Daily Archives

ଶାସ୍ତ୍ରୀନଗର ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ବିଶ୍ଵ ସ୍ୱାସ୍ଥ୍ୟ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀନଗର ତରଫରୁ ୭୪ତମ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ କରାଯାଇଅଛି । ସ୍ୱାସ୍ଥ୍ୟ ମଣିଷର ଏକ ମୌଳିକ ଆବଶ୍ୟକତା ଓ ଅଧିକାର ମଧ୍ୟ । ଦେହ ଓ ମନ ଭଲ ନରହିଲେ, ମଣିଷ ଠିକ୍ ଭାବରେ ଜୀବନ ଧାରଣ କରିପାରିବ
Read More...

ଓଡିଆ ନବବର୍ଷ ପାଇଁ ଗରିମାର ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ସାଂସ୍କୃତିକ ପରିଷଦର ଗରିମା ପରିବାର ତରଫରୁ ସେକ୍ଟର ୧ ପାର୍କ ହୋଟେଲ ଠାରେ ଆସନ୍ତା ୧୪ ତାରିଖ ଦିନ ଓଡିଆ ନବବର୍ଷ ବା ପଣା ସଂକ୍ରାନ୍ତି ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ସୁନିଲ୍ କୟାଲଙ୍କ
Read More...

ଦିଲ୍ଲୀରେ ପିଏମ୍ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଭୁବନେଶ୍ୱର : ରାଜ୍ୟ ବିଜେପିର ନୂଆ ସଭାପତି ମନମୋହନ ସାମଲ ଦଳର ସ୍ଥାପନା ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଆଲୋଚନା କରିଛନ୍ତି । ଏନେଇ ମନମୋହନ ଟ୍ୱିଟ୍ କରିଛନ୍ତି । https://twitter.com/SamalManmohan7/status/1643975732702609410?s=20
Read More...

ଓଡିଶାର ସମସ୍ତ ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଓଡିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ

ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ତରଫରୁ ଏହାର କଡାକଡି ନିରୀକ୍ଷଣ କରାଯିବଖିଲାପକାରୀ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନମାନଙ୍କୁ ୭ ଦିନିଆ ନୋଟିସ ଦିଆଯିବଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶ୍ରମ ଅଧିକାରୀ, ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ବଜାର
Read More...

ସିବିଏସ୍‌ଇ ଅନୁବନ୍ଧିତ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ସ୍ୱୀକୃତି ମିଳିଥିବା ଛତ୍ରପୁରର ୟୁରୋ ସ୍କୁଲକୁ ସ୍ୱତନ୍ତ୍ର ମାନ୍ୟତା

କାଇଟସ୍ ପ୍ରଡକ୍ସନ୍ ସଂସ୍ଥା ପକ୍ଷରୁ ଅନୁଷ୍ଠାନକୁ 'ଏସିଆନ୍ ଏଜୁକେସନ୍ ୨୦୨୦’ ସମ୍ମାନରେ ସମ୍ମାନିତ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) ସିବିଏସ୍‌ଇ ଅନୁବନ୍ଧିତ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ସ୍ୱୀକୃତି ମିଳିଥିବା ଛତ୍ରପୁରର ୟୁରୋ ସ୍କୁଲକୁ ସ୍ୱତନ୍ତ୍ର ମାନ୍ୟତା ମିଳିଥିବା ସରକାରୀ ଭାବେ
Read More...

ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ପାଟଣାଗଡ଼ ବିଧାୟକ ସରୋଜ ମେହେର

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡ଼ ବିଧାୟକ ସରୋଜ ମେହେର ପାଟଣାଗଡ଼ ଏନ୍‌ଏସି ଅନ୍ତର୍ଗତ ରାମ ନବମୀ ଏବଂ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ମନ୍ଦିର ପରିସରରେ ଚାଲିଥିବା ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା, ଫୁଲକିମୁଣ୍ଡା ୫ଟି ସ୍କୁଲର ସମୀକ୍ଷା ଏବଂ ବିଭିନ୍ନ ଉନ୍ନତିମୂଳକ
Read More...

ଟ୍ରେନ୍‌ ଧକ୍କାରେ ଚାଲିଗଲା ହାତୀର ଜୀବନ

ଅନୁଗୁଳ : ରେଳ ଲାଇନ୍‌ ପାର୍‌ ହେଉଥିବା ବେଳେ ଟ୍ରେନ୍‌ ଧକ୍କାରେ ଚାଲିଗଲା ଦନ୍ତାର ଜୀବନ । ଏହି ଘଟଣାଟି ଅନୁଗୁଳ-ସମ୍ବଲପୁର ରେଳ ଲାଇନ୍‌ ଜରପଡ଼ା ଗାଁ ନିକଟରେ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ ଗତକାଲି ରାତିରେ ହାତୀଟି ରେଳ ଲାଇନ୍‌ ପାର୍‌ ହେଉଥିଲା । ସେହି ସମୟରେ ଟ୍ରେନ୍‌ଟି
Read More...

ମାରୱାଡ଼ି ସମାଜ ତରଫରୁ ହନୁମାନ ଜୟନ୍ତୀ ପାଳିତ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ମାରୱାଡ଼ି ସମାଜ ତରଫରୁ ହନୁମାନ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ବିରାଟ ଶୋଭାଯାତ୍ରା ନଗର ପରିକ୍ରମା କରିବା ପରେ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇଥିଲା । ରାତିରେ ଜନସାଧାରଣଙ୍କ ପାଇଁ ଅନ୍ନ ପ୍ରସାଦ ବଂଟନ
Read More...

ଦାସୁଡୁ ସତ୍ୟମ ତୃତୀୟ ଜାତୀୟ ପୁରସ୍କାରରେ ସମ୍ମାନିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ହାଇଦ୍ରାବାଦ ସ୍ଥିତ ବହୁଜନ ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ଛତ୍ରପୁରର ଶ୍ରୀ ଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡୁ ସତ୍ୟମ ସେବା ନୃତ୍ୟ କଳାକେନ୍ଦ୍ର ଭାଗବତ ଗାଦୀ ଗୋଷାଇଁ ଗୁରୁ ଶ୍ରୀ ଆର. ସତ୍ୟମ ରେଡ୍ଡୀଙ୍କୁ ତୃତୀୟ ଥର ପାଇଁ ଜାତୀୟ
Read More...

ହନୁମାନ ଜନ୍ମୋତ୍ସବ ଉପଲକ୍ଷେ ଠିକାଦାରପଡ଼ା ରାଧାକୃଷ୍ଣ ମନ୍ଦିରରେ ହନୁମାନ ଚାଳିଶା ଏବଂ ସୁନ୍ଦରାକାଣ୍ଡ ପଠନ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ପ୍ରଭୁ ଶ୍ରୀ ହନୁମାନଙ୍କ ଜନ୍ମୋତ୍ସବ ଉପଲକ୍ଷେ ଟିଟିଲାଗଡ ଠିକାଦାରପଡ଼ା ଠାରେ ଥିବା ରାଧାକୃଷ୍ଣ ମନ୍ଦିରରେ କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରିବା ସହ ଧୁମ୍‌ଧାମ୍‌ରେ ଏହି ଉତ୍ସବକୁ ପାଳନ କରାଯାଇଛି । ଏହି ଅବସରରେ ମନ୍ଦିର ଭିତରେ ଥିବା ପ୍ରଭୁ
Read More...