Daily Archives

ମୋବାଇଲ ହଜିଯାଇଥିବା ନେଇ ଟାଉନ ଥାନାରେ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହର ରାମେଶ୍ୱରନଗର ଠାରେ ଏକ ମୋବାଇଲ ହଜିଯାଇଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ ରାମେଶ୍ୱରନଗରର ବୀନା ବୁଡେକ ଗତରାତି ଚାଲି ଚାଲି ଯାଉଥିବା ବେଳେ ଏହି ସମୟରେ ତାଙ୍କ ମୋବାଇଲ କୌଣସି ଏକ ସ୍ଥାନରେ ପଡି ଯାଇଥିଲା । ବହୁ ଖୋଜା
Read More...

ଲୋକାର୍ପିତ ହେଲା ‘ଶଙ୍ଖ ଭବନ’: ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ଅକ୍ଷୟ ତୃତୀୟ ଅବସରରେ ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦ୍‌ଘାଟିତ ହୋଇଯାଇଛି । ୟୁନିଟ ୬ସ୍ଥିତ ସେହି ପୁରୁଣା ଜାଗାରେ ହିଁ ନିର୍ମାଣ ହୋଇଛି ବିଜେଡିର
Read More...

ସୋମବାର ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର : ସୋମବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ଣ ୫ଟା ୩୦ରେ ଏହି ବୈଠକ ବସିବ । ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିପାରେ । କୃଷି, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ,
Read More...

ଆଜି ରଥ ନିର୍ମାଣ ଅନୁକୂଳ

ପୁରୀ : ଆଜି ପବିତ୍ର ଅକ୍ଷୟ ତୃତୀୟା‌ । ପରମ୍ପରା ଅନୁଯାୟୀ ଏହିଦିନ ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଥାଏ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଛାମୁଣ୍ଡିଆ ବନ୍ଧା ହୋଇଛି । ତିନିରଥ ପାଇଁ ତିନି କାଠ ଶ୍ରୀମନ୍ଦିର
Read More...

ଅଖିଳ ଭାରତୀୟ ୮୪ ଘର ଅଘରିଆ ସମାଜ ତରଫରୁ ଅକ୍ଷୟ ତୃତୀୟା ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ଚାଷୀମାନେ ଏହି ଦିନକୁ ଖୁବ୍ ଆନନ୍ଦ ଉତ୍ସାହର ସହ ପାଳନ କରିଥାନ୍ତି । ଆଜି ଚାଷୀ ଭାଇ ନିଜ କ୍ଷେତ କିଆରୀକୁ ଯାଇ ଗୁଆ, ପଣା ଦେଇ ପୂଜା କରି ଚାଷ ଅନୁକୂଳ କରିଥାଏ । କ୍ଷେତରେ ବିହନ ପକାଇ ଚାଷ କାର୍ଯ୍ୟ ଆରମ୍ଭ କରେ ।
Read More...

ଟାଙ୍ଗଣାପଲ୍ଲୀ ହାଇସ୍କୁଲର ଶିକ୍ଷକ-ଅଭିଭାବକ ସଂଘ ଓ ପରିଚାଳନା କମିଟିର ମିଳିତ ବୈଠକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସାରା ରାଜ୍ୟରେ ବିଦ୍ୟାଳୟ ଗୁଡିକରେ ଶିକ୍ଷକ-ଅଭିଭାବକ ସଂଘ ଓ ପରିଚାଳନା କମିଟିର ମିଳିତ ବୈଠକ ଆୟୋଜନ କରିବା ପରିପ୍ରେକ୍ଷୀରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ଟାଙ୍ଗଣାପଲ୍ଲୀ ଶ୍ରୀ ନୀଳକଣ୍ଠେଶ୍ୱର ନୋଡାଲ ଉଚ୍ଚ
Read More...

ସିପିଆଇଏମ୍ ପକ୍ଷରୁ ଲେନିନ୍‌ଙ୍କ ୧୫୪ତମ ଜନ୍ମ ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ଵ ସର୍ବହରା ଶ୍ରେଣୀର ମହାନାୟକ, ଋଷ ବିପ୍ଳବର ରୂପକାର, ବିଶ୍ଵର ପ୍ରଥମ ସମାଜବାଦୀ ରାଷ୍ଟ୍ର ଋଷର ନିର୍ମାତା, ମହାନ୍ ବିପ୍ଳବୀ ଭି ଆଇ ଲେନିନ୍‌ଙ୍କ ୧୫୪ତମ ଜନ୍ମ ଜୟନ୍ତୀ ଗତକାଲି ସିପିଆଇଏମ୍ ରାଉରକେଲା ଆଂଚଳିକ କମିଟି ପକ୍ଷରୁ ଶକ୍ତିନଗର ଜିଲ୍ଲା
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ବାଣିଜ୍ୟ ବିଭାଗର ୪୭ତମ ବାର୍ଷିକ ଉତ୍ସବ ‘କମ୍ଔରା -୨୦୨୩’ ଉଦ୍‌ଯାପିତ

ଚାଟାର୍ଡ ଆାକାଉଣ୍ଟାଣ୍ଟ ଭଗବାନ ପାଢ଼ୀଙ୍କୁ ଦକ୍ଷିଣ ଓଡ଼ିଶାର ବିଶିଷ୍ଟ ପୁରୁଷ ସମ୍ମାନ ଏବଂ ଡାକ୍ତର ପି. ଭାରତୀଙ୍କୁ ଦକ୍ଷିଣ ଓଡ଼ିଶାର ବିଶିଷ୍ଟ ମହିଳା ସମ୍ମାନରେ ସମ୍ମାନିତ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ବାଣିଜ୍ୟ ବିଭାଗର ୪୭ତମ ବାର୍ଷିକ
Read More...

କନ୍ଧମାଳ : ରାଜ୍ୟସ୍ତରୀୟ ଡଙ୍ଗର ମହୋତ୍ସବ-୨୦୨୩ ଉଦ୍‌ଘାଟିତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏଜେଓ ହାଇସ୍କୁଲ ପଡ଼ିଆ ଠାରେ ରାଜ୍ୟସ୍ତରୀୟ ଡଙ୍ଗର ମହୋତ୍ସବ-୨୦୨୩ ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡିଶା ସଙ୍ଗୀତ ନାଟକ ଏକାଡ଼େମୀ ଓ
Read More...

ଅଙ୍ଗନୱାଡି କେନ୍ଦ୍ରରେ ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଆଖଡ଼ାବନ୍ଧ ଅଙ୍ଗନୱାଡି କେନ୍ଦ୍ରରେ ଗଞ୍ଜାମ ବ୍ଲକ ତରଫରୁ ବାଲ୍ୟ ବିବାହ ନିରାକରଣ ନେଇ ବ୍ଲକସ୍ତରୀୟ ସଚେତନତା ଗତ ୧୭ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଅକ୍ଷୟ ତୃତୀୟା ଉପଲକ୍ଷେ ଏକ ସପ୍ତାହବ୍ୟାପି କାର୍ଯ୍ୟକ୍ରମ ଜାରି ରହିଛି ।
Read More...