Daily Archives

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍‌ କରି ସେ ଲେଖିଛନ୍ତି, ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ହାର୍ଦ୍ଦିକ ଶୁଭେଚ୍ଛା । ନୂଆବର୍ଷ ସମସ୍ତଙ୍କ ଜୀବନରେ ଆନନ୍ଦ ଓ
Read More...

ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ପ୍ରତି ପଞ୍ଚାୟତ ପାଇଁ ୧୫ ହଜାର ଟଙ୍କାର ରିଭଲଭିଂ ଫଣ୍ଡମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ କୋଟି ଟଙ୍କା ମଞ୍ଜୁର ଭୁବନେଶ୍ୱର : ଗରିବ ଲୋକମାନେ ଯେପରି ତାଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ସଂପାଦନରେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର
Read More...

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍‌ କରି ସେ ଲେଖିଛନ୍ତି, ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା ନୂଆବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ। ଆସନ୍ତା ବର୍ଷ
Read More...

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି । ସେ ନିଜର ଟୁଇଟରରେ ଲେଖିଛନ୍ତି, ‘ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ
Read More...

ତୁକଲା ଗ୍ରାମର ପ୍ରତିଭା ଦାଶଙ୍କୁ ମିଳିଲା ସ୍ୱର୍ଣ୍ଣ ପଦକ

ଖଡ଼ିଆଳ, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ତୁକଲା ଗ୍ରାମର ପ୍ରତିଭା ଦାଶ ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର(ଆଇନ/ଏଲ୍‌ଏଲ୍‌ଏମ୍‌)ରେ ସ୍ୱର୍ଣ୍ଣ ପଦକ ପାଇଥିବା ଜଣାପଡିଛି । ସେ ଏହି ସଫଳତାରେ ସମଗ୍ର ଜିଲ୍ଲା ପାଇଁ ଗର୍ବ ଆଣିଛନ୍ତି । ସେ ୨୦୨୦ ମସିହାରେ
Read More...

ପବିତ୍ର ପଣା ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପବିତ୍ର ପଣା ସଂକ୍ରାନ୍ତି ଉପଲକ୍ଷେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, ପବିତ୍ର ପଣା ସଂକ୍ରାନ୍ତି ଓଡ଼ିଶାର ପୁରପଲ୍ଲୀରେ ହର୍ଷୋଲ୍ଲାସରେ ପାଳିତ ହେଉଅଛି । ଏ ଅବସରରେ ପଣା ପାଣିର ଆସର ସାଙ୍ଗକୁ ବିଭିନ୍ନ
Read More...

ଅଂଶୁଘାତ ପ୍ରତି ସାବଧାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଟାଣ ଖରାରେ ପଦାକୁ ବାହାରନ୍ତୁ ନାହିଁ । ଜରୁରୀ କାମରେ ବାହାରକୁ ଯିବାକୁ ହେଲେ କଳା ଚଷମା, ଚପଲ, ମୁଣ୍ଡରେ ଓଦା ଗାମୁଛା ଏବଂ ଛତା ବ୍ୟବହାର କରନ୍ତୁ । ସାଥୀରେ ପାଣି ବୋତଲ ନିଅନ୍ତୁ, ହାଲୁକା ଏବଂ ଢିଲା ପୋଷାକ ପରିଧାନ କରନ୍ତୁ । ଅଂଶୁଘାତ ପ୍ରତି ସାବଧାନ
Read More...

ପ୍ରଚଣ୍ଡ ଖରା : ଆହୁରି ୧ ଡିଗ୍ରୀ ବୃଦ୍ଧି ପାଇ ପାରେ ତାପମାତ୍ରା, ୮ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହକୁ ନେଇ ୟେଲୋ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରଚଣ୍ଡ ଖରା ଯୋଗୁଁ ତତଲା ତାୱା ପାଲଟିଛି ସାରା ଓଡ଼ିଶା । ପାରଦ ଦିନକୁ ଦିନ ଉପରମୁହାଁ ହେବାରେ ଲାଗିଛି । ଗୁରୁବାର ଦିନ ରାଜ୍ୟର ୨୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ ହୋଇଥିବା ବେଳେ ୮ ସହରର ପାରଦ ୪୨ ଡିଗ୍ରୀ ପାର୍‌ କରିଛି । ୪୩.୫
Read More...

ମା’ ତାରିଣୀଙ୍କ ଚଇତି ପର୍ବ

ଘଟଗାଁ : ଚାଲିଛି ଘଟଗାଁ ମା' ତାରିଣୀଙ୍କ ଚଇତି ପର୍ବ । ଘଟଗାଁ ବାସିନୀ ମାଆ ତାରିଣୀଙ୍କ ଚଇତି ପର୍ବର ଆଜି ଷଷ୍ଠ ଦିବସ । ଆଜି ପଣା ସଂକ୍ରାନ୍ତିରେ ସ୍ବତନ୍ତ୍ର ନୀତିକାନ୍ତି କରାଯାଉଛି । ମିଳିଥିବା ସୂଚନା ଅନୁଯାୟୀ, ଭୋର୍ ୪ଟାରୁ ମାଙ୍କ ସେବାୟତ ମାନେ ମନ୍ଦିର ପହଡ ଖୋଲି ମାଙ୍କ
Read More...

ଆଜି ସମ୍ବିଧାନର ପ୍ରଣେତା ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଭାରତୀୟ ସମ୍ବିଧାନର ପ୍ରଣେତା ତଥା ଭାରତରତ୍ନ ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ । ଭାରତର ପ୍ରଥମ ଆଇନ ମନ୍ତ୍ରୀ ଭୀମରାଓ ଆମ୍ବେଦକର ୧୮୯୧ ମସିହା ଏପ୍ରିଲ ୧୪ ତାରିଖରେ ଜନ୍ମ ନେଇଥିଲେ । ୧୮୯୭ରେ ତାଙ୍କ ପରିବାର ମୁମ୍ବାଇ ଚାଲି ଆସିଥିଲା ।
Read More...