Daily Archives

ପୃଥିବୀ ଦିବସ – ୨୦୨୩ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ରେଗାଂଳ ଗ୍ରାମଠାରେ ପୃଥିବୀ ଦିବସ-୨୦୨୩ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଇଣ୍ତିଆନ ଇନଷ୍ଟିଚ୍ୟୁଟ ଅପ ସୋସିଆଲ ଆକ୍ସନ ଆଣ୍ତ ରିସର୍ଚ, ପୁରୀ ଆୟୋଜନରେ ଏବଂ ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟ, ଭାରତ ସରକାର,
Read More...

କିଆର୍ଦ୍ଦା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

ଭୋଗରାଇ, (ଶିବନାରାୟଣ ପାତ୍ର) : ଭୋଗରାଇ ବ୍ଲକ ଦୁଡପଳ ଗ୍ରାମ ପଞ୍ଚାୟତ ଅଧିନସ୍ଥ କିଆର୍ଦ୍ଦା ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବକୁ କେଦାରନାଥ ପାଢି ଉଦ୍‌ଘାଟନ କରିଥିବା ବେଳେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପଣ୍ଡିତ ଶିବଶଙ୍କର
Read More...

ଉଲୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିଭିନ୍ନ ୨୩ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦାୟିତ୍ଵରେ ଥିବା ଅତିରିକ୍ତ ଜିଲ୍ଲାପାଳ
Read More...

ସଂକ୍ରି ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ୍ ଅନ୍ତର୍ଗତ ସଂକ୍ରି ଗ୍ରାମର ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଣ ପ୍ରତିଷ୍ଠା ପ୍ରଥମ ବାର୍ଷିକ ଷୋହଳ ପହରୀ ନାମଯଜ୍ଞ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଂକ୍ରି ଗ୍ରାମର ମନ୍ଦିରପଡ଼ା,
Read More...

ପୁଇଁନ୍ତଲାରେ ବାବା ସାହେବ ଓ ଜ୍ୟୋତିବା ଫୁଲେ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ପୁଇଁନ୍ତଲା ଗାଁଠାରେ ଆମ୍ବେଦକର କ୍ଲବ୍‌ ତରଫରୁ ସଭାପତି ଜ୍ୟୋତିଷ ମୁଗ୍ରୀଙ୍କ ସଭାପତିତ୍ୱରେ ବାବା ସାହେବ ଆମ୍ବେଦକର ଓ ଜ୍ୟୋତିବା ଫୁଲେଙ୍କ ଜୟନ୍ତୀ ରବିବାର ସଂଧ୍ୟାରେ ମହାସମାରୋହରେ ପାଳିତ ହୋଇଯାଇଛି ।
Read More...

ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ

ପୁରୀ : ଆଜିଠାରୁ ବିଧିବଦ୍ଧ ଭାବେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହୋଇଛି । ଗତକାଲି ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦନ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି । ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି । ସୂଚନାଯୋଗ୍ୟ,
Read More...

ସମଗ୍ର ହିନ୍ଦୁ ସମାଜ ପକ୍ଷରୁ ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ବର୍ବର ଆକ୍ରମଣକୁ ନିନ୍ଦା

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁରର ସମଗ୍ର ହିନ୍ଦୁ ସମାଜ ପକ୍ଷରୁ ପଦ୍ମଲୋଚନ ମିଶ୍ରଙ୍କ ନେତୃତ୍ୱରେ ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ହୋଇଥିବା ବର୍ବର ଆକ୍ରମଣକୁ ନିନ୍ଦା ତଥା କାର୍ଯ୍ୟାନୁଷ୍ଠାନ ପାଇଁ ଏକ ଶୋଭାଯାତ୍ରା ଓ ସ୍ମାରକ ପତ୍ର ପ୍ରଦାନ
Read More...

ବାହାର ରାଜ୍ୟକୁ ଦାଦନ ଖଟିଯିବା ପାଇଁ ଦରଖାସ୍ତ ଦେଲେ ସମିତି ସଭ୍ୟା

ବେଲପଡା, (ଭୋଜରାଜ ଦଣ୍ଡସେନା) : ଆଜି ବାହାର ରାଜ୍ୟକୁ ଦାଦନ ଖଟିଯିବା ପାଇଁ ଦରଖାସ୍ତ ଦେଇଛନ୍ତି ଧୂମାଭଟା ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ଶ୍ରୀମତୀ ସବିତା ଭୁଏ । ଏହି ଦୃଶ୍ୟ ହେଉଛି ବଲାଙ୍ଗିର ଜିଲ୍ଲାର ବେଲପଡା ବ୍ଲକ ଅନ୍ତର୍ଗତ ଧୂମାଭଟା ଗ୍ରାମ ପଞ୍ଚାୟତର । ସୂଚନା ଅନୁସାରେ ଏଠିକାର
Read More...

୩୫ ଲକ୍ଷରୁ ଅଧିକ ଚାଷୀ ପାଇଲେ ୪୪୧.୭୬ କୋଟି ଟଙ୍କା ସୁଧ ରିହାତି

୨୦୨୨-୨୩ ପାଇଁ ଦୁଇଟି ପର୍ଯ୍ୟାୟରେ ସମୁଦାୟ ୮୫୬.୯୯ କୋଟି ଟଙ୍କାର ସୁଧ ରିହାତିଚାଷୀମାନେ ହେଉଛନ୍ତି ନୂଆ ଓଡିଶା, ସଶକ୍ତ ଓଡିଶାର ସାରଥି, ସେମାନଙ୍କ ସଶକ୍ତିକରଣ ଉପରେ ମୁଁ ସବୁବେଳେ ଗୁରୁତ୍ୱ ଦେଇ ଆସିଛି - ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା
Read More...

ଜଳଛତ୍ର ଖୋଲିଲା ଏସଏପି ଅଷ୍ଟମ ବାଟାଲିୟନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ନିକଟରେ ଥିବା ଏସଏପି ଅଷ୍ଟମ ବାଟାଲିୟନ ପକ୍ଷରୁ ନିକଟସ୍ଥ ଅଗସ୍ତି ନୂଆଁଗାଁ ଛକ ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ପଥିକମାନଙ୍କ ତୃଷା ନିବାରଣ ପାଇଁ ଜଳଛତ୍ର ଖୋଲାଯାଇଛି । ରବିବାର ବାଟାଲିୟନ କମାଣ୍ଡେଣ୍ଟ ଶାରଦା ପ୍ରସାଦ ଦାଶ ନିଜ
Read More...