Daily Archives

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ କବି ଜୟଦେବଙ୍କ ଜୟନ୍ତୀ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ସଂସ୍କୃତି ପରିଷଦ, ବଲାଙ୍ଗିରର ଆୟୋଜନରେ ଆଜି କୋଶଳ କଳାମଣ୍ଡଳ ସ୍ଥିତ ସଂସ୍କୃତି ଭବନଠାରେ କବି ଜୟଦେବଙ୍କ ଜିଲ୍ଲାସ୍ତରୀୟ ଜନ୍ମ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ରଙ୍କ ସଭାପତିତ୍ୱରେ
Read More...

ପବିତ୍ର ଅକ୍ଷୟ ତୃତୀୟା ଦିବସ ଅବସରରେ ଜିଲ୍ଲାସ୍ତରୀୟ କୃଷକ ଦିବସ ପାଳନ ସମାରୋହ

ଯୁଗୋପଯୋଗୀ ଚାଷ ଉପରେ ଗୁରୁତ୍ୱ ଦେବାକୁ ଚାଷୀଙ୍କୁ ପରାମର୍ଶ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲାସ୍ତରୀୟ ପବିତ୍ର ଅକ୍ଷୟ ତୃତୀୟା ଦିବସ (କୃଷକ ଦିବସ) ପାଳନ ସମାରୋହ ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ଛେପାପାଲିଠାରେ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳେ ରୀତିନୀତିର
Read More...

ଖରାମାଲ ଗ୍ରାମରେ ବ୍ଲକସ୍ତରୀୟ ଅଖିମୁଠି ଅନୁକୂଳ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଜାମସେଠ ଗ୍ରାମ ପଞ୍ଚାୟତ ଖରାମାଲ ଗ୍ରାମରେ ପାଇକମାଲ ବ୍ଲକ କୃଷି ବିଭାଗ ତରଫରୁ କୃଷକ ଦିବସ ଓ ଅକ୍ଷୟ ତୃତୀୟା ଉତ୍ସବ ପାଳନ ତଥା ଅଖିମୁଠି ଅନୁକୂଳ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ସର୍ବ ପ୍ରଥମେ ଗ୍ରାମବାସୀମାନେ ଧାନ ଚାଷ ଜମିରେ ଭୂମି
Read More...

ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ଆନୁକୂଲ୍ୟରେ କବିଶ୍ରୀ ଜୟଦେବ ଜୟନ୍ତୀ ସମାରୋହ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲ ପ୍ରଶାସନ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ କବିଶ୍ରୀ ଜୟଦେବ ଜୟନ୍ତୀ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମାରୋହ -୨୦୨୩ ସ୍ଥାନୀୟ ସାହାରା ଟ୍ରଷ୍ଟ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ
Read More...

ଶିବପ୍ରସାଦ ପାଣ୍ଡିଆଙ୍କ ୧୫ତମ ଶ୍ରାଦ୍ଧବାର୍ଷିକୀ ସମାରୋହ

ଶିବପ୍ରସାଦ ପାଣ୍ଡିଆ : ବିଚାର ଓ ବ୍ୟକ୍ତିତ୍ୱ ପୁସ୍ତକ ଲୋକାର୍ପିତ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିପ୍ଳବୀ କବି ସାମ୍ବାଦିକ ଗୌରବ ଶିବପ୍ରସାଦ ପାଣ୍ଡିଆଙ୍କ ୧୫ତମ ଶ୍ରାଦ୍ଧବାର୍ଷିକୀ ସମାରୋହ ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ପରିସରରେ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ
Read More...

ଅଖିମୁଠି ଅନୁକୂଳ କଲେ ଯୁବ ସମାଜସେବୀ ରାଧାମୋହନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ଡେଲାଙ୍ଗ ପିପିଲି ଜନକଲ୍ୟାଣ ମଞ୍ଚ ତରଫରୁ ଖେଲାଉରଠାରେ ମଞ୍ଚର ଆବାହକ ତଥା ଯୁବ ସମାଜସେବୀ ରାଧାମୋହନ ହଳ ବିହନ ପୂଜା କରି ଅଖିମୁଠି ଅନୁକୂଳ କରିଥିଲେ । ରବିବାର ସକାଳ ୮ଟାରେ ହଳ ବିହନ ସହିତ ବାଜା ବଜେଇ ବିଲ
Read More...

ଯୋଗେନ୍ଦ୍ରନାଥପୁର ଠାରେ ଅଖିମୁଠି ଅନୁକୂଳ ଉତ୍ସବ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଜୟ କିଷାନ ଆନ୍ଦୋଳନ ପାଇକମାଲ ବ୍ଲକ ତରଫରୁ ପାଇକମାଲ ବ୍ଲକ ଭୁବନେଶ୍ୱରପୁର ପଞ୍ଚାୟତ ଅନ୍ତର୍ଗତ ଯୋଗିନ୍ଦ୍ରନାଥପୁର ଠାରେ ଅଖିମୁଠି ଅନୁକୂଳ ସଭାପତି ବିଶ୍ଵନାଥ ରଣାଙ୍କ ପୌରାହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଗାଁର ଗୌନ୍ତିଆ ଗଣେଶ ଭୋଇଙ୍କ ଘରୁ ଅଖିମୁଠି
Read More...

ପବିତ୍ର ଅକ୍ଷୟ ତୃତୀୟା ଉପଲକ୍ଷେ ବଲାଙ୍ଗିର କିଷାନ କଂଗ୍ରେସ ପକ୍ଷରୁ ଜିଲ୍ଲାସ୍ତରୀୟ ଅଖିମୁଠି ଅନୁକୂଳ ଉତ୍ସବ…

ଧାନବୁଣି ଅଖିମୁଠି ଅନୁକୂଳ କଲେ ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ବାରପୁଡୁଗିଆ ପଂଚାୟତ ଅନ୍ତର୍ଗତ ଆମ୍ବପାଲି ଗାଁରେ ପବିତ୍ର ଅକ୍ଷୟ ତୃତୀୟ ଉପଲକ୍ଷେ ଜିଲ୍ଲାସ୍ତରୀୟ ଅଖିମୁଠି ଅନୁକୂଳ ଉତ୍ସବ ଓ କୃଷକ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି
Read More...

ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ଉଦ୍ଧାର କରି ହସ୍‌ପିଟାଲରେ ଭର୍ତ୍ତି କଲେ ବିଧାୟକ ମୁକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାନବିକତା ଦେଖାଇଲେ ଲୋଇସିଂହା ବିଧାୟକ ଡ.ମୁକେଶ ମହାଲିଙ୍ଗ । ବିଧାୟକ ଡ.ମହାଲିଙ୍ଗ ଶନିବାର ରାତିରେ ଜାମାଗାଁରୁ ଏକ କାର୍ଯ୍ୟକ୍ରମ ସାରି ଫେରୁଥିବା ବେଳେ ଜାତୀୟ ରାଜପଥ-୨୬ର ରଣ୍ଡାଛକରେ ଜଣେ ମହିଳା ଦୁର୍ଘଟଣାଗ୍ରସ୍ତ ହୋଇ ଅସହାୟ ଅବସ୍ଥାରେ ପଡି ରହିଥିଲେ ।
Read More...

କୃଷକ ଦିବସ ଓ ଅଖିମୁଠି ଅନୁକୂଳ ଉତ୍ସବ ପାଳିତ

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ ଜିଲ୍ଲା ଅନ୍ତର୍ଗତ ଗାଈସୀମା ଗ୍ରାମରେ ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲାସ୍ତରୀୟ କୃଷକ ଦିବସ ଓ ଅଖିମୁଠି ଅନୁକୂଳ ଉତ୍ସବ ପାଳିତ ହୋଇଯାଇଛି । ଉତ୍ସବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ
Read More...