Monthly Archives

March 2023

ତୁରେକେଲା ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ବୈଠକ

ମାର୍ଚ୍ଚ ୧୪ ତାରିଖ ସୁଦ୍ଧା ୩ ଦଫା ଦାବୀ ପୂରଣ ନ ହେଲେ ସମୁହ ଛୁଟି ନେବେ : ମିଳିତ ପ୍ରାଥମିକ ଶିକ୍ଷକ ସଂଘ କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକର ମିଳିତ ଶିକ୍ଷକ ମହାସଂଘର ଏକ ବୈଠକ ତୁରେକେଲାଠାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ମିଳିତ ପ୍ରାଥମିକ…
Read More...

ଜିଲ୍ଲାସ୍ତରୀୟ ସ୍ୱତନ୍ତ୍ର କିଶୋର ପୋଲିସ ୟୁନିଟର ଏକ ଦିବସୀୟ କର୍ମଶାଳା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର (ଡିପିଆରସି) ସଭା କକ୍ଷଠାରେ ସ୍ୱତନ୍ତ୍ର କିଶୋର ପୋଲିସ ୟୁନିଟର ମେମ୍ବରମାନଙ୍କୁ ନେଇ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ…
Read More...

ସାମାଜିକ ଅନୁଷ୍ଠାନ ମାନବିକତା ପକ୍ଷରୁ ବିଶ୍ୱ ମହିଳା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ସାମାଜିକ ଅନୁଷ୍ଠାନ ମାନବିକତା ପକ୍ଷରୁ ଆଜି ସେକ୍ଟର-୬ ସାଇ ମନ୍ଦିର ପରିସରରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ସଂଯୋଜକ ସରୋଜ ନାୟକଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ସମାଜସେବୀ…
Read More...

ଏକ୍ସନ ମୋଡ଼ରେ ପାଟଣାଗଡ଼ ପ୍ରଶାସନ ଓ ପୋଲିସ

ବେଆଇନ ବାସଗୃହ ଉଚ୍ଛେଦ ସହ ଇଟାଭାଟି ସମ୍ପୂର୍ଣ୍ଣ ନଷ୍ଟ ପାଟଣାଗଡ଼, (ସଦାଶିବ ସରାଫ) : ବଲାଙ୍ଗିର ପରେ ଏବେ ପାଟଣାଗଡ଼ ଅଞ୍ଚଳରେ ଅବାଧ ଭାବରେ ବଢୁଥିବା କ୍ରାଇମ ଉପରେ ରୋକ ଲଗାଇବାକୁ ଜିରୋ ଟଲୋରେନ୍ସ ନୀତି ଅବଲମ୍ବନ କରିଛି ପାଟଣାଗଡ଼ ପ୍ରଶାସନ ଓ ପୋଲିସ । ସରକାରୀ ସ୍ଥାନରେ ରହିଥିବା…
Read More...

ପିଲାଙ୍କ ପାଖରେ ବିଦ୍ୟାଶ୍ରୀ ଭ୍ରାମ୍ୟମାଣ ପାଠାଗାର

ଟିଟିଲାଗଡ଼/ମୁରିବାହାଲ, (ସଞ୍ଜୟ କୁମାର ନାୟକ) : ମୁରିବାହାଲ ବ୍ଲକ ଅନ୍ତର୍ଗତ ବଡଉଡାର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବିଦ୍ୟାଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋସିଙ୍ଗ ପ୍ରଧାନୀ ସଭାପତିତ୍ୱ କରି…
Read More...

ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର-ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ ଉଡାଣ ସମୟ ନିର୍ଦ୍ଧାରଣ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର-ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ ଉଡାଣ ସମୟ ନିର୍ଦ୍ଧାରଣ ଓ ସମୟ ସାରଣୀ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ତରଫରୁ ପ୍ରକାଶ ପାଇଛି । ଗଞ୍ଜାମ ଜିଲ୍ଲା ପ୍ରଶାସନର ତତ୍ପରତା ପ୍ରକାରେ ପ୍ରକାଶିତ ଏହି ପଦକ୍ଷେପ ଯୋଗୁଁ ଯାତ୍ରା…
Read More...

ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଶିଶୁ ବାଟିକା ବିଭାଗର ଦ୍ୱିତୀୟ ପର୍ଯ୍ୟାୟ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପତଞ୍ଜଳି ଯୋଗ ସମିତିର ସଦସ୍ୟା ସାଗରିକା ପୁରୋହିତ ଯୋଗ ଦେଇ ଶିଶୁର ଶାରୀରିକ ଓ…
Read More...

ବିଦ୍ୟୁତ କଲୋନୀ ବିଦ୍ୟାଳୟରେ ଓଡ଼ିଆ ଭାଷା ବିକାଶ ମଞ୍ଚର ଶାସ୍ତ୍ରୀୟ ଭାଷା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ ଭାଷା ବିକାଶ ମଞ୍ଚ ଓ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବିଦ୍ୟୁତ କଲୋନୀର ମିଳିତ ଆନୁକୂଲ୍ୟରେ ଓଡ଼ିଆ ଶାସ୍ତ୍ରୀୟ ଭାଷା ଦିବସ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରବୀର କୁମାର ଦୁବେଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି । ଓଡ଼ିଆ ଭାଷା ବିକାଶ ମଞ୍ଚର…
Read More...

ଜାତୀୟ ଶିକ୍ଷାନୀତିରେ ବିଦ୍ୟାଳୟରେ ତିନିବର୍ଷର ଶିଶୁଙ୍କୁ ମିଳିବ ପ୍ରବେଶିକାର ସୁଯୋଗ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ଶିକ୍ଷାନୀତିରେ ଏଣିକି ତିନିବର୍ଷର ଶିଶୁଙ୍କୁ ବିଦ୍ୟାଳୟରେ ପ୍ରବେଶିକା ପ୍ରଥା ପ୍ରଚଳନ କରାଯିବା ନିମନ୍ତେ ରାଜ୍ୟ ସରକାର ବିହିତ ପଦକ୍ଷେପର ବ୍ୟବସ୍ଥା ଗ୍ରହଣ କରିବାକୁ ଯାଉଛନ୍ତି । ଏଥି ନିମନ୍ତେ ପ୍ରାରମ୍ଭ ଶ୍ରେଣୀ ଖୋଲିବା ନିମନ୍ତେ…
Read More...

କିଛି ମାସର ନୀରବତା ପରେ ପୁଣି ତେଜିଛି ଓଡ଼ିଶା-ଛତିଶଗଡ଼ ସୀମା ବିବାଦ

ସିନାପାଲି, (ନିରାକାର ମେହେର) : କିଛି ମାସର ନୀରବତା ପରେ ପୁଣି ଓଡ଼ିଶା-ଛତିଶଗଡ଼ ସୀମା ବିବାଦ ତେଜିଛି । ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସୀମାନ୍ତ କୁସୁମଯୋର ପଞ୍ଚାୟତରେ ଏକ ରାସ୍ତା ନିର୍ମାଣକୁ ନେଇ ଉଭୟ ରାଜ୍ୟ ମଧ୍ୟରେ ବିବାଦ ଆରମ୍ଭ ହୋଇଛି । ଛତିଶଗଡ଼ ପକ୍ଷରୁ ସରଜମିନ୍‌ ତଦନ୍ତ କରି…
Read More...