Monthly Archives

March 2023

କର୍ଣ୍ଣାଟକର ମାଣ୍ଡ୍ୟା ଠାରେ ପ୍ରମୁଖ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିଛନ୍ତି…

ବେଙ୍ଗାଲୁରୁ–ମହୀଶୂର ଏକ୍ସପ୍ରେସୱେ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତିମହୀଶୂର - କୁଶାଲନଗର ୪ ଲେନ ବିଶିଷ୍ଟ ରାଜପଥ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି“ଗତକାଲି କର୍ଣ୍ଣାଟକ ଠାରେ ଆରମ୍ଭ ହୋଇଥିବା ଅତ୍ୟାଧୁନିକ ସଡକ ଭିତ୍ତିଭୂମି ପ୍ରକଳ୍ପ ଗୁଡିକ ସମଗ୍ର ରାଜ୍ୟରେ ସଂଯୋଗକୁ
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ ଧୁମାଭଟା ନିକଟ ହଟକଟ ଗ୍ରାମ ନିକଟରେ ଏକ ସଡକ ଦୁର୍ଘଟଣାରେ ଟିକ୍ରାପଡା ପଞ୍ଚାୟତର ପିଇଓ ଜନାର୍ଦ୍ଦନ ଯୋଶୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଶ୍ରୀ ଯୋଶୀ କାମ ସାରି ବାଇକ୍‌ରେ ନିଜ ଘର କେନକେବାକୁ ଫେରୁଥିଲେ
Read More...

ଅଷ୍ଟ୍ରେଲିଆର ବାଣିଜ୍ୟ ଏବଂ ପର୍ଯ୍ୟଟନ ମନ୍ତ୍ରୀ ଡନ୍ ଫାରେଲଙ୍କ ଦ୍ୱାରା ସେୟାର କରାଯାଇଥିବା ଜୀବନର ଅନୁଭୂତି ଉପରେ ଏକ…

ଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସମୃଦ୍ଧ ସାଂସ୍କୃତିକ ସଂଯୋଗ ସମ୍ପର୍କରେ ଏକ ଟୁଇଟ୍ କରିଛନ୍ତି । ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ଆୟୋଜିତ ମଧ୍ୟାହ୍ନ ଭୋଜନ ଅବସରରେ ଅଷ୍ଟ୍ରେଲିଆର ବାଣିଜ୍ୟ ଏବଂ ପର୍ଯ୍ୟଟନ ମନ୍ତ୍ରୀ
Read More...

ଆଗଲପୁର ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟର ୧ମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ଶିଶୁ ବିଦ୍ୟା ମନ୍ଦିରଠାରେ ଆସନ୍ତା ଶିକ୍ଷା ବର୍ଷ ପାଇଁ ନାମ ଲେଖାଇବା ସକାଶେ ଇଚ୍ଛୁକ ପିତାମାତାଙ୍କୁ ନେଇ ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ଜାତୀୟ ପୁଷ୍ପ ଉଦ୍ଭିଦ ରୋପଣ ଦିବସ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଜାତୀୟ ପୁଷ୍ପ ଉଦ୍ଭିଦ ରୋପଣ ଦିବସ ପ୍ରତିବର୍ଷ ୧୨ ମାର୍ଚ୍ଚରେ ପାଳନ କରାଯାଏ । ପୃଥିବୀରେ ଫୁଲ ଅପେକ୍ଷା ଅଧିକ ସୁନ୍ଦର ବା ଆକର୍ଷଣୀୟ ଆଉ କ'ଣ ହୋଇପାରେ । ଦୁନିଆରେ ଚାରି ଲକ୍ଷରୁ ଅଧିକ ପ୍ରଜାତିର ଫୁଲ ଗଛ ରହିଥିବା କୁହାଯାଏ । ପ୍ରକୃତି, ସଂସ୍କୃତି,
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୩ ମୃତ

ଛେଣ୍ଡିପଦା : ଅନୁଗୋଳ ଜିଲ୍ଲା ଛେଣ୍ତିପଦା ବ୍ଲକ ଜରପଡ଼ା ଥାନା ଅଧୀନ ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏଥିରେ ତୁବେ ପଞ୍ଚାୟତର ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକମାନେ ତୁବେ ପଞ୍ଚାୟତ ଅଧୀନ କୁଲେଇ ଗ୍ରାମର
Read More...

ବିବାହ ଉତ୍ସବରେ ନିଷ୍ଠା ପରିବାର ତରଫରୁ ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅନ୍ତର୍ଗତ ଗାଇସୀମା ଗ୍ରାମ ପଞ୍ଚାୟତର ମାଲିପାଲି ଗ୍ରାମରେ ନରୋତ୍ତମ ଭୋଇ ଓ ତୃପ୍ତୀମୟୀ ଭୋଇଙ୍କ ବିବାହ ଉତ୍ସବ ଅବସରରେ ନିଷ୍ଠା ପରିବାର ତରଫରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ନିଜ ବିବାହ ଉତ୍ସବରେ ରକ୍ତଦାନ ଶିବିର
Read More...

ରାଜ୍ୟସ୍ତରୀୟ ପଶାଖେଳ ପ୍ରତିଯୋଗିତା : ବସନ୍ତପୁର ଦଳ ଚାମ୍ପିୟାନ, ପୁରୀ ରନର୍ସ ଅପ୍

ସାକ୍ଷୀଗୋପାଳ, (ଦିଲ୍ଲୀପ କୁମାର ଧାଉଡିଆ) : ସାକ୍ଷୀଗୋପାଳ ମନ୍ଦିର ସିଂହଦ୍ଵାର ସମ୍ମୁଖରେ ସେବାୟତ ସଂଘ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ପଶାଖେଳ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପୂର୍ବ ବର୍ଷମାନଙ୍କ ଭଳି ଏହି ପାରମ୍ପରିକ ପ୍ରତିଯୋଗିତାରେ ପୁରୀ ଏବଂ ଆଖପାଖ ଜିଲ୍ଲାର ୩୨ଟି ଦଳ ଭାଗ ନେଇ
Read More...

ଘର ହିଁ ବିଦ୍ୟାଳୟର ଚତୁର୍ଥ ପର୍ଯ୍ୟାୟ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଶିଶୁ ବାଟିକା ବିଭାଗର ଆସନ୍ତା ଶିକ୍ଷା ବର୍ଷ ପାଇଁ ନାମ ଲେଖାଇବା ନିମନ୍ତେ ଇଚ୍ଛୁକ ଶିଶୁଙ୍କ ପିତା ମାତାଙ୍କୁ ନେଇ ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ଚତୁର୍ଥ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସମୀର
Read More...

ସଇଁତଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ

ସଭାପତି ଭାବେ ମାନଭଞ୍ଜନ ଓ ସମ୍ପାଦକ ଭାବେ ଜପେଶ୍ୱର ନିର୍ଦ୍ଵନ୍ଦରେ ନିର୍ବାଚିତ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବରିଷ୍ଠ ଆଇନଜୀବୀ ମାନଭଞ୍ଜନ ପାଣିଗ୍ରାହୀ ସଭାପତି ଭାବରେ
Read More...