପୂର୍ବତନ ସାସଂଦ ତଥା ବର୍ତ୍ତମାନର ଓଡିଶା ରାଜ୍ୟ ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ବୋର୍ଡର ରାଜ୍ୟ
Read More...

ଡାକ୍ତର ଶଙ୍କର ରାମଚନ୍ଦାନୀଙ୍କ ମହାନତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଡାକ୍ତର ଶଙ୍କର ରାମଚନ୍ଦାନୀଙ୍କ ମହାନତା । ତାଙ୍କୁ ମିଳିଥିବା ସମସ୍ତ କୋଭିଡ ପ୍ରୋତ୍ସାହନ ରାଶି ବୁର୍ଲା ମେଡିକାଲ୍ କଲେଜର ରୋଗୀଙ୍କ ପାଇଁ ଖର୍ଚ୍ଚ କରିବା ନିମନ୍ତେ ଭୀମସାର ବୁର୍ଲା ଅଧିକ୍ଷକଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି । ସେ କହିଛନ୍ତି ଯେ,
Read More...

ବନାଗ୍ନି ରୋକିବାକୁ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗଠନ

ଓଡ୍ରାଫ ମୁତୟନ ଓ ସ୍ଥାନୀୟ ବାସିନ୍ଦାଙ୍କ ସହଯୋଗ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ ଭୁବନେଶ୍ୱର : ରାଜ୍ୟରେ ବନାଗ୍ନିକୁ ପ୍ରଶମନ କରିବା ନିମନ୍ତେ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି । ବନାଗ୍ନି ପ୍ରଶମନ ନିମନ୍ତେ ପଞ୍ଚାୟତ ସ୍ତରରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯିବ ।
Read More...

ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଅଧିକ୍ଷିକାଙ୍କୁ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ୧୦ ଦଫା ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଦୈନନ୍ଦିନ ରୋଗୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଅବଗତ କରାଇ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ମେଡିକାଲ ଅଧିକ୍ଷିକାଙ୍କୁ ୧୦ ଦଫା ସମ୍ବଳିତ ଏକ ଦାବୀପତ୍ର ପ୍ରଦାନ କରିଛି । ଭୀମଭୋଇ ମେଡିକାଲ
Read More...

ଟ୍ରେନ ଧକ୍କାରେ ଯୁବକ ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ମୁରିବାହାଲଠାରେ ଏକ ଅଭାବନୀୟ ଘଟଣା ଘଟିଛି । କ୍ଷେତକୁ କୌଣସି କାମରେ ଯାଇଥିବା ବେଳେ ଟ୍ରେନ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ରାଜେଶ ପ୍ରଧାନ । ତେବେ ତାଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଅଣାଯାଉଥିବା
Read More...

ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଟିଟିଲାଗଡ଼ ସହରକୁ ପ୍ରବେଶ କରୁଥିବା ତିନୋଟି ମୁଖ୍ୟ ଛକରେ କରାଯାଉଛି ଧର୍ମଘଟ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଅଲ୍ ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମାର୍ଚ୍ଚ ୧୫ରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୦ ଦଫା ଦାବୀ ନେଇ ଷ୍ଟିୟରିଂ ଛାଡ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଡ୍ରାଇଭର ମହାସଂଘ । ଏହି ପରିପ୍ରେକ୍ଷୀରେ ଗତକାଲି ଟିଟିଲାଗଡ ଡିଏଭି ମହାବିଦ୍ୟାଳୟ ନିକଟ ଛକରେ ଜରୁରୀକାଳୀନ
Read More...

ବଲାଙ୍ଗିରରେ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସ୍ଥାନରେ ଡ୍ରାଇଭରମାନେ ବୁଧବାର ୧୦ ଦଫା ଦାବୀ ନେଇ ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କରିଛନ୍ତି । ଗତକାଲି ସକାଳୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଡ୍ରାଇଭରମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନରେ ବସିଛନ୍ତି ।
Read More...

ଜାଲ ସାର୍ଟିଫିକେଟ ପ୍ରସ୍ତୁତିରେ ସହଯୋଗୀ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଡଭା ପ୍ରାଥମିକ କୃଷି ସମବାୟ ସମିତିରେ ନକଲି ଶିକ୍ଷାଗତ ଯୋଗ୍ୟତା ପ୍ରମାଣପତ୍ର ଦେଖାଇ ସମ୍ପାଦକ ପଦବୀ ହାତେଇଥିବା ରାକେଶ ସାହୁ ଓ ଜାଲ୍ ସାର୍ଟିଫିକେଟ୍ ଯୋଗାଇଥିବା ଲକ୍ଷ୍ମଣ ପଟେଲକୁ ପୋଲିସ୍ ଗିରଫ୍ କରି
Read More...

ଆଧ୍ୟାତ୍ମିକ କବିତା ଆସର

ଡେଲାଙ୍ଗ/ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ହରିରାଜପୁରର ପ୍ରସିଦ୍ଧ ସୋମନାଥଙ୍କର ମେଲଣ ପଡିଆର ସୂଚନା କେନ୍ଦ୍ର ମଂଚରେ ଅନୁଷ୍ଠିତ ହୋଇଯାଇଛି ମନୋରମ ଆଧ୍ୟାତ୍ମିକ କବିତା ଆସର । ନିମାଇଁ ସାହିତ୍ୟ ସଂସଦର ସମ୍ପାଦକ ମାନସ ରଞ୍ଜନ ପଟ୍ଟନାୟକ ଆବାହନରେ ବିଭିନ୍ନ ଜାଗାରୁ ଅନେକ କବି ଲେଖକ
Read More...

ପ୍ରଯୋଜନା ଭିତ୍ତକ ନାଟ୍ୟ କର୍ମଶାଳା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାରଙ୍କ ସହଯୋଗରେ ପ୍ରଯୋଜନା ଭିତ୍ତିକ ନାଟ୍ୟ କର୍ମଶାଳା ଉଦ୍‌ଘାଟିତ ହୋଇଯାଇଛି । ଆଖପାଖ ଅଂଚଳର କୋଡିଏ ଜଣ
Read More...