Daily Archives

ବଲାଙ୍ଗିର ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳିତ : ଭାଷା ,ସାହିତ୍ୟ ,ସଂସ୍କୃତି , ଐତିହ ଓ ପରମ୍ପରାର ସୁରକ୍ଷା ଦିଗରେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାସ୍ତରୀୟ ଓଡିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲାସ୍ତରୀୟ ଓଡିଶା ଦିବସ ପାଳନ ଉପଲକ୍ଷେ ଅପରାହ୍ନରେ ସ୍ଥାନୀୟ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ
Read More...

ଟିଟିଲାଗଡ ଉପଖଣ୍ଡସ୍ତରୀୟ ଉତ୍କଳ ଦିବସରେ ପୌର ପରିଷଦ ଅଧ୍ୟକ୍ଷାଙ୍କୁ ଅସମ୍ମାନ ଅଭିଯୋଗ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପୌର ପରିଷଦ କଲ୍ୟାଣ ମଣ୍ଡପଠାରେ ଶନିବାର ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଖଣ୍ଡସ୍ତରୀୟ ଉତ୍କଳ ଦିବସ ପାଳନ ଅବସରରେ ଟିଟିଲାଗଡ଼ ପୌର ପରିଷଦ ଅଧ୍ୟକ୍ଷା ମମତା ଦେବୀ ଜୈନଙ୍କୁ ଅସମ୍ମାନ କରିଥିବା ଅଭିଯୋଗ କରି ଏକ
Read More...

ତହଁକ ସାହିତ୍ୟ କୁଟୁମ୍‌ ତରଫରୁ ଆଲୋଚନାଚକ୍ର

ବଲାଙ୍ଗିର, (କେପିଏନ୍‌ଏସ୍‌) : ତହଁକ ସାହିତ୍ୟ କୁଟୁମ୍‌ ତରଫରୁ ସ୍ଥାନୀୟ ଯାଦବ ଭବନଠାରେ ଆଜି ‘ଆମେ ଭକୁଆ ଆଉଁ କି ଆମ୍‌କୁ ଭକୁଆ ବନାଲେ ?’ ଆଲୋଚନାଚକ୍ର ହୋଇଯାଇଛି । ଏହି ଆଲୋଚନାଚକ୍ରରେ ଆଲୋଚକ ଭାବେ ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା, କୋଶଲୀ ଭାଷା ସାହିତ୍ୟ ଗବେଷକ ରାମଭକ୍ତ
Read More...

ସଇଁତଲା ବ୍ଲକରେ ଗୋଟିଏ ଦିନରେ ୪ ଜଣ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗର ୪ ଜଣ ଶିକ୍ଷକ ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ବିଦ୍ୟାଳୟ ତରଫରୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି । ଏଥିରେ ବେଲଗାଁ ବିଜୟାନନ୍ଦ ହାଇସ୍କୁଲର ପ୍ରଧାନ ଶିକ୍ଷକ ନାରାୟଣ ମିଶ୍ରଙ୍କ
Read More...

କୋସଲ ରାଜ୍ୟ ସମନ୍ୱୟ ସମିତି ତରଫରୁ ବଲାଙ୍ଗିରଠାରେ କଳା ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପ୍ରତିବର୍ଷ ଭଳି ଏ ବର୍ଷ ମଧ୍ୟ କୋସଲ ରାଜ୍ୟ ସମନ୍ୱୟ ସମିତି ତରଫରୁ ଆଜି ଏପ୍ରିଲ ୧ ତାରିଖରେ ବଲାଙ୍ଗିରଠାରେ କଳା ଦିବସ ପାଳନ କରାଯାଇଛି । ଏହି ଅବସରରେ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବଲାଙ୍ଗିରର ବିଭିନ୍ନ ସାମାଜିକ, ସାଂସ୍କୃତିକ ସଂଗଠନର
Read More...

ଚାହାରଭଟା ସ୍ଥିତ ଓମ ଭ୍ୟାଲି ସ୍କୁଲରେ ୨୫୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ନିର୍ମାଣ ସମ୍ପୂର୍ଣ୍ଣ : ଏପ୍ରିଲ ୪ରୁ ରହିବେ…

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ ସହରର ପ୍ରତିଷ୍ଠିତ ସ୍କୁଲମାନଙ୍କ ମଧ୍ୟରୁ ଓମ ଭ୍ୟାଲି ସ୍କୁଲ ଅନ୍ୟତମ । ଏହି ସ୍କୁଲଟି ଗ୍ରୀନ ସ୍କୁଲ କନସେପ୍ଟରେ ତିଆରି । ସ୍କୁଲ ଭିତରେ ପିଲାଙ୍କ ରହିବା ପାଇଁ ବ୍ୟବସ୍ଥା ନ ଥିବାରୁ ଛାତ୍ରଛାତ୍ରୀ ଅଭିଭାବକ ତଥା ସ୍କୁଲ ପରିଚାଳନା କମିଟି
Read More...

ଉତ୍କଳ ଦିବସକୁ ଆଜି କଳା ଦିବସ ଭାବେ ପାଳନ କଲା ବଲାଙ୍ଗିର କୋଶଲ ମୁକ୍ତି ମୋର୍ଚ୍ଚା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉତ୍କଳ ଦିବସକୁ ଆଜି କଳା ଦିବସ ଭାବେ ପାଳନ କରିଛି ବଲାଙ୍ଗିର କୋଶଲ ମୁକ୍ତି ମୋର୍ଚ୍ଚା । କୋଶଲ ସେନାର ସବୁ ସଂଗ୍ରାମୀ ଏଥିରେ ଉପସ୍ଥିତ ଥିଲେ । କୋଶଲ ମୁକ୍ତି ମୋର୍ଚ୍ଚା ଜିଲ୍ଲା ସଭାପତି ବିକାଶ ସା, କୋଶଲ ସେନା ସଭାପତି କସ୍ତୁବ ସାହୁ, ଅନିଲ ପ୍ରଧାନ, ଗୁଦଲୁ
Read More...

ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଖରିଫ ୨୦୨୩ ପାଇଁ ସହାୟତା୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାରେ ୮୭୭ କୋଟି ଟଙ୍କାର କାଳିଆ ସହାୟତାଖାଦ୍ୟ ଶସ୍ୟ ଉତ୍ପାଦନରେ ଓଡ଼ିଶାର ସଫଳତାର ଶ୍ରେୟ ଚାଷୀ ଭାଇ ଭଉଣୀଙ୍କୁ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର ଓଡ଼ିଶା ଦିବସ ଅବସରରେ
Read More...

ଗୋଦ୍ରାମୁଣ୍ଡା ସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ମୁଣ୍ଡପଦର ଆଞ୍ଚଳିକ ସାଧନ କେନ୍ଦ୍ରର ବୁଢ଼ୀପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୋଦ୍ରାମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭଗବାନ ନାୟକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।
Read More...

୮୮ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୮୮ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ଛତ୍ରପୁରସ୍ଥ ରିଜର୍ଭ ପୋଲିସ ପଡ଼ିଆଠାରେ ମହାସମାରୋହରେ ବିଧିବଦ୍ଧ ଭାବେ ପାଳିତ ହୋଇଯାଇଛି । ଗଞ୍ଜାମ ପୋଲିସ ଜିଲ୍ଲା ମୁଖ୍ୟାଳୟ ଛତ୍ରପୁରଠାରେ ଶନିବାର ପୂର୍ବାହ୍ଣରେ ସୁସଜିତ ଚିତାକର୍ଷକ ପୋଲିସ ପରେଡ଼
Read More...