Daily Archives

ଛାତ୍ରୀ ପରିଷଦର ୪୩ତମ ବାର୍ଷିକ ଉତ୍ସବ

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ସ୍ଥାନୀୟ ନଳିନୀ ଦେବୀ ଶିକ୍ଷକ ଶିକ୍ଷା ମହିଳା ମହାବିଦ୍ୟାଳୟ ଛାତ୍ରୀ ପରିଷଦର ୪୩ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ଗାୟତ୍ରୀ ମହାନ୍ତିଙ୍କ ପୌରାହିତ୍ୟରେ ସଭାକାର୍ଯ୍ୟ ସମ୍ପାଦିତ ହୋଇଥିଲା । ଡକ୍ଟର
Read More...

ଗଞ୍ଜାମ ତହସିଲ ପ୍ରଶାସନ ପକ୍ଷରୁ ୨୮୫ ଜଣ ହିତାଧିକାରୀଙ୍କୁ ଗ୍ରାମ କଣ୍ଟକ ପଟ୍ଟା ବଣ୍ଟନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଛତ୍ରପୁର ସବ୍‌ ଡିଭିଜନରେ ଗ୍ରାମ କଣ୍ଟକ ପଟ୍ଟା ପ୍ରଦାନରେ ଗଞ୍ଜାମ ତହସିଲ ଏକ ନମ୍ବର ବୋଲି ମଙ୍ଗଳବାର ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେଇ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର ସୂଚନା ଦେଇଛନ୍ତି । ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ
Read More...

ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର ସାଧାରଣ ବୈଠକ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ କୁଇକେଡ଼ା ପଞ୍ଚାୟତ ସ୍ଥିତ କମରଲଗା ଠାରେ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଟିଟିଲାଗଡ଼ କେନ୍ଦୁପତ୍ର ଡିଭିଜନ ତରଫରୁ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଟିଟିଲାଗଡ଼ ଡିଭିଜନ ସମ୍ପାଦକ ରାଜ କୁମାର ବିଶିଙ୍କ
Read More...

ଚାଲ ଆମେ ସ୍କୁଲ ଯିମା ସଚେତନତା ଅଭିଯାନ ଉଦ୍‌ଘାଟିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ସ୍ଥିତ ବାଳିକା ବିଦ୍ୟାଳୟ ପରିସରରେ ୬ରୁ ୧୪ ବର୍ଷ ବୟସ ମଧ୍ୟରେ ଥିବା ସବୁ ପିଲାମାନଙ୍କୁ ସ୍କୁଲରେ ସେମାନଙ୍କୁ ନିୟମିତ ପାଠପଢ଼ାକୁ ଚାଲୁ ରଖିବା ଉଦ୍ଦେଶ୍ୟରେ ଚାଲ ଆମେ ସ୍କୁଲ ଯିମା ସଚେତନତା ଅଭିଯାନ ରଥକୁ ସଇଁତଲା ବ୍ଲକ ଶିକ୍ଷା
Read More...

ଦକ୍ଷିଣ ଫାଉଣ୍ଡେସନ ପକ୍ଷରୁ ସ୍ୱାସ୍ଥ୍ୟ ସଚେତନତା ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଯଶୋଦା ଡିଗ୍ରୀ ମହିଳା ମହାବିଦ୍ୟାଳୟରେ ଦକ୍ଷିଣ ଫାଉଣ୍ଡେସନ ପକ୍ଷରୁ ଦୁଇଦିନ ଧରି ଚାଲିଥିବା ସ୍ୱାସ୍ଥ୍ୟ ସଚେତନତା ଶିବିର ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଓଡିଶା ସ୍ୱାସ୍ଥ୍ୟ ଅଭିଯାନ ଆବାହକ ଗୌରାଙ୍ଗ ଚରଣ ମହାପାତ୍ର ମୁଖ୍ୟ
Read More...

ତୁରେକେଲା ବ୍ଲକରେ ଶିକ୍ଷା ସଚେତନତା ରଥର ଶୁଭାରମ୍ଭ

ତୁରେକେଲା, (କୈଳାସ ସଗ୍ରିଆ) : ସାରା ରାଜ୍ୟରେ ଚାଲ ଆମେ ସ୍କୁଲ ଯିମା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏହି ଅବସରରେ ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକରେ ଗତକାଲି ଶିକ୍ଷା ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ତୁରେକେଲା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ସଭାରେ ଦେବାଶିଷ ସାମଲ, ଗୋଷ୍ଠୀ
Read More...

ସଚେତନତା କାର୍ଯ୍ୟକ୍ରମ ଜରିଆରେ ଜି-୨୦ ଜନଭାଗିଦାରୀ ଅଭିଯାନରେ ସାମିଲ ହେଲେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ

ଭୁବନେଶ୍ୱର, (ପିଆଇବି) : ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ
Read More...

ପ୍ରେସ ବିଜ୍ଞପ୍ତି : ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ, ରାଉରକେଲାର ନିର୍ଦ୍ଦେଶକଙ୍କ ନେତୃତ୍ଵରେ ପ୍ରତିନିଧି ଦଳର…

ଭୁବନେଶ୍ୱର, (ପିଆଇବି) : ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନର ନିର୍ଦ୍ଦେଶକ ପ୍ରଫେସର କେ. ଉମାମହେଶ୍ଵର ରାଓଙ୍କ ନେତୃତ୍ଵରେ ଏକ ପ୍ରତିନିଧି ଦଳ ଗତକାଲି କୁତ୍ର ଓ ଝାରସୁଗୁଡ଼ାସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ତଥା ଝାରସୁଗୁଡ଼ାସ୍ଥିତ ଜବାହାର ନବୋଦୟ ବିଦ୍ୟାଳୟକୁ ଗସ୍ତ କରିଛି । ଏହି ଗସ୍ତର ମୁଖ୍ୟ
Read More...

୫ମ ଭାରତ-ବ୍ରିଟେନ ସ୍ୱରାଷ୍ଟ୍ର ବ୍ୟାପାର ଆଲୋଚନା

ଦିଲ୍ଲୀ, (ପିଆଇବି) : ନୂଆଦିଲ୍ଲୀ ଠାରେ ୫ମ ଭାରତ-ବ୍ରିଟେନ ସ୍ୱରାଷ୍ଟ୍ର ବ୍ୟାପାର ଆଲୋଚନା (ଏଚଏଡି) ଅନୁଷ୍ଠିତ ହୋଇଛି । କେନ୍ଦ୍ର ସ୍ୱରାଷ୍ଟ୍ର ସଚିବ ଅଜୟ କୁମାର ଭଲା ଭାରତୀୟ ପ୍ରତିନିଧିଙ୍କ ନେତୃତ୍ୱ ନେଇଥିଲେ ଏବଂ ବ୍ରିଟେନ ପ୍ରତିନିଧି ଦଳର ନେତୃତ୍ୱ ସ୍ୱରାଷ୍ଟ୍ର କାର୍ଯ୍ୟାଳୟର ସ୍ଥାୟୀ
Read More...

ରାଜ୍ୟପାଳଙ୍କଠାରୁ ସମ୍ମାନିତ ହେଲେ ଆକାଂକ୍ଷା

ପଦ୍ମପୁର, (ନିରୋଜ କୁମାର ପାଣୀ) : ନିରନ୍ତର ପ୍ରୟାସ, ନୀରବଛିନ୍ନ ପରିଶ୍ରମ ଆଉ ସୁନେଲି ଭବିଷ୍ୟତ ଗଢିବାର ଆଶା ଆଜି ଆକାଂକ୍ଷାଙ୍କ ମୁଣ୍ଡରେ ସଫଳତାର ଶିରୋପା ପିନ୍ଧାଇ ଦେଇଛି । ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ବୁରୋମୁଣ୍ଡା ଗ୍ରାମର ଆକାଂକ୍ଷା ସାହୁ ଗୋଟିଏ ପରେ ଗୋଟିଏ ସଫଳତାର ସିଢି
Read More...