Daily Archives

ଗରିମା ପରିବାରର ଓଡିଆ ନବବର୍ଷ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳ ସାଂସ୍କୃତିକ ପରିଷଦର ଗରିମା ପରିବାର ତରଫରୁ ଓଡିଆ ନବବର୍ଷ ପାଳନ ସିଭିକ ସେଣ୍ଟର୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ସୁନିଲ୍ କୟାଲଙ୍କ ଅଧ୍ୟକ୍ଷତା ସାଧାରଣ ସଂପାଦକ ଶଙ୍କର ଜେନାଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ମଇ ୫ରେ ଯୁଗଯାତ୍ରୀ ସାହିତ୍ୟ ସଂସଦ ତରଫରୁ ସନ୍ଥକବିଙ୍କ ଜୟନ୍ତୀ

ମ.ରାମପୁର, (ହେମନ୍ତ ସାହୁ) : ଓଡ଼ିଶାର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଯୁଗଯାତ୍ରୀ ସାହିତ୍ୟ ସଂସଦ ତରଫରୁ ଆଗାମୀ ମଇ ମାସ ୫ ତାରିଖରେ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହେବ ବୋଲି ଜଣାପଡିଛି । ଏନେଇ ବିଧିବଦ୍ଧ ଭାବରେ ଏକ ପ୍ରସ୍ତୁତି ବୈଠକ ସଭାପତି ପଦ୍ମଲୋଚନ
Read More...

ଗୀତା ଯଜ୍ଞ ସମାପନ

ମ.ରାମପୁର, (ହେମନ୍ତ ସାହୁ) : ମ.ରାମପୁର କଲେଜପଡ଼ା, ଉତେଇବିହାର ଠାରେ ଥିବା ସତ୍‌ସଙ୍ଗ କମିଟି ତରଫରୁ ଗୀତା ଯଜ୍ଞ ସମାପନ ହୋଇଯାଇଛି । ମୁଖ୍ୟ ଉପଦେଷ୍ଟା ସୁବାସ ଚନ୍ଦ୍ର ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏହି ପୂଜା କାର୍ଯ୍ୟ ସମାପନ ହୋଇଥିବା ବେଳେ ସଂପାଦକ କୁଳମଣି ଦାଶ ଯଜ୍ଞକର୍ତ୍ତା ଦାୟିତ୍ୱ
Read More...

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୬ତମ ତିରୋଧାନ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୬ତମ ଶ୍ରାଦ୍ଧ ଦିବସରେ ବିଜୁ ଜନତା ଦଳ ଲୋଇସିଂହା ତରଫରୁ ଏକ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା ଅନୁଷ୍ଠିତ ସହିତ ଓଡିଶା ମୋ' ପରିବାର ଜୀବନ ବିନ୍ଦୁ ତରଫରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଜୁ ଜନତା ଦଳ ରାଜ୍ୟ
Read More...

ବଲାଙ୍ଗିର ସହରାଞ୍ଚଳ କୁଲତା ସମାଜର ବାର୍ଷିକ ସାଧାରଣ ସଭା ଓ କର୍ମକର୍ତ୍ତା ଚୟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଭଗବତୀନଗର ସ୍ଥିତ କୁଲତା ସମାଜ କାର୍ଯ୍ୟାଳୟ ପରିସରରେ ସଭାପତି ସୁରଥ ପଧାନଙ୍କ ସଭାପତିତ୍ୱରେ କୁଲତା ସମାଜର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ସଭାପତିଙ୍କ ଅଭିଭାଷଣ ପରେ ସମ୍ପାଦକ ଶାନ୍ତନୁ କୁମାର ଭୋଇଙ୍କ ସମ୍ପାଦକ ବିବରଣୀ ପାଠ କଲା
Read More...

ଆଦିବାସୀ ନେତାଙ୍କ ମାତୃ ବିୟୋଗ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଧାମନଡ଼ଙ୍ଗା ପଞ୍ଚାୟତ ଜାମୁଟଝୁଲା ଗ୍ରାମର ଆଦିବାସୀ ନେତା ତଥା ବଲାଙ୍ଗିର ଜିଲ୍ଲା କନ୍ଧ ସମାଜ ଯୁବ ସଂଗଠନର ସଂଗଠକ ଦୈତାରୀ ଭୋଇଙ୍କ ମା' ରନଦେଇ ଭୋଇ(୭୦)ଙ୍କର ବିଳମ୍ବିତ ରାତ୍ରିରେ ଦେହାନ୍ତ ହୋଇଯାଇଛି । ସେ
Read More...

ବାଇକ୍‌କୁ ପଛରୁ ପିଟିଲା କାର୍‌ : ୨ ଗୁରୁତର

ସୋର : ବାଲେଶ୍ୱର ଜିଲ୍ଲା ସୋରରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରେ ଏକ ହୁଣ୍ଡାଇ କାର୍‌ ବାଇକ୍‌କୁ ପଛରୁ ଧକ୍କା ଦେବାରୁ ବାଇକ୍‌ ଆରୋହୀ ଶଶୁର ଓ ବୋହୂ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ କଟକ ସ୍ଥାନାନ୍ତର
Read More...

ଘୋଡ଼ାହାଡ଼ ଡ୍ୟାମ୍‌ ଗର୍ଭରେ ଲୀନ ପୁରାତନ ଜଗନ୍ନାଥ ମନ୍ଦିର ଦୃଶ୍ୟମାନ

ଦିଗପହଣ୍ଡି : ଗ୍ରୀଷ୍ମରେ ଜଳସ୍ତର ହ୍ରାସ ପାଇବା ପରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଖମାରିଗାଁ ନିକଟରେ ଅବସ୍ଥିତ ଘୋଡ଼ାହାଡ଼ ଡ୍ୟାମ୍‌ ଗର୍ଭରେ ଲୀନ ପୁରାତନ ଜଗନ୍ନାଥ ମନ୍ଦିର ସ୍ପଷ୍ଟ ଦୃଶ୍ୟମାନ ହୋଇଛି । ପ୍ରାୟ ୩୦୦ ବର୍ଷ ପୁରୁଣା ଏହି ମନ୍ଦିରର ଅଧାଭାଗ ଦେଖିବାକୁ ମିଳୁଛି । ଯାହାକୁ
Read More...

ପ୍ରବାଦ ପୁରୁଷ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୨୬ତମ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଆଜି ହେଉଛି ଆଧୁନିକ ଓଡ଼ିଶାର ନିର୍ମାତା, ଲୋକପ୍ରିୟ ଜନନେତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ । ଏହି ଅବସରରେ ଟିଟିଲାଗଡ଼ ବିଜୁ ପଟ୍ଟନାୟକ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଟିଟିଲାଗଡ଼ର
Read More...

ଭଞ୍ଜନଗରରେ ସଡ଼କ ଦୁର୍ଘଟଣାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ସବ୍‌ଡିଭିଜିନ ଅନ୍ତର୍ଗତ ଜଗନ୍ନାଥପ୍ରସାଦ ଥାନା ଅଧୀନସ୍ଥ କୁଶାପଲ୍ଲୀ ନିକଟରେ ଗତକାଲି ଏକ ବାଇକ୍‌ ଦୁର୍ଘଟଣା ଘଟିଥିବା ଜଣାପଡିଛି । ପ୍ରକାଶ ଥାଉକି, ଜଣେ ଯୁବକ ଗଣ୍ଡାଧର ଗାଁରୁ ଯାତ୍ରା ଦେଖିବାକୁ ଯାଇ ବାଇକ୍‌ ଯୋଗେ
Read More...