Daily Archives

ସେଞ୍ଚୁରିଅନ୍ ୟୁନିଭର୍ସିଟି ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଦେଶବ୍ୟାପୀ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଓ ବୈଠକମାନ ଆୟୋଜନ କରାଯାଉଛି । ଏହି କ୍ରମରେ ଭୁବନେଶ୍ୱର ଠାରେ ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ
Read More...

ବାହାଡାପଲ୍ଲୀ ଗ୍ରାମବାସୀ ଘରବାରି ଗ୍ରାମକଣ୍ଠ ପଟ୍ଟା ଓ ଘରକୁ ଘର ପିଇବା ପାଣି ଯୋଗାଣ ଆଦିରୁ ସେବାରୁ ବଞ୍ଚିତ ଥିବା…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମାର୍ଚ୍ଚ ମାସ ଶେଷ ସୁଦ୍ଧା ସମସ୍ତଙ୍କୁ ଘରବାରି ଗ୍ରାମକଣ୍ଠ ପଟ୍ଟା ପ୍ରଦାନ ଏବଂ ଘର ଘରକୁ ପିଇବା ପାଣି ଯୋଗାଣ କରାଯିବା ନିମନ୍ତେ ରାଜ୍ୟ ସରକାର ବଳିଷ୍ଠ ପଦକ୍ଷେପ ଗ୍ରହଣ କରିଛନ୍ତି, ସତ କିନ୍ତୁ ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତର ବାହାଡାପଲ୍ଲୀ
Read More...

ସିପେଟ୍ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ରାଜ୍ୟରେ ଅନୁଷ୍ଠିତ ହେଉଥିବା ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମରେ ସାମିଲ ହୋଇଛି କେନ୍ଦ୍ରୀୟ ପେଟ୍ରୋରସାୟନ ଯାନ୍ତ୍ରିକୀ ଓ ପ୍ରଯୁକ୍ତି ପ୍ରତିଷ୍ଠାନ (ସିପେଟ) । ଭୁବନେଶ୍ୱରରେ ସିପେଟ୍ ପକ୍ଷରୁ ଜି-୨୦
Read More...

ଓଡିଶାର ପଛୁଆବର୍ଗ ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ସର୍ଭେ କରିବା ଲାଗି ତାଲିମ୍ ପ୍ରଦାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡିଶା ରାଜ୍ୟ ପଛୁଆ ବର୍ଗ କମିଶନ୍ ଅଧିନିୟମ ୧୯୯୩ର ଧାରା ୯ର ଉପଧାରା ୧(କ) ଦ୍ୱାରା ଅର୍ପିତ କ୍ଷମତାର ପ୍ରୟୋଗ କ୍ରମେ ଓଏସ୍.ସିବିସି, ଅଧିନିୟମ ୧୯୯୩ ଭାବରେ ନାମିତ ତଥା ଓଡିଶା ରାଜ୍ୟ ପଛୁଆ ବର୍ଗ କମିଶନ୍ (ସଂଶୋଧନ) ଅଧିନିୟମ, ୨୦୨୦ରେ ଥିବା
Read More...

ଜି-୨୦ ଜନଭାଗିଦାରୀ : କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ବୈଷୟିକ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ବିଜେପି ଗଞ୍ଜାମ ଜିଲ୍ଲା ଅନୂସୂଚିତ ଜାତି ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରସ୍ଥିତ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ ପରିସରରେ ଭାରତୀୟ ଜନତା ପାର୍ଟିର ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲ୍ଲା କାର୍ଯ୍ୟକାରୀ ବୈଠକ ସଭାପତି ତଥା ଛତ୍ରପୁର ନିର୍ବାଚନ ମଣ୍ଡଳୀର ଯୁବ ନେତା ପ୍ରଶାନ୍ତ କୁମାର କରଙ୍କ ଅଧ୍ୟକ୍ଷତାରେ
Read More...

ଜି-୨୦ ଜନଭାଗିଦାରୀ : ଆଇସିଏଆର-ଏନଆଇଏଫଏମଡି ପକ୍ଷରୁ ସ୍ୱଚ୍ଛତା ଅଭିଯାନ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର)- ନେସନାଲ ଇନଷ୍ଟିଚ୍ୟୁଟ୍ ଅନ୍ ଫୁଟ୍ ଏଣ୍ଡ ମାଉଥ୍
Read More...

ଗୀତା ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁର ଉତ୍ତେଇ ବିହାର ସ୍ଥିତ ସଦସଙ୍ଗ କମିଟି ତରଫରୁ ଆଗାମୀ ୧୬ ତାରିଖରେ ହେବାକୁ ଥିବା ଗୀତା ଯଜ୍ଞ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ନବୀନ ପଧାନଙ୍କ ସଭାପତିତ୍ୱରେ ସଂପାଦକ କୁଳମଣି ସାହୁ ବୈଠକର ବିବରଣୀ ଉପସ୍ଥାପନ କରିଥିଲେ ।
Read More...

ସୋଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି-୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକ । ଏଥିପୂର୍ବରୁ ଜନସଚେତନତା ସୃଷ୍ଟି ଲାଗି ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଆୟୋଜିତ ହେଉଛି ଜନଭାଗିଦାରୀ କାର୍ଯ୍ୟକ୍ରମ । ଏହି
Read More...

ଏନଆଇଟି ରାଉରକେଲା ପକ୍ଷରୁ ବନ୍ଦମୁଣ୍ଡା ଓ ଝାରସୁଗୁଡ଼ା କେନ୍ଦ୍ରୀୟ ବିଦ୍ୟାଳୟରେ ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ଏନଆଇଟି ରାଉରକେଲା ପକ୍ଷରୁ ବିଭିନ୍ନ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଜି-୨୦ ଜନଭାଗିଦାରୀ
Read More...