ବସ୍କୁ ପଛପଟୁ ଧକ୍କା ଦେଲା ଲୁହାପଥର ବୋଝେଇ ଟ୍ରକ୍ : ୧ ମୃତ, ୫ ଯାତ୍ରୀ ଆହତ
ପାଲଲହଡା : ଅନୁଗୁଳ ଜିଲ୍ଲା ଡିମିରିଆ ଛକ ନିକଟରେ ବସ୍କୁ ପଛପଟୁ ଧକ୍କା ଦେଇଛି ଟ୍ରକ୍ । ଫଳରେ ଘଟଣାସ୍ଥଳରେ ବସ୍ ହେଲ୍ପରଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ବସ୍ ଯାତ୍ରୀ ଆହତ ହୋଇଛଥିବା ଜଣାପଡିଛି । ସୂଚନା ଅନୁସାରେ ବୁଧବାର ଭୋର୍ ୩ଟା ସମୟରେ ବାଲେଶ୍ୱରରୁ ବରଗଡ ଯାଉଥିବା ଶ୍ରୀରାମଜୀ!-->…
Read More...
Read More...