Daily Archives

ଝରକା ଭାଙ୍ଗି ଲୁଟି ନେଲେ ୫ ଭରି ସୁନା ସହ ୩୦ ହଜାର ଟଙ୍କା : ଥାନାରେ ଏତଲା ପରେ ତଦନ୍ତ ଆରମ୍ଭ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଥାନା ଅନ୍ତର୍ଗତ ସିକୁଆଁ ଗାଁରେ ବୁଧବାର ରାତିରେ ବାସୁଦେବ ପଧାନଙ୍କ ଘରର ଝରକା ଭାଙ୍ଗି ପ୍ରାୟ ୫ ଭରି ସୁନା ଓ ୩୦ ହଜାର ୨ଶହ ଟଙ୍କା ଚୋରି ହୋଇଥିବା ଦେଓଗାଁ ଥାନାରେ ଗୁରୁବାର ଦିନ ଅଭିଯୋଗ ହୋଇଛି । ଗାଁର ଲୋକମାନେ କହିବା ଅନୁସାରେ ଚୋରମାନେ
Read More...

ଆଜି ନୀଳାଦ୍ରି ମହୋତ୍ସବ : ଶ୍ରୀମନ୍ଦିରରେ ଜଳ ଅଧିବାସ ନୀତି

ପୁରୀ : ଶୁକ୍ରବାର ବୈଶାଖ ଶୁକ୍ଲ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ପାଳନ ହେବ ନୀଳାଦ୍ରି ମହୋଦୟାଷ୍ଟମୀ । ଏହି ତିଥିରେ ଯଜ୍ଞମଣ୍ଡପରୁ ଆସି ଚତୁର୍ଦ୍ଧାମୂର୍ତ୍ତି ରତ୍ନସିଂହାସନରେ ଅଧିଷ୍ଠିତ ହୋଇଥିଲେ । ଏଣୁ ଉକ୍ତ ଦିବସରେ ଠାକୁରଙ୍କ ଅଭିଷେକ ଉତ୍ସବ ଅନୁଷ୍ଠିତ ହୋଇଥାଏ । ୧୦୮ କୁମ୍ଭ ଜଳରେ
Read More...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତକାଲି କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମ ଅନୁଧ୍ୟାନ କରିବା ସହିତ ଏହାର ଅଗ୍ରଗତି ପାଇଁ ପଦକ୍ଷେପ ନେବାକୁ ଆବଶ୍ୟକ ପରାମର୍ଶ ଓ ନିର୍ଦ୍ଦେଶ
Read More...

ଭୁବନେଶ୍ୱରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ

● ଆଲୋଚନା ଅଧିବେଶନରେ ଯୋଗ ଦେଲେ ଜି-୨୦ ସଦସ୍ୟ ରାଷ୍ଟ୍ର-ସମୂହର ପ୍ରତିନିଧି ମଣ୍ଡଳୀ● ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀ ମିଳିତ ଭାବେ ଶିକ୍ଷାର ପ୍ରସାର, ଗୁଣବତ୍ତା ଓ ପରିଣାମରେ ସୁଧାର ଆଣିବା ଦିଗରେ କାର୍ଯ୍ୟ କରୁଛି : କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ
Read More...

ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ନିଯୁକ୍ତି ପ୍ରଶିକ୍ଷଣ ନେଉଥିବା ୩୧ ଜଣ ଓଡିଶା ପ୍ରଶାସନିକ ସେବା…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୋପବନ୍ଧୁ ପ୍ରଶାସନିକ ଏକାଡେମୀରେ ପ୍ରଶିକ୍ଷଣ ନେଉଥିବା ଓଡିଶା ପ୍ରଶାସନିକ ସେବା ବର୍ଗରେ ନିୟମିତ ନିଯୁକ୍ତ-୨୦୧୯ ବ୍ୟାଚ୍‌ର ୩୧ ଜଣ ପ୍ରୋବେସନରମାନେ ବୁଧବାର ରାଜଭବନଠାରେ ମାନ୍ୟବର ଓଡିଶାର ରାଜ୍ୟପାଳ ପ୍ରେଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ କରିଥିଲେ ।
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସରକାରୀ ବାଳିକା ସଂଯୁକ୍ତ ଉଚ୍ଚ ବିଦ୍ୟାଳୟର ୫୫ତମ ବାର୍ଷିକ ଉତ୍ସବ-୨୦୨୩ ମହାସମାରୋହରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସୁଶ୍ରୀ ସନ୍ଧ୍ୟାବତୀ ପ୍ରଧାନ ପୂର୍ବତ୍ତନ ଅଧ୍ୟକ୍ଷା, ଓଡିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ
Read More...