Daily Archives

ରାଜ୍ୟ ବାଣିଜ୍ୟ କର ଏବଂ ଜିଏସ୍‌ଟି ବିଭାଗରେ କାର୍ଯ୍ୟରତ ଅଧିକାରୀମାନଙ୍କ ଏକ ୭ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ବାଣିଜ୍ୟ କର ଏବଂ ଜିଏସ୍‌ଟି ବିଭାଗରେ କାର୍ଯ୍ୟରତ ଅଧିକାରୀମାନଙ୍କ ଏକ ୭ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ବାଣିଜ୍ୟ କର ଓ ଜିଏସ୍‌ଟି କମିଶନର ସଞ୍ଜୟ କୁମାର ସିଂ ଉଦ୍‌ଘାଟନ କରିଛନ୍ତି । ଆଇଟି, ଇ-କମର୍ସ, ଅର୍ଥ, ବ୍ୟାଙ୍କିଙ୍ଗ ଓ ବୀମା, ଅଡିଟ୍
Read More...

ସ୍ୱାସ୍ଥ୍ୟସେବା ଅନୁଷ୍ଠାନରେ ମାସ୍କ ପରିଧାନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟସେବା ଅନୁଷ୍ଠାନରେ ମାସ୍କ ପରିଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୋଭିଡ୍ କେସ୍ ବଢିବା ଦୃଷ୍ଟିରୁ ସତର୍କତା ସ୍ୱରୁପ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟସେବା ଅନୁଷ୍ଠାନଗୁଡିକରେ ଡ୍ୟୁଟିରେ ଥିବା ସମୟରେ ସମସ୍ତ ଅଧିକାରୀ, କର୍ମଚାରୀ, ଲ୍ୟାବ୍
Read More...

୨୦୩୦ ସୁଦ୍ଧା ଓଡ଼ିଶାକୁ ସମ୍ପୂର୍ଣ୍ଣ ମ୍ୟାଲେରିଆ ମୁକ୍ତ କରିବାକୁ ସରକାରଙ୍କ ଲକ୍ଷ୍ୟ ଧାର୍ଯ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨୦୩୦ ସୁଦ୍ଧା ଓଡ଼ିଶାକୁ ସମ୍ପୂର୍ଣ୍ଣ ମ୍ୟାଲେରିଆ ମୁକ୍ତ କରିବାକୁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି । ରାଜ୍ୟ ସରକାରଙ୍କ ନିରନ୍ତର ପ୍ରୟାସ ଫଳରେ ୨୦୧୬ରୁ ୨୦୨୨ ମଧ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟା ୯୫% କମିଛି । ଦମନ କାର୍ଯ୍ୟକ୍ରମରେ ଦୁର୍ଗମ ଅଞ୍ଚଳରେ
Read More...

ଚାଷୀମାନେ ହେଉଛନ୍ତି ଆମ ଅର୍ଥନୀତିର ଆତ୍ମା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ୩୫ ଲକ୍ଷ ଚାଷୀଙ୍କୁ ୪୪୧ କୋଟି ୭୬ ଲକ୍ଷ ଟଙ୍କାର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, 'ଚାଷୀମାନେ ହେଉଛନ୍ତି ଆମ ଅର୍ଥନୀତିର ଆତ୍ମା' । ବିନା ସୁଧରେ ଚାଷୀଙ୍କୁ ଋଣ ପ୍ରଦାନ କରିବା କ୍ଷେତ୍ରରେ
Read More...

୪ଟି ଜିଲ୍ଲାର ରୂପାନ୍ତରିତ ହାଇସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଶୁଭାରମ୍ଭ କରି ଗଞ୍ଜାମ ଜିଲ୍ଲାର ୧୦୬ଟି ହାଇସ୍କୁଲ, ଅନୁଗୁଳର ୮୭ଟି, କେନ୍ଦୁଝରର ୫୭ଟି ଓ ଜଗତସିଂହପୁରର ୧୦୭ଟି ହାଇସ୍କୁଲ ଲୋକାର୍ପିତ କରିଛନ୍ତି । ୩ୟ ପର୍ଯ୍ୟାୟରେ
Read More...

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପ୍ରମୁଖ ବିନ୍ଧାଣୀ, ମହାନ୍ ପ୍ରଜାବତ୍ସଳ ରାଜା, ମାତୃଭୂମିର ତପସ୍ୱୀ ସାଧକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
Read More...

୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ତୃତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ରାଜ୍ୟର ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିବେ । କୋରାପୁଟ, ବଲାଙ୍ଗିର, ସମ୍ବଲପୁର, ପୁରୀ ଓ କେନ୍ଦ୍ରାପଡା ଜିଲ୍ଲାର ରୂପାନ୍ତରିତ
Read More...

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏଜି ଛକସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି
Read More...

ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ୨୦୨୩ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଡ. ବାଞ୍ଛାନିଧି ପଣ୍ଡା (ପ୍ରାନ୍ତୀୟ ବିଦ୍ୱାତ୍ ପରିଷଦ ସଭାପତି)ଙ୍କ କରକମଳରେ ଉଦ୍‌ଘାଟିତ ହୋଇ ଜୀବନ
Read More...

ପେଟ୍ରୋଲିଙ୍ଗ ବେଳେ ପୋଲିସ ହାତରେ ଧରାପଡିଲା ଚୋର ସହ ଚୋରି ହୋଇଥିବା ଗାଡ଼ି

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ହରିଶଙ୍କର ଛକ ନିକଟରେ ଖପ୍ରାଖୋଲ ପୋଲିସ ରାତ୍ର ପେଟ୍ରୋଲିଙ୍ଗ କରୁଥିବା ବେଳେ ଏକ ଟାଟା ଏସି ଗାଡି ସହିତ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ ସୋମବାର ରାତିରେ ଖପ୍ରାଖୋଲ ପୋଲିସ ପେଟ୍ରୋଲିଙ୍ଗ କରୁଥିବା ସମୟରେ
Read More...