Daily Archives

ଜୁନିୟର ରେଡକ୍ରସ୍‌ ତରଫରୁ ଜଳଛତ୍ର ଆୟୋଜିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ୍‌ର ଆହ୍ୱାନ କ୍ରମେ ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଗୋପାଲଜୀ ସରକାରୀ ଉଚ୍ଚ ବିଦ୍ୟାଳୟ, ତମାମୁରାର ଜୁନିୟର ରେଡକ୍ରସ୍‌ ୟୁନିଟ ତରଫରୁ ଡୁଙ୍ଗୁରିପାଲି ସ୍ଥିତ ଆରଏମସି ସାପ୍ତାହିକ ବଜାର ପରିସରରେ ଏକ ଜଳଛତ୍ରର
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୧ ମୃତ

ତୁରେକେଲା, (କୈଳାସ ସଗ୍ରିଆ) : କଣ୍ଟାବାଞ୍ଜି -ତୁରେକେଲା ରାସ୍ତା ମହୁଲବାହାଲି ଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି । ମୃତକ ଜଣକ ବଲାଙ୍ଗିର ଜିଲ୍ଲା ବେଲପଡ଼ା ଥାନା ଅନ୍ତର୍ଗତ କପାଣୀ ଗ୍ରାମ ପଞ୍ଚାୟତ ଅଧିନସ୍ଥ ତରା ଗାଁର ସୁବାଷ
Read More...

ଆଳିରେ ଡଙ୍ଗା ବୁଡ଼ିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା ଭୁବନେଶ୍ୱର : କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ
Read More...

ଇନରହୁଇଲ କ୍ଲବ୍ ଦ୍ୱାରା ସ୍ୱଚ୍ଛତା ଉପକରଣ ବଣ୍ଟନ ସହ ସଚେତନତା ଅଭିଯାନ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଵଚ୍ଛତା ସମ୍ପର୍କିତ ବିଭିନ୍ନ ପ୍ରକାରର ସଚେତନତାର ପ୍ରସାର ନିମିତ୍ତ ଇନରହୁଇଲ କ୍ଲବ୍‌ ଅଫ ରାଉରକେଲା ରିଭରସାଇଡ ତରଫରୁ ଗୋଲଘର, ସେକ୍ଟର ୫ ଅଞ୍ଚଳର ଶିବ ମନ୍ଦିରରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଗଂଜାମ ପଲ୍ଲୀ, ସିଂହାସନୀ ପଲ୍ଲୀ, କବିସମ୍ରାଟ
Read More...

ଉପଖଣ୍ଡସ୍ତରୀୟ ପାଣି ପଞ୍ଚାୟତର ନୂତନ ସଭାପତି ଭାବେ ମନୋନୀତ ହେଲେ ରଂଜିତ ସାହୁ

କଣ୍ଟାବାଞ୍ଜି, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ଗୁଡିଘାଟ ନିକଟରେ ଗତ ମଙ୍ଗଳବାର ଦିନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଉପଖଣ୍ଡସ୍ତରୀୟ ପାଣି ପଞ୍ଚାୟତ କର୍ମକର୍ତ୍ତାମାନଙ୍କ ମଧ୍ୟରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ସଭା ପରିଚାଳନା ନିମନ୍ତେ
Read More...

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ କିରାଣୀ ମାନସ ଧଳ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ମାନସ ଧଳ । ଜଣେ ଶିକ୍ଷକଙ୍କର ବକେୟା(ଏରିଅର୍) ଦରମା ପ୍ରଦାନ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଜଣାପଡିଛି । ସୂଚନା
Read More...

ଛତ୍ରପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ସଙ୍କୁଳସ୍ତରୀୟ ସାମୂହିକ ଆଚାର୍ଯ୍ୟ କର୍ମଶାଳା ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ ଶ୍ରୀରାମନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶିକ୍ଷା ବିକାଶ ସମିତି, ଓଡିଶାଙ୍କ ଯୋଜନା ଅନୁସାରେ ଛତ୍ରପୁର ସଙ୍କୁଳର ସଙ୍କୁଳସ୍ତରୀୟ ସାମୂହିକ ଆଚାର୍ଯ୍ୟ ପ୍ରଶିକ୍ଷଣ କର୍ମଶାଳା ଗତ ୨୫ ତାରିଖ ସନ୍ଧ୍ୟାରେ ଉଦ୍‌ଘାଟିତ
Read More...

ବିଧୁ ଭୂଷଣ ତ୍ରିପାଠୀ ପିସିସି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପିସିସି ସଭାପତିଙ୍କ ସୁପାରିଶ ଏବଂ ଏଆଇସିସି ସଭାପତି ମଲିକାର୍ଜୁନ ଖାର୍ଗେଙ୍କ ଅନୁମୋଦନ କ୍ରମେ ଯୁବନେତା ତଥା ଏଆଇସିସି ସଭ୍ୟ ବିଧୁ ଭୂଷଣ ତ୍ରିପାଠୀଙ୍କୁ ପିସିସି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ମିଳିଛି । ଛାତ୍ର ଜୀବନରୁ କଂଗ୍ରେସ ଦଳର ରାଜନୀତିରେ ଜଡିତ
Read More...

ନୂଆପଡ଼ାରେ ବାଛୁରୀକୁ ମାରି ଖାଇଲା ବାଘ

ନୂଆପଡ଼ା : ନୂଆପଡ଼ା ଜିଲ୍ଲାରେ ପୁଣି ବାଘ ଆତଙ୍କ ଦେଖିବାକୁ ମିଳିଛି । ଗତ ରାତିରେ ନୂଆପଡ଼ା ସଦର ରେଞ୍ଜ ଆମାନାରା ସେକସନ୍‌ର ତରିଆମହୁଆଭଟା ଗାଁରେ ପୁଣି ଗୋଟିଏ ବାଛୁରୀକୁ ମାରି ଖାଇଛି ବାଘ । ସୂଚନା ଅନୁସାରେ ଆଜି ସକାଳେ ଗାଁର ଭାଗିରଥୀ ରାଉତଙ୍କ ବାଛୁରୀ ଗୁହାଳରେ ମରି ପଡ଼ିଥିବା ଦେଖିବାକୁ
Read More...

ହାତୀ ଆକ୍ରମଣରେ ଚାଷୀ ମୃତ

ରଣପୁର : ନୟାଗଡ଼ ଜିଲ୍ଲା ମହତପଲା ପଞ୍ଚାୟତ ବନ୍ଧପଲା ଗାଁରେ ଗତକାଲି ରାତିରେ ଏକ ଅଭାବନୀୟ ଘଟଣା ଘଟିଥିବାର ଦେଖିବାକୁ ମିଳିଛି । ଗାଁର ଜଗବନ୍ଧୁ ଜେନା ନାମକ ଜଣେ ଚାଷୀ ରାତି ପ୍ରାୟ ୧୦ଟା ବେଳେ ନିଜ ଧାନ କ୍ଷେତ ଜଗିଥିବା ବେଳେ ତାଙ୍କୁ ଏକ ହାତୀ ଶୁଣ୍ଢରେ କଚାଡ଼ି ମାରି ଦେଇଥିବା ସୂଚନା
Read More...