Daily Archives

ବଲାଙ୍ଗିର ଲିଗ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ଦିବସ : ଏଏଫ୍‌ସିସି ଓ ତୁଷାର ରୟାଲ ବିଜୟୀ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ଷ୍ଟାଡିୟମଠାରେ ଚାଲୁଥିବା ବଲାଙ୍ଗିର ଲିଗ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସର ପ୍ରଥମ ମ୍ୟାଚ୍‌ଟି ଏଏଫ୍‌ସିସି ଓ ସ୍ୱରାଜ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ସ୍ୱରାଜ ଦଳ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରି ମାତ୍ର ୭୯ ରନ୍‌ରେ ସମସ୍ତ ୱିକେଟ
Read More...

ଭଗବାନ ପର୍ଶୁରାମ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ବ୍ରାହ୍ମଣ ମହାସଭାର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଜିଲ୍ଲା ବ୍ରାହ୍ମଣ ମହାସଭାର ସଭାପତି ଧନଞ୍ଜୟ ମିଶ୍ରଙ୍କ ଅଧ୍ୟକ୍ଷତାରେ ନୃସିଂହ ମନ୍ଦିର ପରିସରରେ କାର୍ଯ୍ୟକାରୀ କମିଟି ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ଓଁକାର ଧ୍ୱନି ଏବଂ ଭାଗବତ ଗୀତାର ଚତୁର୍ଥ ଅଧ୍ୟାୟ ଆହୁତି କରିବା ପରେ ସମ୍ପାଦକ ଆଇନଜୀବୀ
Read More...

ଆଇଡିଏମ ପବ୍ଲିକ ସ୍କୁଲରେ ଶିକ୍ଷକଙ୍କ ମାଡରେ ଜଣେ ଛାତ୍ର ଆହତ ହୋଇଥିବା ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଖୁଜେନପାଲି ସ୍ଥିତ ଆଇଡିଏମ ପବ୍ଲିକ ସ୍କୁଲରେ ଶିକ୍ଷକଙ୍କ ମାଡରେ ଜଣେ ଛାତ୍ର ଆହତ ହୋଇଥିବା ବଲାଙ୍ଗିର ସଦର ଥାନରେ ଅଭିଯୋଗ ହୋଇଛି । ଅଭିଭାବକ ଥାନାର ଦ୍ୱାରସ୍ଥ ହୋଇଥିବା ଜଣାପଡିଛି । ଅଭିଯୋଗ ଅନୁସାରେ ଖୁଜେନପାଲି ସ୍ଥିତ ଆଇଡିଏମ ଛାତ୍ରାବାସରେ
Read More...

ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ତାଲପାଲିପଡା ସ୍ଥିତ ଡ. ଆମ୍ବେଦକର ଦାତବ୍ୟ କେନ୍ଦ୍ର ପରିସରରେ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଜନାର୍ଦ୍ଧନ ଶ୍ରୀଚୌହାନଙ୍କ କରକମଳରେ ଉନ୍ମୋଚିତ ହୋଇଯାଇଛି । ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ୍‌ ଜନାର୍ଦ୍ଧନ
Read More...

ଜମଲା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଆମ ପୋଲିସ ସମିତି କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ନିର୍ବାଚନ ମଣ୍ଡଳୀ ରାଜବୋଡାସମ୍ବର ବ୍ଲକ ଅନ୍ତର୍ଗତ ଜମଲା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ସରପଞ୍ଚ ପ୍ରତିନିଧି ମନୋରଞ୍ଜନ ପୁରୋହିତଙ୍କ ନେତୃତ୍ୱରେ ଆମ ପୋଲିସ ସମିତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଦ୍ମପୁର ଥାନା
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୧୬ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ୦୩ ଗୋଟି ଅଭିଯୋଗର ତୁରନ୍ତ ସମାଧାନ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ବ୍ଲକ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ
Read More...

ବିଜୁବାବୁଙ୍କ ତିରୋଧାନ ଦିବସ ଅବସରରେ ରକ୍ତଦାନ ଶିବିର ଅନୁଷ୍ଠିତ : ଯୋଗ ଦେଲେ ବିଧାୟକ ସରୋଜ

ବେଲପଡା, (ଭୋଜରାଜ ଦଣ୍ଡସେନା) : ବେଲପଡା ସ୍ଥିତ ନବୀନ ଧର୍ମଶାଳାଠାରେ ମହାନ ଜନନାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ସରକାରୀ ଦଳ ଉପମୁଖ୍ୟ ସଚେତକ ତଥା ପାଟଣାଗଡ଼
Read More...

୨୫ କ୍ୱିଣ୍ଟାଲ କାଠରେ ଭର୍ତ୍ତି ହୋଇଥିବା ଟ୍ରାକ୍ଟରକୁ ଜବତ କରିବା ସହ ଜଣଙ୍କୁ ଗିରଫ କଲା ବଲାଙ୍ଗିର ବନ ବିଭାଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବନ ବିଭାଗକୁ ମିଳିଛି ବଡ ସଫଳତା । ବଲାଙ୍ଗିର ବନଖଣ୍ଡ ଅନ୍ତର୍ଗତ ଦସପୁର ଗ୍ରାମ ନିକଟରେ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ୨୫ କ୍ୱିଣ୍ଟାଲ ବିଭିନ୍ନ ଜାଳେଣି କାଠରେ ଭର୍ତ୍ତି ହୋଇଥିବା ଏକ ଟ୍ରାକ୍ଟର (ଓଆର୍‌ ୦୩ଏଫ ୯୫୭୯)କୁ ଜବତ କରିବା ସହ ଘଟଣାରେ
Read More...

ମହାମହିମ ରାଷ୍ଟ୍ରପତିଙ୍କ ଦ୍ଵାରା ଗଞ୍ଜାମ ଜିଲ୍ଲା ୬ ଗୋଟି ଜାତୀୟ ପୁରସ୍କାରରେ ସମ୍ମାନିତ

ସର୍ବଭାରତୀୟ ସ୍ତରରେ ପ୍ରଥମ ରେଙ୍କ ହାସଲ କରିଥିବା ହେତୁ ୫ କୋଟି ପୁରସ୍କାର ରାଶି ସହିତ ସମ୍ମାନିତଶ୍ରେଷ୍ଠ ପଞ୍ଚାୟତ ସମିତି ଭାବେ ହିଞ୍ଜିଳିକାଟୁ ସର୍ବଭାରତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରି ୨ କୋଟି ଅର୍ଥ ରାଶିରେ ପୁରସ୍କୃତସେହିପରି ଶାସନ ଆମ୍ବଗାଁ, କଞ୍ଚୁଡୁ, ଭଞ୍ଜନଗରର କୁଲାଡ଼
Read More...

ସାନଟିକାରେ କଂସ ଦରବାର : ହନୁମାନ ମନ୍ଦିର ଓ ପାରାୟଣ ମଣ୍ଡପ ପ୍ରତିଷ୍ଠା

ଲୋଇସିଂହା, (ବିମଳେନ୍ଦୁ ସାହୁ) : ପ୍ରସିଦ୍ଧ ଶୈବପୀଠ ସାନଟିକାରେ ହନୁମାନ ମନ୍ଦିର ଓ ପାରାୟଣ ମଣ୍ଡପ ପ୍ରତିଷ୍ଠା ଅବସରରେ କଂସ ଦରବାର ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଗତ ୧୨ ତାରିଖରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୧୮ ତାରିଖରେ ଶେଷ ହେବ । ମନ୍ଦିର
Read More...