Monthly Archives

March 2023

ପୁଣି ବଢିଲା ଓମଫେଡ୍ କ୍ଷୀର ଦର : ଏପ୍ରିଲ୍ ୧ରୁ ଲାଗୁ ହେବ ନୂଆ ଦର

ଭୁବନେଶ୍ଵର : ପୁଣି ବଢିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ୍ ପିଛା ୨ ଟଙ୍କା ବୃଦ୍ଧି କରିଛି ଓମଫେଡ୍ । ଏପ୍ରିଲ୍ ୧ରୁ ଏହି ନୂଆ ଦର ଲାଗୁ ହେବ । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିରେ କୃଷକଙ୍କ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଓମଫେଡ୍ ଦୁଗ୍ଧ ମୂଲ୍ୟରେ ବୃଦ୍ଧି କରିଛି । ସୂଚନା
Read More...

କେଜିବିଭିରେ ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଗାଈବାହାଲ ପଞ୍ଚାୟତ ଅନ୍ତର୍ଗତ ପୋନ୍ନିସୁଗର ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା କସ୍ତୁରବା ଗାନ୍ଧି ବାଳିକା ବିଦ୍ୟାଳୟରେ ଭିତ୍ତିଭୂମି ଭରପୁର ଅଛି । ଗୋଟିଏ ଅନୁଷ୍ଠାନ ଭିତରେ ଅତି ଛୋଟ ସମୟରୁ ପାଠ ପଢ଼ିବା ସହ ଖେଳିବା, ଗୀତ ଗାଇବା,
Read More...

ଆଜି ଓଡ଼ିଶା ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଭଦ୍ରକ-ନୟାଗଡ଼ ମେମୁ ଟ୍ରେନର କରିବେ ଶୁଭାରମ୍ଭ

ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ୧୨ଟା୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ସଡ଼କ ପଥରେ କଟକ କେଶବ ଧାମରେ ଥିବା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଅପରାହ୍ନ ୨ଟାରେ ପହଞ୍ଚିବେ । ସେଠାରୁ କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ରେଳ ଷ୍ଟେସନରେ
Read More...

ଦୀର୍ଘ ୧୦ ବର୍ଷ ପରେ ବଲାଙ୍ଗିର କନ୍ଧପାଲିପଡାର ୫ ଜଣ ଅଭିଯୁକ୍ତ ଆଜୀବନ କାରାଦଣ୍ଡରେ ଦଣ୍ଡିତ, ସୂଚନା ଦେଲେ ଏସ୍‌ପି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦୀର୍ଘ ୧୦ ବର୍ଷ ପରେ ବଲାଙ୍ଗିର କନ୍ଧପାଲିପଡାର ୫ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ମାନ୍ୟବର ଅଦାଳତ । ଟାଉନ୍ ଚPS କେସ୍ ନମ୍ବର 217/2013, U / S-302/34 ଆଇପିସିରେ ଏହି ୫ ଜଣ ଅଭିଯୁକ୍ତ ଆଜୀବନ କାରାଦଣ୍ଡରେ ଦଣ୍ଡିତ ହେବା ସହ
Read More...

ସିପିଆଇଏମ୍ ପକ୍ଷରୁ ଶହୀଦ ଲକ୍ଷ୍ମଣ ନାୟକଙ୍କ ବଳିଦାନ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସିପିଆଇଏମ୍ ରାଉରକେଲା ଆଂଚଳିକ କମିଟି ଏବଂ ରଘୁନାଥପାଲି ସାଂଗଠନିକ କମିଟି ପକ୍ଷରୁ ଶହୀଦ ଲକ୍ଷ୍ମଣ ନାୟକଙ୍କ ୮୦ତମ ବଳିଦାନ ଦିବସ ସ୍ଥାନୀୟ ଶ୍ରମିକ ଭବନ, ସେକ୍ଟର ୧୬ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶ୍ରଦ୍ଧାଞ୍ଜଳି ସଭାରେ ମୁଖ୍ୟ ଅତିଥି ଭାବରେ
Read More...

ଶିଶୁ ପାଇଁ ଦିନଟିଏ, ଜିଲ୍ଲା ସ୍ତରୀୟ ମିଶନ ବାତ୍ସଲ୍ୟ ଓ ବାଲ୍ୟବିବାହ ପ୍ରତିରୋଧ ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଲାପାଳଙ୍କ ସମ୍ବିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ମିଶନ ବାତ୍ସଲ୍ୟ ସଚେତନତା ସଭା ତଥା ଜିଲ୍ଲା ବାଲ୍ୟ ବିବାହ ନିଷେଧ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଲାୟନ୍ସ କ୍ଲବ ସଭା ଗୃହରେ ଆଗାମୀ ବର୍ଷ ୨୦୨୩-୨୪ ପାଇଁ ନୂତନ କର୍ମକର୍ତ୍ତା ଚୟନ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ପ୍ରତି ବର୍ଷ ଭଳି ଆଗାମୀ ବର୍ଷ ୨୦୨୩-୨୪ ପାଇଁ ଟିଟିଲାଗଡ ଲାୟନ୍ସ କ୍ଲବର ନୂତନ କର୍ମକର୍ତ୍ତା ଚୟନ ପ୍ରକ୍ରିୟା ସମ୍ପନ୍ନ ହୋଇଯାଇଛି । କ୍ଲବ ସଭାପତି ଲିଙ୍ଗରାଜ ସାହୁଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ କ୍ଲବର ସଭା ଗୃହରେ ଡିଜି ୟମୁନା ପ୍ରସାଦ ଗୋୟଲଙ୍କ
Read More...

ରୋତ ଗ୍ରାମ ପଂଚାୟତରେ ଇ-ପଂଚାୟତ ସଭା ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ରୋତ ଗ୍ରାମ ପଂଚାୟତ ସଭାଗୃହଠାରେ ଇ-ପଂଚାୟତ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସ୍ଥାନୀୟ ସରପଂଚ ଜୟ ଲାଲ ସିନ୍ଦୁରଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା । ସଭାରେ ନାଏବ ସରପଂଚ, ସମିତି ସଭ୍ୟ, ସମସ୍ତ ୱାର୍ଡ
Read More...

ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଗ୍ରୀନ ସି’ ଟଟଲ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଗ୍ରୀନ ସି' ଟଟଲ(ସବୁଜ ସାମୁଦ୍ରିକ କଇଁଛ) ଦେଖିବାକୁ ମିଳିଛି । ଉକ୍ତ ବିଶାଳକାୟ କଇଁଛଟି ସୋମବାର ରାତ୍ର ଗୋଟାଏ ସମୟରେ ସମୁଦ୍ରର ନୀଳ ଜଳରାଶି ମଧ୍ୟରୁ
Read More...

ବ୍ଲକସ୍ତରୀୟ କାଉନସେଲିଂ କ୍ୟାମ୍ପ ଅନୁଷ୍ଠିତ

ବେଲପଡା, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ବେରୋଜଗାର ଯୁବକ ଯୁବତୀଙ୍କ ପାଇଁ ଗତକାଲି ବେଲପଡା ବ୍ଲକ କାର୍ଯ୍ୟାଳୟଠାରେ ବ୍ଲକସ୍ତରୀୟ କାଉନସେଲିଂ କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବେଲପଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ଟିନା କୁମ୍ଭାର
Read More...