୧୭ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ କଲା ଗୋଛାପଡା ପୁଲିସ, ଜଣେ ଗିରଫ, ତିନି ଫେରାର
ଗୋଛାପଡା : ସୋମବାର ଗୋଛାପଡା ପୁଲିସକୁ ମିଳିଛି ବଡ଼ ସଫଳତା । କନ୍ଧମାଳ ଏସ୍ପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଗୋଛାପଡା ଥାନା ଅଧିକାରୀ ରଂଜିତ କୁମାର ମୁନିଙ୍କ ନେତୃତ୍ୱରେ ପୁଲିସ ଟିମ କଞ୍ଜାମାଈ ଗ୍ରାମରେ ଚଢାଉ କରିଥିଲା । ବିପୁଳ ପରିମାଣର ଗଞ୍ଜେଇ ଚାଲାଣ ପାଇଁ ଉଦ୍ୟମ!-->…
Read More...
Read More...