Daily Archives

ଗୋବରୀ ନଦୀରେ ବୁଡି ଯୁବକ ନିଖୋଜ

କେନ୍ଦ୍ରାପଡା : କେନ୍ଦ୍ରାପଡା ପୌରାଞ୍ଚଳ ଅନ୍ତର୍ଗତ ମହିପାଳଠାରେ ଗୋବରୀ ନଦୀରେ ବୁଡି ଯୁବକ ନିଖୋଜ ଥିବା ଖବର ମିଳିଛି । ସୂଚନା ଅନୁସାରେ ମହିପାଳ ଶନିଦେବଙ୍କ ମନ୍ଦିରରେ ଜଳାଭିଷେକ ପାଇଁ ପାଣି ଉଠାଉଥିବା ବେଳେ ଯୁବକ ଜଣଙ୍କ ବୁଡି ଯାଇ ନିଖୋଜ ହୋଇଯାଇଛନ୍ତି । ଖବର ପାଇ ଅଗ୍ନିଶମ ବିଭାଗ
Read More...

ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ପାଇଁ ଶେଷ ପ୍ରସ୍ତୁତି ବୈଠକ, ଦିନକ ପରେ ଆରମ୍ଭ ହେବ ମେଳା

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକର ପବିତ୍ର ଧର୍ମ କ୍ଷେତ୍ର ତଥା ପର୍ଯ୍ୟଟନ ସ୍ଥଳି ହରିଶଙ୍କରଠାରେ ହେବାକୁ ଥିବା ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ତଥା ହରିଶଙ୍କର ମହୋତ୍ସବ ପାଇଁ ଜୋର୍‌ସୋର୍‌ରେ ଚାଲିଛି ପ୍ରସ୍ତୁତି । ଅନ୍ୟ ବର୍ଷ ବୈଶାଖ ମେଳା ତଥା ହରିଶଙ୍କର
Read More...

ଭବାନୀପାଟଣାଠାରେ ବିଶ୍ଵ ପ୍ରାଣୀ ଚିକିତ୍ସା ଦିବସ ଉପଲକ୍ଷେ ସଚେତନତା ଶୋଭାଯାତ୍ରା ଓ ସଭା ଅନୁଷ୍ଠିତ

କଳାହାଣ୍ଡି, (ପିକେ ସାହୁ) : ବିଶ୍ଵ ପ୍ରାଣୀ ଚିକିତ୍ସା ଦିବସ-୨୦୨୩ ପାଳନ ଅବସରରେ ପ୍ରାଣୀ ସମ୍ପଦ ବିକାଶ ବିଭାଗ, କଳାହାଣ୍ଡି ତରଫରୁ ଭବାନୀପାଟଣାଠାରେ ଆଜି ସକାଳ ୮.୦୦ ଘ ସମୟରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶୋଭାଯାତ୍ରାକୁ ଜିଲ୍ଲା ମୁଖ୍ୟ ପ୍ରାଣୀ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଶୋକସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଅଧ୍ୟକ୍ଷ ଡ଼. ଲଳିତେନ୍ଦୁ ନାୟକଙ୍କ ସଭାପତିତ୍ୱରେ ସ୍ୱର୍ଗତ ମାନଭଞ୍ଜନ ପ୍ରଧାନ, ଅଞ୍ଚଳ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ପୂର୍ବତନ ପ୍ରାଧ୍ୟାପକଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ନାଳ ଜାମ୍‌ ହେବା ଯୋଗୁଁ ରାସ୍ତାରେ ଗଡୁଛି ଅସନା ପାଣି : ସାଧାରଣରେ ଅସନ୍ତୋଷ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ସରକାରଙ୍କ ଦ୍ୱାରା ସହରର ବିକାଶ କାର୍ଯ୍ୟ ପାଇଁ ବିଭିନ୍ନ ପ୍ରକଳ୍ପ ହାତକୁ ନିଆଯାଉଛି । ସେ ଭିତରେ ସହରର ସୌନ୍ଦର୍ଯ୍ୟକରଣ, ପାନୀୟ ବ୍ୟବସ୍ଥା, ରାସ୍ତାଘାଟ ନିର୍ମାଣ ଅନ୍ୟତମ । ଟିଟିଲାଗଡ ସହର ଅନ୍ତର୍ଗତ ୱାର୍ଡ ନମ୍ବର ୧୪ର ଗୋଶାଳା ଯିବା ରାସ୍ତାରେ
Read More...

ନାଗରିକ କୈନ୍ଦ୍ରିକ ସେବା ପ୍ରଦାନ ପାଇଁ ଓଏଏସ୍ ପ୍ରୋବେସନରଙ୍କୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନ ଗୁରୁବାର ଗୋପବନ୍ଧୁ ଏକାଡେମୀଠାରେ ନିଯୁକ୍ତି ପ୍ରଶିକ୍ଷଣ ନେଉଥିବା ଓଡିଶା ପ୍ରଶାସନିକ ସେବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା କହିଥିଲେ ଯେ,
Read More...

ପୋଖରୀରେ ବୁଡି ନାବାଳକ ମୃତ

ଭଞ୍ଜନଗର : ପୋଖରୀରେ ବୁଡି ଜଣେ ୧୨ ବର୍ଷୀୟ ବାଳକର ମୃତ୍ୟୁ ଘଟିଥିବା ଜଣାପଡିଛି । ତାରାସିଂ ଥାନା ଅନ୍ତର୍ଗତ ଗାଲେରୀ ଫାଣ୍ଡି ଇଲାକାର ହରିଗଡ ଗ୍ରାମରେ ଶନିବାର ଏଭଳି ଅଭାବନୀୟ ଘଟଣା ଘଟିଛି । ମିଳିଥିବା ସୂଚନା ପ୍ରକାରେ କୁପାଟି ଗ୍ରାମର ପାଣୁ କଟାରୀଙ୍କ ପୁଅ ଭଗବାନ କଟାରୀ(୧୨) ନିଜ
Read More...

ଅଂଶୁଘାତ ପ୍ରତି ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜଳ ହିଁ ଜୀବନ । ଗ୍ରୀଷ୍ମ ସମୟର ଅସହ୍ୟ ଖରାରେ ଆମେ ଅତିଷ୍ଠ । ପଥଚାରୀମାନଙ୍କୁ ଥଣ୍ଡା ବା ଦହି ପାଣି ଯୋଗାଇଦେଲେ ସେମାନେ ବେଶ ଆନନ୍ଦିତ ହୋଇଥାନ୍ତି । ଏହି କଥାକୁ ଲକ୍ଷ୍ୟ କରି ପଣ୍ଡକିଟାଲ ଅପର ପ୍ରାଇମେରୀ ସ୍କୁଲର ଜୁନିୟର ରେଡକ୍ରସ ୟୁନିଟ ତରଫରୁ
Read More...

ବଲାଙ୍ଗିରରେ ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କେବଳ ଗୃହପାଳିତ ପ୍ରାଣୀମାନଙ୍କ ସେବା ନୁହେଁ, ବରଂ ସବୁ ପ୍ରାଣୀମାନଙ୍କୁ ଆଦର, ଯତ୍ନ ଓ ସେବା କରିବା ମଣିଷର କର୍ତ୍ତବ୍ୟ ହେବା ଉଚିତ । କାରଣ ମଣିଷର ଜୀବସତ୍ତା ନିର୍ଭର କରେ ପରିବେଶର ସନ୍ତୁଳନ ଉପରେ ଏବଂ ପରିବେଶ ସନ୍ତୁଳନ ବଜାୟ ରହିବ ପ୍ରାଣୀ ସଂପଦର
Read More...

ଦୁଗ୍ଧ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ : ଜବତ କଲା ଅବକାରୀ ବିଭାଗ

ମାଲକାନଗିରି : ଦୁଗ୍ଧ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଏହାକୁ ଜବତ କଲା ଅବକାରୀ ପୋଲିସ । ସୂଚନା ଅନୁସାରେ ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମ ନିକଟରେ ଅବକାରୀ ବିଭାଗର କର୍ମଚାରୀମାନେ ଏନେଇ ଗୁଇନ୍ଦା ସୂଚନା ପାଇଥିଲେ । ଗାଡ଼ି ଯାଞ୍ଚ କରୁଥିବା
Read More...