Daily Archives

ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ରାଜ୍ୟ ହୋଟେଲ ପରିଚାଳନା ପ୍ରତିଷ୍ଠାନ ସମ୍ମିଳନୀ କକ୍ଷଠାରେ ବଲାଙ୍ଗିର ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ତଦାରଖ କମିଟି (ଦିଶା) ବୈଠକ କମିଟିର ଅଧ୍ୟକ୍ଷା ତଥା ବଲାଙ୍ଗିର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓଙ୍କ ଅଧ୍ୟକ୍ଷତାରେ
Read More...

ଋଷିକୂଲ୍ୟା ବେଳାଭୂମି ସମୁଦ୍ର କୂଳରେ ହଜାର ହଜାର କଇଁଛ ଛୁଆକୁ ଦେଖିଲେ ପୂର୍ବତନ ମୁଖ୍ୟ ବିଚାରପତି

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଭାରତର ପୂର୍ବତନ ମୁଖ୍ୟ ବିଚାରପତି (ସୁପ୍ରିମକୋର୍ଟ) ସେହରଡ଼ ଅରବିନ୍ଦ ବୋବଡ଼େ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସି ଋଷିକୂଲ୍ୟା ବେଳାଭୂମି ପରିଦର୍ଶନ କରିଥିଲେ । ତାଙ୍କ ସହ ବରିଷ୍ଠ ଆଇଏଏସ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଶାସନ ସଚିବ ଆର ଭିନ୍ନଲ
Read More...

ମହଦେଶ୍ୱର ମହାଦେବ ମନ୍ଦିର ନିର୍ମାଣ ପାଇଁ ଗ୍ରାମବାସୀଙ୍କ ପ୍ରୟାସ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ, ପାଟଣାଗଡ଼ ବ୍ଲକ ଓ ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକର ମଧ୍ୟବର୍ତ୍ତୀ ଅଞ୍ଚଳରେ ଅବସ୍ଥିତ ମହଦାଶୁନି ପାହାଡ଼ । ସ୍ଥାନୀୟ ଅଞ୍ଚଳରେ ମହଦା ପାହାଡ଼ ନାମରେ ପରିଚିତ । ଚିରସ୍ରୋତା ଝରଣା ସାଙ୍ଗକୁ ଭାରତ ସ୍ୱାଧୀନତା ସଂଗ୍ରାମର
Read More...

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର : ନିୟୋଜିତ ହେବେ ୪୫ ନୂଆ କର୍ମଚାରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର (Fire Station) ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ
Read More...

ରାମ ନାରାୟଣ ଦାଶ ହେଲେ ଗୋଲଡେନ୍‌ ଆୱାର ହିରୋ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶା ସରକାରଙ୍କ ତରଫରୁ ଭୁବନେଶ୍ୱର ସ୍ଥିତ ଉତ୍କଳ ମଣ୍ଡପଠାରେ ସଡକ ସୁରକ୍ଷା ସଂପର୍କିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ରେଡକ୍ରସ୍‌ କର୍ମୀ, ରାଜ୍ୟସ୍ତରୀୟ ରକ୍ଷକ ମାଷ୍ଟର ଟ୍ରେନର ତଥା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ଉଚ୍ଚ
Read More...

ପିଏଚ୍‌ଡି ଛାତ୍ରୀଙ୍କ ଅକାଳ ବିୟୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଶାନ୍ତିପଡାରେ ଜଣେ ଛାତ୍ରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଯାଇଛି । ଆମେରିକାରେ ପିଏଚ୍‌ଡି କରୁଥିବା ଛାତ୍ରୀ ନିହାରିକା ଦଳପତି(୨୬) ଘରେ ଥିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ । ଗୁରୁତର ଅବସ୍ଥାରେ ପରିବାର ଲୋକେ ଚିକିତ୍ସା
Read More...

ଆସନ୍ତାକାଲି ୧୨ ଘଣ୍ଟିଆ ବଲାଙ୍ଗିର ବନ୍ଦ ଡାକରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଜରଙ୍ଗ ଦଳ ପକ୍ଷରୁ ଆସନ୍ତାକାଲି ବଲାଙ୍ଗିର ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉକ୍ତ ବନ୍ଦ ପାଳନ କରାଯିବା ନେଇ ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲାର ସମସ୍ତ ସ୍କୁଲ,
Read More...

ମିନାକ୍ଷୀ ଧର ଫାଉଣ୍ଡେସନ ପକ୍ଷରୁ ବସ୍ତି ଅଂଚଳରେ ବସ୍ତ୍ର ବଂଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ମିନାକ୍ଷୀ ଧର ଫାଉଣ୍ଡେସନ ପକ୍ଷରୁ ସେକ୍ଟର-୩ ବଲାଙ୍ଗିର ବସ୍ତି ଓ ସେକ୍ଟର-୬ ମହିମା ଆଶ୍ରମ ନିକଟସ୍ଥ ବସ୍ତିରେ ପୁରୁଣା ବସ୍ତ୍ର, ବିସ୍କୁଟ ଓ ଫଳ ବଂଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆର୍ଥିକ ଦୁର୍ବଳ ଶ୍ରେଣୀ ବ୍ୟକ୍ତିବିଶେଷ ଆଗ୍ରହର ସହ ବସ୍ତ୍ର
Read More...

ବଢୁଛି ଖରା, ଜଳୁଛି ଓଡିଶା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଢୁଛି ଖରା । କଲବଲ କରୁଛି ତାତି । ପ୍ରାୟତଃ ସ୍ଥାନରେ ୪୦ ଡିଗ୍ରୀ ପାର କଲା ତାପମାତ୍ରା । ପାଣିପାଗ ବିଭାଗ ଠାରୁ ମିଳିଥିବା ସୂଚନା ଅନୁସାରେ ଗତକାଲି ପ୍ରାୟତଃ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର କରିଛି । ତେବେ ବାରିପଦାରେ ସର୍ବାଧିକ ୪୪.୬ ଡିଗ୍ରୀ
Read More...

ବେଆଇନ କାଠ ବୋଝଇ ଟ୍ରାକ୍ଟର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ : ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅନ୍ତର୍ଗତ କର୍ଲାବାହାଲି ଗ୍ରାମରେ ବଲି ଗଛ ବୋଝେଇ ଟ୍ରାକ୍ଟର ଓଲଟିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ କର୍ଲାବାହାଲି ଗାଁ ନିକଟସ୍ଥ ଗୋଚର ଜମିରୁ କର୍ଲା ଏବଂ ସେନା ଗଛର ବଲି ବୋଝେଇ ଗୋଟିଏ ନମ୍ବର
Read More...